ଆମ ଜିଲା ଖବର

ଜଳବାୟୁ ପରିବର୍ତ୍ତନ କଫି ଅମଳରେ ବାଧକ

କୋରାପୁଟ,୧୫ା୩(ଅମିତାଭ ବେହେରା): ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଯୋଗୁ ପାଣିପାଗ ଓ ଋତୁଚକ୍ରରେ ସନ୍ତୁଳନ ନଷ୍ଟହେବାରେ ଲାଗିଛି। ଏହାର ଫଳ ସ୍ବରୂପ ଅସ୍ବାଭାବିକ ବର୍ଷା, ଖରା, ଶୀତ ଆଦି ଅନୁଭୂତ ହେଉଛି। ତେବେ ଏହି ଜଳବାୟୁ ପରିବର୍ତ୍ତନ କଫିଚାଷ ଉପରେ ମଧ୍ୟ...

ଜଳକଷ୍ଟ ଭୋଗୁଛନ୍ତି ବନ୍ଧାମାମୁଡ଼ି ଗ୍ରାମବାସୀ

ବାଲିମେଳା,୧୫ା୩(ଶିବଦତ୍ତ ସାହୁ): ଆରମ୍ଭ ହେଲାଣି ଗ୍ରୀଷ୍ମଋତୁ । ମାଲକାନଗିରି ଜିଲାର ବିଭିନ୍ନ ବ୍ଲକରେ ଜଳ ସଙ୍କଟ ଦେଖାଦେଇଛି। ମୁଖ୍ୟତଃ ପାନୀୟଜଳ ଭଳି ସର୍ବନିମ୍ନ ମୌଳିକ ସୁବିଧା ଗ୍ରାମବାସୀଙ୍କ ପାଇଁ ଏକ ପ୍ରକାର ସ୍ବପ୍ନ ହୋଇଛି। ଏଭଳି ଦେଖିବାକୁ ମିଳିଛି କୋରୁକୋଣ୍ଡା...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଚିତ୍ରଶିଳ୍ପୀ କ୍ରୀତିକ୍ରିଷ୍ଣା

ଧାମନଗର,୧୫ା୩ (ସନ୍ତୋଷ କୁମାର ମହାପାତ୍ର):ପିଲାଟି ବେଳୁ ଚିତ୍ରକଳା ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ଥିଲା। ଧୀରେ ଧୀରେ ଏଥିପ୍ରତି ଆଗ୍ରହ ବଢ଼ିବା ସହ ଜୀବନ୍ତ ଚିତ୍ର ଆଙ୍କି ପ୍ରଶଂସା ସାଉଣ୍ଟିଥିଲେ। ଆଉ ଏହି ପ୍ରତିଭା ତାଙ୍କୁ ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର...

ବଢୁଛି କିଡ୍‌ନୀ ରୋଗୀଙ୍କ ସଂଖ୍ୟା

ରାଉରକେଲା,୧୫।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେକ ବର୍ଷ ୯ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ରୋଗର ଶିକାର ହେଉଥିବା ଜଣାପଡିଛି। ସେହିପରି ସମୁଦାୟ କିଡ୍‌ନୀ ରୋଗୀଙ୍କ ମଧ୍ୟରୁ ପ୍ରତିବର୍ଷ ୫ପ୍ରତିଶତ ରୋଗୀଙ୍କ...

୫ ଟଙ୍କାରେ ବୋତଲ ପାଣି, ବିଶୁଦ୍ଧତାକୁ ନେଇ ପ୍ରଶ୍ନବାଚୀ

ବ୍ରହ୍ମପୁର,୧୫ା୩ (ସ୍ମୃତିରଞ୍ଜନ ମହାଲିକ): ମାର୍ଚ୍ଚ ଆରମ୍ଭରୁ ତାତି ବଢ଼ିଲାଣି। ମଧ୍ୟାହ୍ନ ବେଳକୁ ଅସମ୍ଭାଳ ଖରା। ଖରାରେ ଶୋଷ ମେଣ୍ଟାଇବାକୁ ଲୋକେ ବିଭିନ୍ନ ମୃଦ୍ୟୁ ପାନୀୟ ଉପରେ ନିର୍ଭର କରୁଛନ୍ତି। ଭଲ କମ୍ପାନୀର ପାଣି ବୋତଲ ଅଧିକ ଦରରେ ବିକ୍ରି ହେଉଥିବା...

୪୦ ଲକ୍ଷ ଟଙ୍କା ପାଣିରେ ପଡ଼ିଲା

ନୟାଗଡ଼,୧୫ା୩(ଲୋକନାଥ ମିଶ୍ର): ଚାଷୀ ଓ ଚାଷ ପାଇଁ ଉଠାଜସେଚନ ବିଭାଗର କୁମ୍ଭୀର କାନ୍ଦଣା ଓ ଠିକାଦାର ପ୍ରତି ପଦାରେ ପଡିଛି। ୪୦ ଲକ୍ଷ ବ୍ୟୟରେ ଭୂତଳ ପାଇପ ଜଳ ଯୋଗାଣ ବ୍ୟବସ୍ଥାରେ ନୟାଗଡ଼ ବ୍ଲକ କ୍ରୀଦାଶପୁର ପଞ୍ଚାୟତର କ୍ରୀଦାଶପୁର ଡାହୁକା...

କାର୍ଯ୍ୟର ୧୦ଦିନ ପରେ ରାସ୍ତାରୁ ଉଠିଲା ପିଚୁ

ବେଗୁନିଆ,୧୫।୩(ହର ପ୍ରସନ୍ନ ପଣ୍ଡା): ପଥଚାରୀଙ୍କ ସୁରକ୍ଷିତ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ ବହୁ ଯୋଜନାରେ ରାସ୍ତା ମରାମତି ଓ ନୂତନ ନିର୍ମାଣ କାର୍ଯ୍ୟ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଅନେକ ରାସ୍ତାର ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର ହେଉଥିବା ପରିଲକ୍ଷିତ...

ବିଜେପୁର ଆସନ ଉପରେ ସଭିଙ୍କ ଆଖି

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ନିର୍ବାଚନମଣ୍ଡଳୀ କୁହାଯାଉଥିବା ବରଗଡ଼ ଜିଲା ବିଜେପୁର ଆସନ ପ୍ରତି ଏବେ ସଭିଙ୍କ ଆଖି ରହିଛି। ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ଏହି ଆସନ ହାତେଇବାକୁ ପ୍ରୟାସ ଜାରି ରଖିଛନ୍ତି। ଅନ୍ୟପଟେ ଭାଜପା-ବିଜେଡି...

କାହା ପାଖକୁ ଯିବ ରାଜନଗର ବିଧାନସଭା ଆସନ

ପଟ୍ଟାମୁଣ୍ଡାଇ,୧୫ା୩ (କଳ୍ପତରୁ ନାୟକ): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କିଛି ମାସ ହେବ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋର୍‌ଦାର ଚଳାଇ ଆସୁଥିଲେ। ମାତ୍ର କିଛିଦିନ ହେବ...

ଲୁଣାନଦୀ ଉପରେ ସେତୁ: ବ୍ଲକକୁ ୪୦ କିମି ଦୂରତା କମିବ

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିଲା, ତେରଗାଁ ସଂଲଗ୍ନ ଲୁଣାନଦୀ ଉପରେ ଏକ ସେତୁ ନିର୍ମାଣ ହେଲେ ମହାକାଳପଡ଼ା ମୁଖ୍ୟାଳୟକୁ ୪୦ କିମି ଦୂରତା କମିବ। ସାଧାରଣ ଲୋକ ବ୍ଲକକୁ ଆସିବାକୁ ହେଲେ...

ଖଣି, ସହରାଞ୍ଚଳରେ ସର୍ବାଧିକ ଡ୍ରପ୍‌ ଆଉଟ

ଯାଜପୁର,୧୫ା୩(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାର ଖଣି ଓ ଗ୍ରାମାଞ୍ଚଳରେ ବିଫଳ ହୋଇଛି। ଖଣି ସମ୍ପଦରେ ଭରପୂର ଜିଲାର ସୁକିନ୍ଦା ଅଞ୍ଚଳରେ ୧୬୩୧ ଓ ବ୍ୟାସନଗର ପୌରପରିଷଦ ତଥା କୋରେଇ ବ୍ଲକ ଅଞ୍ଚଳରେ ୨୨୫୮ ଛାତ୍ରୀଛାତ୍ର...

ବ୍ରାହ୍ମଣୀ ଆଁରେ ଜୁଣଗଡି, ପଞ୍ଚୁପଲ୍ଲୀ

ରାଜନଗର, ୧୫ା୩(ଭାସ୍କର ରାଉତରାୟ): ବ୍ରାହ୍ମଣୀ ନଦୀ ଏବେ କୂଳ ଖାଇବାରେ ଲାଗିଛି। ରାଜନଗର ବ୍ଲକର ଜୁଣଗଡି ଓ ପଞ୍ଚୁପଲ୍ଲୀ ନିକଟରେ ୫ ବର୍ଷ ଧରି ପାଟ୍ଟଶାଳା ନଦୀ ପଠା ଖାଇ ରାଜନଗର-ତାଳଚୁଆ ମୁଖ୍ୟ ରାସ୍ତାକୁ ଗିଳିବା ଆରମ୍ଭ କରିଥିଲା। ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri