ଆମ ଜିଲା ଖବର

ଦୋଳ ମେଳଣରେ ଜୋର୍‌ରେ ବାଜିବ ନାହିଁ ଡିଜେ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପରିସରରେ ଦୋଳ ମେଳଣ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଦୋଳ ମେଳଣ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହେବା ନେଇ...

ନଡ଼ିଆ ତୋଳିବା ବେଳେ ଚାଲିଗଲା ଜୀବନ

ବାଲିଗୁଡ଼ା,୧୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନଡ଼ିଆ ତୋଳିବା ବେଳେ ଗଛରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ...

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌...

କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦାଜି କା ଥେଲା’ ପାଇଁ ଶିକ୍ଷକ ତରୁଣ କୁମାର ପୁରସ୍କୃତ

କୋରାପୁଟ,୧୯।୩(ଅମିତାଭ ବେହେରା ): ସିଆଇଇଟି, ଏନ୍‌ସିଆର୍‌ଟି ନୂଆ ଦିଲ୍ଲୀ ଦ୍ୱାରା ଆୟୋଜିତ ଅଖିଳ ଭାରତୀୟ ଶିଶୁ ଇ- ଶିକ୍ଷଣ ସାମଗ୍ରୀ ପ୍ରତିଯୋଗିତା ୨୦୨୩-୨୪ରେ ଭାଗ ନେଇ ପିଏମ୍‌ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟର ଶିକ୍ଷକ ତରୁଣ କୁମାର ଦାଶ ଉଚ୍ଚ...

କପି କରୁଥିଲେ ପରୀକ୍ଷାର୍ଥୀ: ମାଡ଼ି ବସିଲେ ସ୍କ୍ବାଡ

ପାଟଣା,୧୯।୩(ବୀର କିଶୋର ଦାଶ): ଧରଣୀଧର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ବିଜ୍ଞାନ ଏବଂ କଳା ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଆଞ୍ଚଳିକ ମହାବିଦ୍ୟାଳୟରେ କୋର-୧ ପରୀକ୍ଷା...

ବ୍ଲାକରୋଜ ଜାହାଜ ବୁଡ଼ି ମାମଲା; ହାଇକୋର୍ଟରେ ସିବିଆଇର୍ ସତ୍ୟପାଠ ଦାଖଲ

କଟକ,୧୯।୩ (କାର୍ତ୍ତିକ ସାହୁ) ବ୍ଲାରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ରୁଜୁ ମାମଲାରେ ସିବିଆଇ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ସତ୍ୟପାଠ ଦାଖଲ ହୋଇଛି । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ...

ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ ପାଟ୍ରୋଲିଂ କରିବା ସମୟରେ ଶିକାରୀ ଗୁଳି ଚଳାଇଥିଲେ । ଗୁଳି ଦୁଇ ବନ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟର ଜି. ଈଶ୍ୱର ରାଓ। ମିଳିଥିବା...

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୨୪ରେ ମେଣ୍ଡାପୋଡ଼ି ଏବଂ ୨୫ରେ ଦୋଳ ପୂର୍ଣ୍ଣିମା...

ଝାଟିମାଟି ଘରେ ଜୀବନ

ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ସରକାରୀ ଉଦାସୀନାତାରୁ ପ୍ରକୃତ ହିତାଧିକାରୀ...

୬ କ୍ଷେତ୍ରରୁ ବିଧାୟକ ହୋଇନାହାନ୍ତି ମହିଳା

ବ୍ରହ୍ମପୁର,୧୯ା୩(ନରସିଂହ ସାହୁ):ଗଞ୍ଜାମ ଜିଲାରେ ୧୩ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୬ ଆସନରୁ ହୋଇନାହାନ୍ତି ମହିଳା ବିଧାୟକ। ସେଗୁଡ଼ିକ ହେଲା ଛତ୍ରପୁର, ଗୋପାଳପୁର, ପୋଲସରା, ହିଞ୍ଜିଳି, ଦିଗପହଣ୍ଡି ଓ ଭଞ୍ଜନଗର। ଅବଶିଷ୍ଟ ୭ କ୍ଷେତ୍ରରୁ ଅଣକଂଗ୍ରେସ ଓ କଂଗ୍ରେସରୁ ସୁଜ୍ଞାନ କୁମାରୀ...

ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍‌ କେଉଁ ଦଳ ଭାଗରେ ପଡ଼ିବ ସେ ଭୟକୁ ନେଇ ବଡ଼ ବଡ଼ ନେତା ଚିନ୍ତାରେ ରହିଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri