ଆମ ଜିଲା ଖବର

୨୪ ଘଣ୍ଟିଆ ଚକାବନ୍ଦ ଆନ୍ଦୋଳନ: ରାଜପଥରେ ଅଟକି ରହିଛି ଶହଶହ ଗାଡି

ପାଟଣା,୧୮।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘ ସୋମବାର ଓଏମ୍‌ସି ଶୁଆକାଟିରୁ ଗୁହାଳଡିହିକୁ ରେଳ ସଂଯୋଗୀକରଣ ଓ ଟ୍ରେନ୍‌ ଯୋଗେ ଲୁହାପଥର ପରିବହନକୁ ବିରୋଧରେ ୨୪ଘଣ୍ଟିଆ ବନ୍ଦଡାକରା ଦିଆଯାଇଛି। ଏହାକୁ ସମର୍ଥନକରି ପାଟଣା ଟ୍ରକ୍‌ ମାଲିକ ଆସୋସିଏଶନ...

ପାଣି ପାଇଁ ୩ ଘଣ୍ଟା ରାସ୍ତା ଅବରୋଧ

ପୁରୁଷୋତ୍ତମପୁର,୧୮ା୩(ସୀମାଞ୍ଚଳ ମିଶ୍ର): ସରକାର ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଉଥିବା ବେଳେ ପ୍ରଶାସନ ଓ ସରପଞ୍ଚଙ୍କ ବୈମାତୃକ ମନୋଭାବ ଯୋଗୁ ଭୂତସରସିଙ୍ଗି ପଞ୍ଚାୟତର ଦାସିଆମାରି ପଲ୍ଲିରେ ଲୋକଙ୍କୁ ପାଣି ଟୋପାଏ ମିଳିପାରୁ ନ ଥିବାର ଅଭିଯୋଗ କରି ସୋମବାର ମହିଳାମାନେ...

ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଗଣତି ଆରମ୍ଭ

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ସୋମବାର ଖୋଲାଯାଇଛି। ଏହି ଗଣତିରେ ଉତ୍କଳ ଗ୍ରାମୀଣ ବ୍ୟାଙ୍କର କର୍ମଚାରୀଙ୍କ ସମେତ ମଝିଘରିଆଣୀ ମନ୍ଦିର ମହିଳା କର୍ମଚାରୀ, ଭେଙ୍କେଟେଶ୍ୱର ମନ୍ଦିରର ମହିଳା ଓ ଅନ୍ୟମାନେ...

ସୋନପୁର: ହୋର୍ଡିଂ ହଟୁନି

ସୋନପୁର,୧୮।୩(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ଲୋକସଭା ଓ ଓଡିଶା ବିଧାନସଭା ନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନର ଶନିବାର ତାରିଖ ଘୋଷଣା କରିଛନ୍ତି। ଓଡିଶାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ କମିଶନର ଶନିବାର ଅପରାହ୍ନ ୩ଟାରେ ନିର୍ବାଚନ ତାରିଖ ଘୋଷଣା...

ନବୀକରଣ ହେଉନି ବଟକରା

ବାଲିମେଳା,୧୪ା୩(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହର ସମେତ କୋରୁକୋଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳରେ ଆମିଷ ଦର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ବେପାରୀମାନେ ମନ ଇଚ୍ଛା ମାଛମାଂସ ଦର ବୃଦ୍ଧିକରି ଖାଉଟିଙ୍କୁ ଶୋଷଣ କରୁଥିବାରୁ ଏହାକୁ ନେଇ ସାଧାରଣରେ ଅସନ୍ତୋଷ...

ଏସି ଶେଡ୍‌: ୨ ମାସରେ ବିଦ୍ୟୁତ ବିଲ୍‌ ୧୪.୧୭ ଲକ୍ଷ

ପୁରୀ,୧୮ା୩ (ଅଜିତ୍‌ ମହାନ୍ତି): ଭକ୍ତଙ୍କ ପାଇଁ ବଡ଼ଦାଣ୍ଡରେ ସରକାର ନିର୍ମାଣ କରିଥିବା ଏସି ଶେଡ୍‌ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଗତ ୨ ମାସରେ ଆସିଥିବା ବିଦ୍ୟୁତ ବିଲ୍‌କୁ ଦେଖି ଲୋକେ ବିସ୍ମୟ ପ୍ରକାଶ କରିଛନ୍ତି। ଏସି ଶେଡ୍‌ରେ...

ପାନୀୟଜଳ ପାଇଁ ହନ୍ତସନ୍ତ ପଞ୍ଚାୟତବାସୀ

କଣାସ,୧୮।୩(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକ ଚିଲିକା ଉପକୂଳରେ ଅବସ୍ଥାପିତ ହୋଇଥିବାରୁ ବର୍ଷ ତମାମ ଏଠାରେ ପାନୀୟ ଜଳ ସମସ୍ୟା ଲାଗିରୁହେ। ରୌଦ୍ରତାପ ସମୟରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରେ। ସେଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଏପ୍ରିଲ...

ନିଆଁ ବଳୟରେ ନୟାଗଡ଼ ବନଖଣ୍ଡ ଜଙ୍ଗଲ

ନୟାଗଡ଼ ଅଫିସ,୧୮ା୩(ଲୋକନାଥ ମିଶ୍ର): ଜଙ୍ଗଲ ନିଆଁକୁ ଆୟତ କରିବା ପାଇଁ ସରକାର ଅନୁଦାନ ଯୋଗାଇ ଦେଉଛନ୍ତି। ତେବେ ନୟାଗଡ଼ ବନଖଣ୍ଡରେ ମନୁଷ୍ୟକୃତ ନିଆଁର ଭୟାବହତା ଚିନ୍ତାର କାରଣ ପାଲଟିଛି। ଜଙ୍ଗଲରେ ନିଆଁକୁ ରୋକିବାକୁ ବନବିଭାଗର ପଦକ୍ଷେପ କାଟୁ କରୁନି ।...

ଖଣି ପାଣିରେ ଡମଶାଳା ବିଷାକ୍ତ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୮ା୩: ଯାଜପୁର ଜିଲା କାଳିଆପାଣି ଖଣି ଖାଦାନ ମାଲିକମାନେ କେବଳ ନିଜର ଲାଭ ଜଗିବାରେ ବ୍ୟସ୍ତ। ପ୍ରଶାସନର ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଖାଦାନ ପରିସରରୁ ବିଷାକ୍ତ କ୍ରୋମିୟମ ଓ ଅମ୍ଲଯୁକ୍ତ ପାଣି ବାହାରକୁ ଛଡା ଯାଉଛି। ଏଥିରେ...

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ ମେ ୨୫ ତାରିଖରେ ଭୋଟ୍‌ଗ୍ରହଣ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି...

ବିଜେଡିରେ ମିଶିଲେ ବାପି ସର୍ଖେଲଙ୍କ ସ୍ତ୍ରୀ

ଭୁବନେଶ୍ୱର/ ପାରାଦୀପ, ୧୮।୩(ସୁନିତ୍‌ ମିଶ୍ର/ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାରାଦୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ମୋନିଦୀପା ସର୍ଖେଲ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ମୋନିଦୀପାଙ୍କ ନେତୃତ୍ୱରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ...

ଅନୁଗୋଳ ଜିଲାରେ ୧୬୫ ବୁଥ୍‌ ସମ୍ବେଦନଶୀଳ

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri