ଆମ ଜିଲା ଖବର

୩ ମାସ ପରେ ଖୋଲିଲା ଝୋଟ କାରଖାନା

ରୂପ୍‌ସା, ୨୮।୬(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଜୟକିଶନ ଦାସମଲ ଝୋଟ କାରଖାନା ଗୁରୁବାରଠାରୁ ଚାଲୁ କରାଯାଇଛି। ଦୀର୍ଘ ୩ ମାସ ଧରି ଏହି କାରଖାନା ବନ୍ଦ ରହିଥିଲା। ଶ୍ରମିକଙ୍କ ମଜୁରି ମାସିକ ୧ହଜାର ଟଙ୍କା ବୃଦ୍ଧି...

ପୃଥ୍ବୀ-୨ର ବ୍ୟବହାରିକ ପରୀକ୍ଷା

ବାଲେଶ୍ୱର ଅଫିସ, ୨୮ା୬- ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଉତ୍‌କ୍ଷେପଣ କେନ୍ଦ୍ରରୁ ଗୁରୁବାର ରାତି ୮ଟା ୩୦ ମିନିଟ୍‌ରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷା କରାଯାଇଛି। ରାତ୍ରକାଳୀନ ଏହି ପରୀକ୍ଷା ସଫଳ ହୋଇଥିବା ବିଭଗୀୟ...

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି ଋଷିମାନେ ବିଶ୍ୱରେ ଚୈତନ୍ୟ ଭରି ଦେଇଛନ୍ତି। ତେଣୁ ସମସ୍ତ ଭାରତୀୟ ଗର୍ବ...

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ ଜଳବାୟୁକୁ ଦେଖି କିଭଳି ଚାଷ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ।...

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିଲା। ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ...

ଏସ୍‌ଏନ୍‌ସିୟୁରେ ନର୍ସଙ୍କ ଟିକ୍‌ଟକ ମାନିଆ: ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ମାଲକାନଗିରି, ୨୭।୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର ନବଜାତ ଶିଶୁ ଯତ୍ନ ୟୁନିଟ୍‌ରେ କାର୍ଯ୍ୟରତ ନର୍ସମାନେ ଟିକ୍‌ଟକ କରୁଥିବା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଭାଇରାଲ ଭିଡ଼ିଓରେ...

ବର୍ଷା ହେଲେ ସମବାୟ ସମିତି ଗୃହରୁ ପାଣି ଗଳୁଛି

ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍‌ ଋଣ, ରିହାତି ଦରରେ ବିହନ ଆଦି ଯୋଗାଇ ଦିଆଯିବା ସହ ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ, ମୁଗ...

ଧାନ ବିକ୍ରି ପାଇଁ ଜିଲାପାଳଙ୍କୁ ଭେଟିଲେ ଚାଷୀ: ଟାର୍ଗେଟ ଆସିଲେ ଧାନ ଉଠିବ

ନୂଆପଡା ଅଫିସ,୨୭ା୬: ଆଗାମୀ ୩୦ ତାରିଖରେ ନୂଆପଡ଼ା ଜିଲାରେ ଧାନ କିଣା ଶେଷ ହେବ ବୋଲି ଜିଲା ଯୋଗାଣ ବିଭାଗ କହୁଥିବା ବେଳେ ମିଲର୍ସ ହଜାର ହଜାର କୁଇଣ୍ଟାଲ ଛତଶଗଡରୁ ଧାନ ଆଣି ଫଲସ ଏଣ୍ଟ୍ରି ମାରୁଛନ୍ତି। ଏଣେ ଜିଲାର...

୨ ମାସ ହେବ ନୂତନ ଟ୍ରାନ୍ସଫର୍ମର ଲାଗୁନି: ପ୍ରତିବାଦରେ ବଇଣ୍ଡା ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୨୭।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ସେରେଣ୍ଡା ଓ କୋଡ଼ାସାହିରେ ଲାଗିଥିବା ୨ଟି ୧୦ କେଭି ଟ୍ରାନ୍ସଫର୍ମର ୨ ମାସ ହେବ ପୋଡ଼ିଯାଇଛି। ନୂତନ ଟ୍ରାନ୍ସଫର୍ମର ଲଗାଇବା ପାଇଁ ଗ୍ରାମବାସୀ ବହୁବାର ସେସୁ କାର୍ଯ୍ୟାଳୟଠାରେ ଅଭିଯୋଗ କଲେ ମଧ୍ୟ ଲଗାଯାଉ ନ...

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୩ ଗୁରୁତର

ବାଲେଶ୍ୱର ଅଫିସ, ୨୭।୬-ବାଲେଶ୍ୱର ସଦର ଥାନା ମୁଣ୍ଡାପାଳ ହାଟ ନିକଟରେ ବୁଧବାର ରାତି ପ୍ରାୟ ସାଢେ ୧୦ଟା ବେଳେ ପୂର୍ବ ଶତ୍ରୁତାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ୨ଜଣ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...

ଭଦ୍ରକ ହେବ ସ୍ମାର୍ଟସିଟି: ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୭।୬- ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ନବନିର୍ବାଚିତ ବିଧାୟକ ସଞ୍ଜୀବ ମଲ୍ଲିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସହର ସାରା ଅଧିକାଂଶ ରାସ୍ତାକଡ଼ ଜବରଦଖଲକାରୀଙ୍କ କବ୍‌ଜାରେ ରହିଥିବାରୁ ତାହା ସମସ୍ୟା ସୃଷ୍ଟି କରୁଥିଲା। ପ୍ରଥମ ପର୍ଯ୍ୟାୟରେ ଗୁରୁବାର...

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଜିଲା ପୋଲିସ ବିଭାଗରେ ଜଣେ ଦକ୍ଷ ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri