ଆମ ଜିଲା ଖବର

୬ କ୍ଷେତ୍ରରୁ ବିଧାୟକ ହୋଇନାହାନ୍ତି ମହିଳା

ବ୍ରହ୍ମପୁର,୧୯ା୩(ନରସିଂହ ସାହୁ):ଗଞ୍ଜାମ ଜିଲାରେ ୧୩ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୬ ଆସନରୁ ହୋଇନାହାନ୍ତି ମହିଳା ବିଧାୟକ। ସେଗୁଡ଼ିକ ହେଲା ଛତ୍ରପୁର, ଗୋପାଳପୁର, ପୋଲସରା, ହିଞ୍ଜିଳି, ଦିଗପହଣ୍ଡି ଓ ଭଞ୍ଜନଗର। ଅବଶିଷ୍ଟ ୭ କ୍ଷେତ୍ରରୁ ଅଣକଂଗ୍ରେସ ଓ କଂଗ୍ରେସରୁ ସୁଜ୍ଞାନ କୁମାରୀ...

ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍‌ କେଉଁ ଦଳ ଭାଗରେ ପଡ଼ିବ ସେ ଭୟକୁ ନେଇ ବଡ଼ ବଡ଼ ନେତା ଚିନ୍ତାରେ ରହିଥିବା ବେଳେ...

ବିଜେଡିରେ ଅଧିକ ଆଶାୟୀ

ଗମ୍ଭାରୀମୁଣ୍ଡା,୧୯ା୩ (ଦିଲୀପ ସ୍ବାଇଁ):ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି। ଖୋର୍ଦ୍ଧା ଜିଲା ଚିଲିକା ବିଧାନସଭା ନିର୍ବାଚନମଣ୍ଡଳୀରେ ଶାସକ ଓ ବିରୋଧୀ ଦଳର ଏକାଧିକ ଆଶାୟୀ ପ୍ରାର୍ଥୀ ଦଳର ମୁଖିଆଙ୍କ ପାଖରେ ତାଙ୍କ କଥା କିଭଳି ପହଞ୍ଚତ୍ବ, ସେଥିନେଇ କସରତ...

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର ପଞ୍ଚଲିଙ୍ଗେଶ୍ୱର ବିଟ ଅଞ୍ଚଳରେ ଘଟିଛି। ପାଟ୍ରୋଲିଂ ବେଳେ ମୁହାଁମୁହିଁ ହେଲେ ଶିକାରୀ ଓ...

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ ଲୋକଙ୍କଠାରୁ ଲିଜ ସୂତ୍ରରେ ଘରଛାତ ଏବଂ ଘର ନିକଟରେ ଜମି ନେଇ ସୁଉଚ୍ଚ...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮ ଦିନ ମଧ୍ୟରେ ଫାଟି ଉଠି ଯାଇଛି ା ଏନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଉଦ୍‌ବେଗ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ ଜମିର ମୂଲ୍ୟ କମ...

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହାର ବିଚାର କରି...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ସହରଠାରୁ ୧୦ କି.ମି. ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ,...

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ ଡିପୋଜିଟ ନେଇ ବୈଠକରେ ବିଡିଂ କରାଯାଇଥିଲା। ଦୁଇଟି ବ୍ୟାଙ୍କ୍‌ରେ ଶ୍ରୀମନ୍ଦିର ଉନ୍ନୟନ ପାଣ୍ଠିର...

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଦଳରେ ଏକାଧିକ ଟିକେଟ୍‌ ଆଶାୟୀ । ତେବେ ନିର୍ବାଚନୀ ଇସ୍ତାହାର ‘କଂଗ୍ରେସର...

ଆମ୍ବକୁ ବିପଦ ରେଡ୍‌ବ୍ୟାଣ୍ଡ୍‌ ପୋକ

ଢେଙ୍କାନାଳ,୧୯ା୩(ରତନ ନାୟାର):ଆମ୍ବ ଚାଷରେ ଢେଙ୍କାନାଳ ଜିଲା ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଜିଲାର ଜଳବାୟୁ ଫଳଚାଷ ପାଇଁ ଉପଯୁକ୍ତ ହୋଇଥିବାରୁ ପ୍ରତିବର୍ଷ ପ୍ରାୟ ୪୦ରୁ ୫୦ ହଜାର ମେଟ୍ରିକ୍‌୍‌ ଟନ ଆମ୍ବ ଢେଙ୍କାନାଳରୁ ଉପତ୍ାଦିତ ହୋଇଥାଏ। ଏହି ଆମ୍ବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri