ଆମ ଜିଲା ଖବର

ନିର୍ବାଚନ ତାରିଖ ଘୋଷଣା ପରେ ହଟିଲା ହୋର୍ଡିଂ

ଦାରିଙ୍ଗବାଡ଼ି,୧୬ା୩(ଅରୁଣ ସାହୁ): ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହେବା ପରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦଳୀୟ କର୍ମୀମାନେ ନିଜ ଦଳର ହୋର୍ଡିଂଗୁଡିକୁ ହଟାଇ ଦେଇଛନ୍ତି। ତେବେ ଏହା ଉକ୍ତ ବ୍ଲକ ଅଞ୍ଚଳର ସମସ୍ତ...

ବିଧବା ଭତ୍ତା ପାଇବାରୁ ବଞ୍ଚିତ ଜାହାଜ

କେନ୍ଦୁଝର,୧୬ା୩: କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟ କରି ଆସୁଛନ୍ତି। କିନ୍ତୁ ବହୁ କ୍ଷେତ୍ରରେ ଗରିବ ହିତାଧିକାରୀ ଯିଏ ଯୋଜନା ପାଇବାକୁ ହକଦାର ସେ ଯୋଜନାରୁ ବଞ୍ଚିତ ଅଛନ୍ତି।...

ସାଇବର ଠକେଇର ଶିକାର ହେଲେ ନିଅନ୍ତୁ ଏମିତି ସାହାଯ୍ୟ

ଛତ୍ରପୁର,୧୬ା୩(ଦିଲ୍ଲୀପ ସାମଲ): ଲୋକଙ୍କ ସେବା ଯୋଗାଇବା ପାଇଁ ଗଞ୍ଜାମ ପୋଲିସ ଜିଲା ବେଶ୍‌ ସଜାଗ ହୋଇ ରହିଛି। ଦିନକୁ ଦିନ ଲୋକେ ସାଇବର ଠକେଇର ଶିକାର ହେଉଥିବାରୁ ଏହାର ପ୍ରତିକାର ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ହେଲ୍ପଲାଇନ...

ମାଓବାଦୀ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣର ସାମଗ୍ରୀ ଜବତ

ଭବାନୀପାଟଣା,୧୬ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସର ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି ପୋଲିସ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ...

ହାର୍ଡଓ୍ବୟାର ଦୋକାନରେ ଜିଏସ୍‌ଟି ଚଢ଼ାଉ

ରାୟଗଡ଼ା,୧୬ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନ୍ୟୁ କଲୋନୀସ୍ଥିତ ଫେୟାର ଡିଲ୍‌ କର୍ପୋରେଶନ ଦୋକାନରେ ଶନିବାର ଜିଏସ୍‌ଟି ଚଢ଼ାଉ ହୋଇଛି। ରାୟଗଡ଼ାସ୍ଥିତ ଜିଏସ୍‌ଟି ଏନଫୋର୍ସମେଣ୍ଟ ଡେପୁଟି କମିଶନର ତୋଫାନ ବେମାଲଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଟିକସ ଫାଙ୍କିବା ଅଭିଯୋଗରେ...

ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ

ନୟାଗଡ଼,୧୬ା୩(ଲୋକନାଥ ମିଶ୍ର): ବୋର୍‌ଓ୍ବେଲ୍‌ ଖୋଳିବା ପାଇଁ ୯ ହଜାର ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରାଯାଇ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୈତାଇ ଓ ଠିକାଦାର ଶ୍ରୀକାନ୍ତ ପତିଙ୍କୁ ଗିରଫ...

ଚା’ ଖଟିରେ ମେଣ୍ଟ ଚର୍ଚ୍ଚା: ଦୋଛକିରେ ନେତା କର୍ମୀ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ସାଧାରଣ ନିର୍ବାଚନକୁ ନେଇ ଗାଁଠୁ ସହର ସବୁଠି ଚର୍ଚ୍ଚା। ଏହା ଭିତରେ ନିର୍ବାଚନ ତାରିଖ ଘେଷଣା ହେବାକୁ  ଯାଉଥିବା ବେଳେ ସବୁଠି ସେହି ଗୋଟିଏ ଚର୍ଚ୍ଚା ମେଣ୍ଟ ହେବ ନା ନାହିଁ l ବର୍ତ୍ତମାନ ଗଞ୍ଜାମ  ସହରର...

କାଳ ବୈଶାଖୀରେ ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଛିଣ୍ଡିଲା ତାର

ଭଦ୍ରକ,୧୬।୩(ସନାତନ ରାଉତ): କାଳ ବୈଶାଖୀ ତାଣ୍ଡବରେ ଭଦ୍ରକ ଜିଲା ବନ୍ତ ବ୍ଲକ ସରମରା ଗ୍ରାମରେ କ୍ଷୟକ୍ଷତି ଘଟିଛି। ଶୁକ୍ରବାର ରାତିରେ ହଠାତ୍‌ ବର୍ଷା ହେବା ସହ ଜୋରରେ ପବନ ବହିଥିଲା। ଫଳରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ତାର ଛିଣ୍ଡି...

ସବ୍‌ ଡିଭିଜନ ଦାବିରେ ୨୪ ଘଣ୍ଟିଆ ଜି.ଉଦୟଗିରି ବନ୍ଦ

ଜି.ଉଦୟଗିରି ୧୬।୩(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ପୁରୁଣା ତାଲୁକା ଯଥା ଜି ଉଦୟଗିରି ଏନ୍‌ଏସି, ଜି.ଉଦୟଗିରି, ରାଇକିଆ, ଟିକାବାଲି ଓ ଚକାପାଦ ବ୍ଲକକୁ ନେଇ ଜି ଉଦୟଗିରି ରାଜସ୍ବ ସବ୍‌ ଡିଭିଜନ ଘୋଷଣା ଦାବି କରି କ୍ରିୟା ଅନୁଷ୍ଠାନ କମିଟି ପକ୍ଷରୁ...

ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତିଙ୍କ ପ୍ରେସ୍‌ମିଟ୍‌ : ରେଜଲ୍ଟ ପ୍ରକାଶର ୭ ଦିନ ଭିତରେ….

କଟକ,୧୬ା୩ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏକ ଯୁଗୋପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶର ୭ ଦିନ ମଧ୍ୟରେ ପରୀକ୍ଷାର୍ଥୀମାନଙ୍କୁ ଅରିଜିନାଲ ସାର୍ଟିଫିକେଟ ଅନ୍‌ଲାଇନ୍‌...

ଏନ୍‌ଏସି ମାନ୍ୟତା ଦାବିରେ ତିହିଡି ବନ୍ଦ

ତିହିଡି,୧୬।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡିକୁ ଏନ୍‌ଏସି ମାନ୍ୟତା ମିଳି ପାରିନାହିଁ। ଏହାର ପ୍ରତିବାଦରେ ଶନିବାର ତିହିଡି ବନ୍ଦ ପାଳନ କରାଯାଇଛି। ତିହିଡି ବ୍ଲକ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ଟାଠାରୁ ଦୋକାନ, ବଜାର ବନ୍ଦ କରାଯାଇଥିବା ବେଳେ...

ଖଟିରେ ମେଣ୍ଟ ଚର୍ଚ୍ଚା

ରାଉରକେଲା,୧୫।୩ (ସଙ୍ଗୀତା ଜେନା): ବିଜେଡି ଓ ଭାଜପା ମେଣ୍ଟ ହେବା ନେଇ ଅନିଶ୍ଚିତତା ଲାଗିରହିଛି। ଏହା ହେଲେ ସୁନ୍ଦରଗଡ଼ ଜିଲାର ରାଉରକେଲା ଓ ରଘୁନାଥପାଲି ବିଧାନସଭା ଆସନ କେଉଁ ଦଳ ହାତକୁ ଯିବ, ଇସ୍ପାତ ସହରର ଛକ ଓ ଖଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri