ଆମ ଜିଲା ଖବର

ଯିଏ ହସାଉଥିଲା ସିଏ କନ୍ଦାଇଦେଲା

ଭଦ୍ରକ,୧୨।୩: କାରର ପଛରେ ଲେଖାଅଛି ‘ଟିକେ ହସି ଦିଅ’। ଯାହାଙ୍କର ଏହା ଉପରେ ନଜର ପଡ଼ିଥିବ ସେ ଏହାକୁ ଦେଖି ନିଶ୍ଚୟ ଟିକେ ହସିଥିବେ। ଏହା ଅନେକଙ୍କୁ ହସିବାର ଖୋରାକ ଯୋଗାଇଥିବ। ହେଲେ ଏହି କାର ଗୋଟିଏ ପରିବାରକୁ କନ୍ଦାଇ...

ଏମ୍‌ପି ଟିକେଟକୁ ନେଇ ଅନ୍ତର୍ଦ୍ୱନ୍ଦ୍ୱରେ ଭାଜପା:ଏଥର ବସନ୍ତ ନା ବିକଳ୍ପ

ଭବାନୀପାଟଣା,୧୨ା୩(ଉତ୍ତମ କୁମାର ଦାଶ):ବିଜେଡିି-ଭାଜପା ମେଣ୍ଟ ହେବାକୁ ନେଇ ସମଗ୍ର ରାଜ୍ୟରେ ହଟଚମଟ ଦେଖାଦେଇଛି। ଏପରିସ୍ଥଳେ କଳାହାଣ୍ଡି ଜିଲା ଭାଜପାରେ ଦେଖାଦେଇଛି ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ। କଳାହାଣ୍ଡି ଲୋକ ସଭା ଆସନକୁ ନେଇ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।...

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା: ଓସେପାର ମେରିଟ୍‌ ଲିଷ୍ଟ ହାଇକୋର୍ଟରେ ଖାରଜ

କଟକ,୧୨।୩(କାର୍ତ୍ତିକ ସାହୁ): କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଓସେପାର ମେରିଟ୍‌ ଲିଷ୍ଟ ମଙ୍ଗଳବାର ହାଇକୋର୍ଟରେ ଖାରଜ ହୋଇଯାଇଛି। ଏହାସହ ଜିଲାଓ୍ବାରୀ ମେରିଟ୍‌ ଲିଷ୍ଟ ମଧ୍ୟ ଖାରଜ କରିଦେଇଛନ୍ତି କୋର୍ଟ। ନିଯୁକ୍ତି ନିୟମାବଳୀ ଅନୁଯାୟୀ ସାନି ମେରିଟ୍‌ ଲିଷ୍ଟ ପ୍ରକାଶ...

ସିଟ୍‌ ବିଜେଡି ହାତରେ ପଡ଼ୁ

ଭଦ୍ରକ, ୧୨।୩ (ରବିନାରାୟଣ ଖିଲାର):ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଦ୍ୱନ୍ଦ୍ୱରେ। କେତେକେ ମେଣ୍ଟ ଚାହୁଁ ଥିବାବେଳେ ଅଧିକାଂଶ ସପକ୍ଷରେ ନାହାନ୍ତି। ଏଭଳିସ୍ଥଳେ ଭଦ୍ରକ ବିଜେଡି ଲୋକ ସଭା ଆସନକୁ ଅକ୍ତିଆର କରିବା ପାଇଁ ରାଜ୍ୟ ମୁଖିଆଙ୍କୁ ଅବଗତ କରାଇଛନ୍ତି। ଜିଲାର ୫...

‘ଚାକିରି ଦିଅ, ନ ହେଲେ ରାସ୍ତା ବନ୍ଦ’

ବାରିପଦା,୧୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ଓ ଭୂମିହୀନଙ୍କୁ ଜମିପଟ୍ଟା ଯୋଗାଇ ଦେବା ଦାବିରେ ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଅଧୀନ ଶଙ୍ଖାଭଙ୍ଗା ପଞ୍ଚାୟତର ଶତାଧିକ ଜନସାଧାରଣ ସୋମବାର...

କାର୍ଡ ବାଣ୍ଟିଲେ ବିଧାୟକ

ବାସୁଦେବପୁର,୧୨ା୩(ନାରାୟଣ ପ୍ରସାଦ ବାରିକ୍‌):ବାସୁଦେବପୁର ନୀଳମଣି ଟାଉନହଲ୍‌ରେ ବ୍ଲକ ପ୍ରଶାସନ ପକ୍ଷରୁ ବିଏସ୍‌କଓ୍ବୋଇ ନବୀନ କାର୍ଡ ବଣ୍ଟନ ଉତ୍ସବ ସୋମବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଯୋଗଦେଇ ୨୦ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରିଥିଲେ।...

‘କ୍ୟାନ୍‌ସରକୁ ପ୍ରତିହତ କରିବ ଏଚ୍‌ପିଭି ଟିକା’

କଟକ,୧୨ା୩(ଶିଳ୍ପା ପ୍ରିୟଦର୍ଶିନୀ):କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନ(ଏଏଚ୍‌ପିଜିଆଇସି)ର ସ୍ତ୍ରୀ କର୍କଟ ରୋଗ ବିଭାଗ ଏବଂ ଏବିସି ଫାଉଣ୍ଡେଶନର ମିଳିତ ସହଯୋଗରେ ଚତୁର୍ଦ୍ଦଶ ବିଶ୍ୱ କର୍କଟ ସର୍ଭିକ୍ସ ନିରାକରଣ ଦିବସ ଏଏଚ୍‌ପିଜିଆଇସିରେ ସୋମବାର ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରଥମ...

ମେଣ୍ଟକୁ ନେଇ ଆଶା ଆଶଙ୍କାରେ ପ୍ରାର୍ଥୀ

ଯାଜପୁର,୧୨ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟରେ କ୍ଷମତାସୀନ ବିଜେଡି ଓ କେନ୍ଦ୍ର ନେତୃତ୍ୱାଧୀନ ଭାଜପା ଏଥର ବୁଝାମଣା ଭିତ୍ତିରେ ନିର୍ବାଚନ ଲଢିବାକୁ ଯାଉଛନ୍ତି ବୋଲି ରାଜ୍ୟସାରା ହୁଲ୍‌ସ୍ଥୂଲ ପଡିଛି। ହେଲେ ଯାଜପୁର ଜିଲାରେ ନିର୍ବାଚନ ଲଢିବାକୁ ଆଶାୟୀ ପ୍ରାର୍ଥୀମାନେ ଆଶା ଆଶଙ୍କାରେ ଦିନ...

୬ କୋଟିର ବକ୍ସ କଲଭର୍ଟ କାମରେ ମନମାନି

ଜଗତ୍‌ସିଂହପୁର,୧୨ା୩(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ସହର ଏଲ୍‌ଆଇସି କାର୍ଯ୍ୟାଳୟଠାରୁ ବଡ଼ବଜାର ରଶ୍ମି ହଲ ଛକ ପର୍ଯ୍ୟନ୍ତ ଜଳସମ୍ପଦ ବିଭାଗ ୧୦ନଂ. ଡିଷ୍ଟ୍ରିବ୍ୟୁଟାରିରେ ୬ କୋଟି ୪୦ ଲକ୍ଷ ଟଙ୍କା ବ୍ୟୟ ବରାଦରେ ତୃତୀୟ ପର୍ଯ୍ୟାୟ ବକ୍ସ କଲଭର୍ଟ ନିର୍ମାଣ ଚାଲିଛି। ଏଥିରେ...

ଭାଜପା ଟିକେଟ ଆଶାରେ ୬

ବାସୁଦେବପୁର,୧୨।୩(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲାର ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାସୁଦେବପୁର ବ୍ଲକର ୩୬ ପଞ୍ଚାୟତ, ପୌରପାଳିକାର ୨୩ ୱାର୍ଡ ଓ ତିହିଡ଼ି ବ୍ଲକର ୯ ପଞ୍ଚାୟତକୁ ନେଇ ଗଠିତ। ୨୦୦୦ ମସିହାରୁ ଏହି ଆସନକୁ ବିଜୁ ଜନତା ଦଳ (ବିଜେଡି)...

କଂଗ୍ରେସରୁ ବାପ ନା ପୁଅ

ହାଟଡିହୀ,୧୨l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ଠାରୁ ବିଜୁ ଜନତା ଦଳ(ବିଜେଡି) ପ୍ରାର୍ଥୀ ବିଜୟୀ ହୋଇ ଆସିଛନ୍ତି। ୨୦୦୪ରେ କଂଗ୍ରେସର ଜୟଦେବ ଯେନା ବିଧାୟକ ହୋଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ୨୦୨୪ ନିର୍ବାଚନ...

ମାଟି ତଳୁ ମୃତଦେହ କାଢ଼ି ତଦନ୍ତ

ଝରିଗାଁ,୧୨।୩(କିଶୋର ଚନ୍ଦ୍ର ମଣ୍ଡଳ):୪ ଦିନ ତଳେ ଜଣେ ବୃଦ୍ଧା ନିଖୋଜ ହୋଇଯାଇଥିଲେ। ସେ ଗୁଣିଗାରେଡ଼ି କରୁଥିବା ନେଇ ଗାଁର କେତେଜଣ ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ବୋଲି ମୃତକଙ୍କ ଝିଅ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri