ଆମ ଜିଲା ଖବର

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ ମେ ୨୫ ତାରିଖରେ ଭୋଟ୍‌ଗ୍ରହଣ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି...

ବିଜେଡିରେ ମିଶିଲେ ବାପି ସର୍ଖେଲଙ୍କ ସ୍ତ୍ରୀ

ଭୁବନେଶ୍ୱର/ ପାରାଦୀପ, ୧୮।୩(ସୁନିତ୍‌ ମିଶ୍ର/ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାରାଦୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ମୋନିଦୀପା ସର୍ଖେଲ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ମୋନିଦୀପାଙ୍କ ନେତୃତ୍ୱରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ...

ଅନୁଗୋଳ ଜିଲାରେ ୧୬୫ ବୁଥ୍‌ ସମ୍ବେଦନଶୀଳ

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ...

ସୁବର୍ଣ୍ଣପୁର ଦେଖିନାହିଁ ବିଧାୟିକା

ସୋନପୁର,୧୮।୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ରାଜନୀତିରେ ବହୁ ମହିଳା ସରପଞ୍ଚ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ପୌରାଧ୍ୟକ୍ଷ ଓ ଜିଲା ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ତେବେ ଏ ପର୍ଯ୍ୟନ୍ତ କୌଣସି ରାଜନୈତିକ ଦଳରୁ ଜଣେ ହେଲେ ମହିଳା ବିଧାୟକ...

ଭୋଟର ଖୋଜୁଛନ୍ତି ନୂଆ ମୁହଁ

ନୟାଗଡ଼/ରଣପୁର,୧୮।୩(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲାର ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଶାସକ ଦଳର ସତ୍ୟ ନାରାୟଣ ପ୍ରଧାନ ବିଧାୟକ ଅଛନ୍ତି। ହେଲେ ଦଳରେ ଗୋଷ୍ଠୀ କନ୍ଦଳ ଓ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିଥିବାରୁ ଆସନ୍ତା ନିର୍ବାଚନରେ ଶାସକ ଦଳ କାହାକୁ...

ଆଜି କେନ୍ଦୁଝର ବନ୍ଦ, ଗଡ଼ିବନି ଟ୍ରେନ୍‌-ବସ୍‌

କେନ୍ଦୁଝର,୧୮ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଧନ ଖଣିରୁ ଗୁହାଳଡିହି ସାଇଡିଂକୁ ରେଳ ସଂଯୋଗ ପ୍ରତିବାଦରେ କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘର ୨୪ ଘଣ୍ଟିଆ କେନ୍ଦୁଝର ଜିଲା ବନ୍ଦ ଓ ଅର୍ଥନୈତିକ ଅବରୋଧ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି।...

ଦବିଯାଉଛି ପୋଲ ସଂଯୋଗୀକରଣ ରାସ୍ତା

ରସୁଲପୁର,୧୮ା୩(ରଞ୍ଜିତ ରାଉତ): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ ଅନ୍ତର୍ଗତ କୁଆଖିଆ ସେକ୍ସନର ୨ ପଞ୍ଚାୟତର ୨ଟି ଗାଁକୁ ସଂଯୋଗ କରୁଥିବା ବିଭାଗୀୟ ରାସ୍ତାର ଏକ ପୋଲର ଉଭୟ ପାର୍ଶ୍ୱ ସଂଯୋଗୀକରଣ ଅଞ୍ଚଳ ଦବିଯାଉଛି। ଚାରି ଚକିଆ ଯାନ ଏହି ରାସ୍ତାଦେଇ...

୬ ଥାକିଆ ରାସ୍ତା ନିର୍ମାଣରେ ଚଞ୍ଚକତା

ଯାଜପୁର,୧୮ା୩ (ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୂର୍ତ୍ତ ବିଭାଗ ଅଧୀନରେ ୫୯.୧୮ କୋଟି ଟଙ୍କାର ୬ ଥାକିଆ ରାସ୍ତା ପ୍ରକଳ୍ପ ୪ ଥାକିଆ ଭାବେ ନିର୍ମାଣ ହୋଇଛି। ଏହା ପୁଣି ବହୁ ଗୁରୁତ୍ୱପୂର୍ଣ୍ଣ ଯାଜପୁର ରୋଡ ଚୋରଦା ଛକଠାରୁ ଡୁବୁରୀ ପର୍ଯ୍ୟନ୍ତ...

ସୁରକ୍ଷା ନାହିଁ, ଯାଉଛି ଜୀବନ

ଯାଜପୁର/ଧର୍ମଶାଳା,୧୮ା୩(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା): ପଥର ଖାଦାନ ଓ କ୍ରଶର ୟୁନିଟ୍‌ଗୁଡ଼ିକରେ ଆବଶ୍ୟକ ସୁରକ୍ଷା ଉପକରଣ ଅଭାବ, ଚିକିତ୍ସା ସୁବିଧା ନ ମିଳିବାରୁ ଅକାଳରେ ଶ୍ରମିକମାନେ ମୃତ୍ୟୁବରଣ କରୁଛନ୍ତି। ସରକାରୀ ଅନୁପାଳନ ବିନା ଗଢ଼ି ଉଠିଥିବା ପଥର କ୍ରଶର ୟୁନିଟ୍‌ରେ ଏଭଳି...

ବାହାରିଥିଲା ବରଯାତ୍ରୀ: ବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ

ସୁନ୍ଦରଗଡ,୧୭ା୩(ଜୟ ନାରାୟଣ ମେଣ୍ଡୁଳି): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଲେ। ଯୁବତୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ହେଲେ ଶେଷରେ ପ୍ରେମିକାଙ୍କୁ ଛାଡି ଅନ୍ୟତ୍ର ବିବାହ କରିବାକୁ ମନସ୍ଥ କରିଥିଲେ ଯୁବକ। ବରବେଶରେ ଯାଉଥିବା ବେଳେ...

କାଳବୈଶାଖି ତାଣ୍ଡବ: ଝଡତୋଫାନ ସାଙ୍ଗକୁ କୁଆପଥର ମାଡ଼

କୁଚିଣ୍ଡା,୧୭।୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରବଳ ଝଡତୋଫାନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହୋଇଛି। ଏଥିଯୋଗୁ ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ଫଳରେ ଋଣକରଜ କରି ପନିପରିବା ଓ ଡାଳୁଅଧାନ ଚାଷ କରିଥିବା ଚାଷୀ...

ପାରିବାରିକ କଳହର କରୁଣ ପରିଣତି:ସାନଭାଇଙ୍କ ଛୁରାମାଡରେ ବଡ଼ଭାଇ ମୃତ

ଭବାନୀପାଟଣା,୧୭।୩ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଏମ.ରାମପୁର ବ୍ଳକ ଅନ୍ତର୍ଗତ ଦେଢଶୁଲି ପଞ୍ଚାୟତର ଗସକା ପଡାଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସାନ ଭାଇ ବିମ୍ବାଧର ମାଝୀ (୨୫)ର ଛୁରା ମାଡରେ ବଡ଼ଭାଇ ଦାସ ମାଝୀ(୨୮)ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri