ଆମ ଜିଲା ଖବର

ଯାଜପୁର ଜିଲାରେ ୩୯,୬୬୨ ନୂଆ ଭୋଟର

ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ବିଗୁଲ ବାଜିସାରିଛି। ହେଲେ ଯାଜପୁର ଜିଲାରେ ମତଦାନ କ୍ଷେତ୍ରରେ ସେତେଟା ଉତ୍ସାହ ନ ଥିବା ମନେହେଉଛି। ୨୦୨୪ରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୫ ଲକ୍ଷ ୩୦...

ଗଭର୍ନିଂ ବଡି ସଭାପତି ନିଯୁକ୍ତି ବେଆଇନ

ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ଗଭର୍ନିଂ ବଡି ସଭାପତି ନିଯୁକ୍ତି ପ୍ରକ୍ରିୟା ନିୟମରେ ବ୍ୟାପକ ଉଲ୍ଲଂଘନ କରାଯାଇଛି। ଏକା ସମୟରେ ଜଣେ ବ୍ୟକ୍ତି ଦୁଇଟି ପଦବୀ ଦାୟିତ୍ୱ ତୁଲାଇବାର ନିୟମ ନ ଥିବାବେଳେ ତାଙ୍କୁ ଉଚ୍ଚଶିକ୍ଷା ବିଭାଗ...

ପୌର ପରିଷଦର ସ୍ବଚ୍ଛ ଭାରତ ମିଶନ ଫେଲ୍‌

ପଟ୍ଟାମୁଣ୍ଡାଇ ୧୭ା୩(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ ପଟ୍ଟାମୁଣ୍ଡାଇ ପରିଚିତ। ଏଠାକୁ ଦୈନିକ ହଜାର ହଜାର ଲୋକେ ଆସୁଥିବା ବେଳେ ଶୌଚ ଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅସୁବିଧାର...

ଅଡୁଆରେ ବିଜେଡିର ମହୀଧର

କଣ୍ଟାମାଳ, ୧୭ା୩(ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲାରେ ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀ-ବୌଦ୍ଧ ଓ କଣ୍ଟାମାଳ ା କଣ୍ଟାମାଳ ବିଧାନସଭା କ୍ଷେତ୍ର ୨୦୦୯ ମସିହାରୁ ଗଠିତ ହେବାଠାରୁ ବିଜେଡି ପ୍ରାର୍ଥୀ ୩ ଥର ବିଜୟୀ ହୋଇଛନ୍ତି ା ୨୦୦୯ରେ ଭଗବାନ କହଁର ବିଧାୟକ ହୋଇଥିବା...

କର୍ମୀ ସମାବେଶରେ ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ

ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର)ପ୍ରାୟ ୧୧ମାସ ପରେ ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆଗମନକୁ ନେଇ କର୍ମୀ ମହଲରେ ଖୁସି ପ୍ରକାଶ ପାଇଛି। ଶୁକ୍ରବାର ସନ୍ଧ୍ୟାରେ ସେ ସମ୍ବଲପୁରରେ ପହଞ୍ଚତ୍ବା ପରେ ଦଳୀୟ କର୍ମୀ ଓ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରେ ନଜର

ବଲାଙ୍ଗୀର, ୧୭।୩ (ବୀରେନ୍ଦ୍ର କୁମାର ଝାଙ୍କର)ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହେବା ପରଠାରୁ କଂଗ୍ରେସ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଉଭୟ ଲୋକ ସଭା ଏବଂ ବିଧାନସଭା ଆସନରେ କଂଗ୍ରେସର କେଉଁ ପ୍ରାର୍ଥୀ ମେଣ୍ଟ ପ୍ରାର୍ଥୀଙ୍କୁ ଟକ୍କର ଦେଇପାରିବେ ତାହା...

୭ ଦିନରେ ଅନ୍‌ଲାଇନରେ ମିଳିବ ସାର୍ଟିଫିକେଟ୍‌

କଟକ,୧୭ା୩ (କାର୍ତ୍ତିକ ସାହୁ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏକ ଯୁଗୋପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶନର ୭ ଦିନ ମଧ୍ୟରେ ପରୀକ୍ଷାର୍ଥୀଙ୍କୁ ମୂଳ ପ୍ରମାଣପତ୍ର ଅନ୍‌ଲାଇନ୍‌ ଜରିଆରେ ଯୋଗାଇ ଦିଆଯିବ।...

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌

କେନ୍ଦୁଝର,୧୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୩ ବର୍ଷୀୟ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା...

ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍‌। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଡ଼ି ଖୋଲିବେ। କେଉଁ ବର୍ଗର ଲୋକଙ୍କୁ...

କୋର୍ଟରେ ହାଜର ହେଲେ ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସି

କଟକ,୧୬ା୩(କାର୍ତ୍ତିକ ସାହୁ): ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସି ଧନେଶ୍ୱର ସାହୁଙ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚ ଶୁକ୍ରବାର ଗିରଫ କରିବା ପରେ ଶନିବାର ବାଲେଶ୍ୱର ଜିଲା ଓ ସ୍ବତନ୍ତ୍ର ଜଜ୍‌କୋର୍ଟରେ ହାଜର କରାଯାଇଛି। କ୍ରାଇମବ୍ରାଞ୍ଚ ତାଙ୍କ ଅପରାଧ ସମ୍ପର୍କିତ ଅଧିକ ପ୍ରମାଣ ସଂଗ୍ରହ...

ନିର୍ବାଚନ ପୂର୍ବରୁ ଚାଲିଛି ତରବରିଆ ରାସ୍ତା କାର୍ଯ୍ୟ

କୋରାପୁଟ,୧୬ା୩(ଅମିତାଭ ବେହେରା): ନିର୍ବାଚନ ପୂର୍ବରୁ କୋରାପୁଟ ରାସ୍ତା ଓ ଗୃହ ବିଭାଜନ ତରଫରୁ କୋରାପୁଟ ସହରରେ ଚାଲିଛି ତରବରିଆ ରାସ୍ତା କାର୍ଯ୍ୟ। ନେତା ଓ ଠିକାଦାରଙ୍କ ପକେଟ ଗରମ ପାଇଁ ଏଭଳି ତରବରିଆ ଭାବେ ରାସ୍ତା କାର୍ଯ୍ୟ ଚାଲୁଥିବା ନେଇ...

ଖେଳିବାକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଭଉଣୀ, ଆଜି ପୋଖରୀରୁ ମିଳିଲା ମୃତଦେହ

କଳିଙ୍ଗନଗର,୧୬ା୩(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦୀ ଫାଣ୍ଡି ଅନ୍ତର୍ଗତ ଯଖପୁରା ପଞ୍ଚାୟତର ବାଳୁଙ୍ଗାବନ୍ଦୀ ଗ୍ରାମ ନିକଟରେ ଥିବା ଏକ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ଘଟଣା ଅନୁଯାୟୀ, ଏହି ଗ୍ରାମ ନିକଟରେ ଏକ ଫାର୍ମ ହାଉସରେ ମୟୂରଭଞ୍ଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri