ଆମ ଜିଲା ଖବର

ବର୍ଷା ହେଲେ ସମବାୟ ସମିତି ଗୃହରୁ ପାଣି ଗଳୁଛି

ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍‌ ଋଣ, ରିହାତି ଦରରେ ବିହନ ଆଦି ଯୋଗାଇ ଦିଆଯିବା ସହ ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ, ମୁଗ...

ଧାନ ବିକ୍ରି ପାଇଁ ଜିଲାପାଳଙ୍କୁ ଭେଟିଲେ ଚାଷୀ: ଟାର୍ଗେଟ ଆସିଲେ ଧାନ ଉଠିବ

ନୂଆପଡା ଅଫିସ,୨୭ା୬: ଆଗାମୀ ୩୦ ତାରିଖରେ ନୂଆପଡ଼ା ଜିଲାରେ ଧାନ କିଣା ଶେଷ ହେବ ବୋଲି ଜିଲା ଯୋଗାଣ ବିଭାଗ କହୁଥିବା ବେଳେ ମିଲର୍ସ ହଜାର ହଜାର କୁଇଣ୍ଟାଲ ଛତଶଗଡରୁ ଧାନ ଆଣି ଫଲସ ଏଣ୍ଟ୍ରି ମାରୁଛନ୍ତି। ଏଣେ ଜିଲାର...

୨ ମାସ ହେବ ନୂତନ ଟ୍ରାନ୍ସଫର୍ମର ଲାଗୁନି: ପ୍ରତିବାଦରେ ବଇଣ୍ଡା ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୨୭।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ସେରେଣ୍ଡା ଓ କୋଡ଼ାସାହିରେ ଲାଗିଥିବା ୨ଟି ୧୦ କେଭି ଟ୍ରାନ୍ସଫର୍ମର ୨ ମାସ ହେବ ପୋଡ଼ିଯାଇଛି। ନୂତନ ଟ୍ରାନ୍ସଫର୍ମର ଲଗାଇବା ପାଇଁ ଗ୍ରାମବାସୀ ବହୁବାର ସେସୁ କାର୍ଯ୍ୟାଳୟଠାରେ ଅଭିଯୋଗ କଲେ ମଧ୍ୟ ଲଗାଯାଉ ନ...

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୩ ଗୁରୁତର

ବାଲେଶ୍ୱର ଅଫିସ, ୨୭।୬-ବାଲେଶ୍ୱର ସଦର ଥାନା ମୁଣ୍ଡାପାଳ ହାଟ ନିକଟରେ ବୁଧବାର ରାତି ପ୍ରାୟ ସାଢେ ୧୦ଟା ବେଳେ ପୂର୍ବ ଶତ୍ରୁତାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ୨ଜଣ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...

ଭଦ୍ରକ ହେବ ସ୍ମାର୍ଟସିଟି: ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୭।୬- ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ନବନିର୍ବାଚିତ ବିଧାୟକ ସଞ୍ଜୀବ ମଲ୍ଲିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସହର ସାରା ଅଧିକାଂଶ ରାସ୍ତାକଡ଼ ଜବରଦଖଲକାରୀଙ୍କ କବ୍‌ଜାରେ ରହିଥିବାରୁ ତାହା ସମସ୍ୟା ସୃଷ୍ଟି କରୁଥିଲା। ପ୍ରଥମ ପର୍ଯ୍ୟାୟରେ ଗୁରୁବାର...

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଜିଲା ପୋଲିସ ବିଭାଗରେ ଜଣେ ଦକ୍ଷ ଅଧିକାରୀ...

ଅମିତ ଧଳ ଗୁଳିକାଣ୍ଡର ପର୍ଦ୍ଦାଫାଶ : ୪ ଅଭିଯୁକ୍ତ କୋର୍ଟଚାଲାଣ

ଝାରସୁଗୁଡ଼ା ଅଫିସ/ଲଖନପୁର ୨୭ା୬(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଅମିତ ଧଳ ଗୁଳିକାଣ୍ଡର ୪ଦିନ ପରେ ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି । ଏହି ହତ୍ୟାକାଣ୍ଡରେ ସମ୍ପୁକ୍ତ ଥିବା ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ...

କାଟିଙ୍ଗିଆ ବିଦ୍ୟାଳୟ ଜମି ଜବରଦଖଲ ଘଟଣା : ପ୍ରଶାସନ ପକ୍ଷରୁ କରାଗଲା ଉଚ୍ଛେଦ

ଦାରିଙ୍ଗବାଡ଼ି, ୨୭ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମିରେ ଗୋଟିଏ ପରିବାର ଦୀର୍ଘବର୍ଷ ଧରି ଜବରଦଖଲରେ ଘର କରି ରହିଥିଲେ ା ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଜମି...

ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଖଲିକୋଟ, ୨୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ ପ୍ରତିହାରୀ ୩୦୨/୧୨୦ ବି ଦଫା ସହିତ ବିଭିନ୍ନ ଦଫାରେ ମୁଖ୍ୟ ଅଭିଯୁକ୍ତ ଶ୍ୟାମସୁନ୍ଦର...

କଇଠପଲ୍ଲୀ ଗାଁ ତୋଟାରୁ ମୂଲ୍ୟବାନ ଶାଳ ଗଣ୍ଡି, ପଟ୍ଟା ଜବତ

ଓଡଗାଁ, ୨୭।୬(ସ୍ବ.ପ୍ର.)- ୨୪ ଘଣ୍ଟା ନପୁରୁଣୁ ପୁଣି ଥରେ ଗୁରୁବାର ମଧ୍ୟାହ୍ନରେ ଓଡଗାଁ ବନାଞ୍ଚଳ ଓ ବାହାଡାଝୋଲା ସେକ୍ସନ ଅଞ୍ଚଳରୁ ୧୦ ମୂଲ୍ୟବାନ ଶାଳଗଣ୍ଡି ଓ ୬ ଖଣ୍ଡ ପଟ୍ଟା ବନବିଭାଗ ଜବତ କରାଯାଇଛି। ବାହାଡାଝୋଲା ନିକଟସ୍ଥ ଆମ୍ବପଡା କଇଠପଲ୍ଲୀ...

ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ପରଲୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଅନ୍ତ୍ୟେଷ୍ଟିକ୍ରିୟା

ନବରଙ୍ଗପୁର,୨୭ା୬(ବି.ପ୍ର.)- ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ୧୦୩ ବର୍ଷରେ ପରଲୋକ ଘଟିଛି। ନବରଙ୍ଗପୁର ସହରସ୍ଥିତ ସୁନାରୀ ସାହିରେ ଥିବା ତାଙ୍କ ନିଜ ବାସଭବନଠାରେ ପୂର୍ବାହ୍ନ ୧୦.୧୫ମିନିଟ୍‌ରେ ତାଙ୍କ ଦେହାନ୍ତ ହୋଇଛି। ତେବେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗାର୍ଡ ଅଫ୍‌ ଅନର୍‌...

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ ଗୁରୁବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଓକିଲମାନେ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଏକାଠି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri