ଆମ ଜିଲା ଖବର

ବିଜେପୁର ଡାକ୍ତରଖାନରେ ଖାଲିପଡ଼ିଥିବା ପଦବୀପୂରଣ ଦାବି: ୧୯ରେ ଅନଶନ ଚେତାବନୀ

ବରଗଡ଼ ଅଫିସ,୪।୬: ବରଗଡ଼ ଜିଲା ବିଜେପୁର ଡାକ୍ତରଖାନାରେ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀଗୁଡ଼ିକ ଦୀର୍ଘଦିନ ହେଲା ଖାଲି ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଏହାକୁ ନେଇ ଅଞ୍ଚଳରେ...

ଶ୍ରମିକଙ୍କୁ ଶୋଷଣ ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ: ଦାବିପତ୍ର ପ୍ରଦାନ

କେନ୍ଦୁଝର,୪।୬( ସ୍ବ.ପ୍ର.):ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ଜଜାଙ୍ଗ ଖଣିରେ ଶ୍ରମିକଙ୍କୁ ଶୋଷଣ ପ୍ରତିବାଦରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗତ ୧ ଜାନୁୟାରୀ ୨୦୧୬ ମସିହାରୁ ଶ୍ରମିକଙ୍କୁ ବର୍ଦ୍ଧିତ ଦରମା ପ୍ରଦାନ,...

ଶାରୀରିକ ଅସୁସ୍ଥତା ସହି ନ ପାରି ବୃଦ୍ଧାଙ୍କ ଆତ୍ମହତ୍ୟା ଉଦ୍ୟମ

ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ହୁଲୁରସିଂହା ପୁରୁଣା ପୋଲ ଉପରୁ ଡେଇଁ ମଙ୍ଗଳବାର ଜଣେ ବୃଦ୍ଧା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ନୟନୀ ବେହେରା (୬୦)। ଗୁରୁତର ଅବସ୍ଥାରେ ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ...

ଜଙ୍ଗଲକୁ ଟୋଲ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ବୃଦ୍ଧା ମୃତ

କେନ୍ଦୁଝର,୪।୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଆକୁଳ ଅଞ୍ଚଳରେ ବଣୁଆ ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଦଳୀ ରଣାସିଙ୍ଗ(୬୦)। ଅନ୍ୟ ସାଥୀଙ୍କ ସହ କଦଳୀ ଟୋଲ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବା...

ଭଦ୍ରକ ଆର୍‌ଏମ୍‌ସି ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ: ଜଳିଗଲା ୩ ଗୋଦାମ

ଭଦ୍ରକ ଅଫିସ, ୪।୬: ଭଦ୍ରକ ଆର୍‌ଏମ୍‌ସି ମାର୍କେଟ କମ୍ପ୍ଲେକ୍ସରେ ମଙ୍ଗଳବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବଜାରର ୩ ଗୋଦାମ ଗୃହ ଜଳିଯାଇଛି। ଗୋଦାମ ଗୃହରେ ଲକ୍ଷାଧିକ ଟଙ୍କାର ବ୍ଲିଚିଂ ପାଉଡର ଥିବା ଜଣାପଡିଛି। ଏଯାବତ୍‌ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ...

ସରୁନି ଯୋଡ଼ା- ଜୁରୁଡ଼ି ରାସ୍ତା ନିର୍ମାଣ କାର୍ଯ୍ୟ

ଯୋଡ଼ା, ୪।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳର ରାଜ୍ୟ ରାଜପଥ ନଂ ୨ ର ଜୁରୁଡି-ବାମେବାରୀ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଦୈନିକ ଏହି ରାସ୍ତା ଦେଇ ବିଭିନ୍ନ ଖଣି କମ୍ପାନୀ ମାନଙ୍କର ଖଣିଜ ବୋଝେଇ ଶହ...

ବିପଦସଙ୍କୁଳ ଭାବେ ଚାଲିଛି ଶାଳଣିଆ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ହାଟଡିହୀ, ୪।୬(ଡି.ଏନ୍‌.ଏ.)- ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ ପ୍ରଦାନ ଠାରୁ ଆରମ୍ଭ କରି ପ୍ରାଥମିକ ଶିକ୍ଷା ପ୍ରଦାନ ପାଇଁ ସରକାରୀ ସ୍ତରରେ ବିଭିନ୍ନ ଅଞ୍ଚଳରେ ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନଓ୍ବାଡ଼ି କେନ୍ଦ୍ର ମାନ ଖୋଲିଛନ୍ତି। କେତେକ ସ୍ଥାନରେ ଏଥି ନିମନ୍ତେ...

ପ୍ରତିଶ୍ରୁତିରେ ଅଟକିଛି ଭିତ୍ତିଭୂମି ବିକାଶ

ଭଦ୍ରକ ଅଫିସ, ୪।୬ – ଭଦ୍ରକ ଜିଲାରେ ବେରୋଜଗାରି, କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଓ ପାନୀୟଜଳ ଅଭାବ ଭଳି ବିଭିନ୍ନ ସମସ୍ୟା ବସାବାନ୍ଧି ରହିଛି। ଜିଲାରେ ଭିତ୍ତିଭୂମି ବିକାଶ ଲାଗି ଆଖିଦୃଶିଆ ଯୋଜନା ହେଉନାହିଁ କି ବେକାର ଯୁବତୀ...

ଶାଳମଞ୍ଜିିର ଅଭାବୀ ବିକ୍ରି: ବେପାରୀ ମାଲାମାଲ

କପ୍ତିପଦା,୪ା୬(ଡି.ଏନ.ଏ)- ତ୍ରୁଟିପୂର୍ଣ୍ଣ ସରକାରୀ ନୀତି ଯୋଗୁ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶାଳମଞ୍ଜି, ମହୁଲ ଓ କେନ୍ଦୁପତ୍ର ଭଳି ବିଭିନ୍ନ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଆଗରୁ ଗରିବ ଆଦିବାସୀ ଜଙ୍ଗଲରୁ ବନଜାତ ଦ୍ରବ୍ୟ ସଂଗ୍ରହ...

ତ୍ରିରଙ୍ଗା ଯୁବକ ସଂଘ କାର୍ଯ୍ୟକର୍ତ୍ତା ମନୋନୀତ

ହିଞ୍ଜିଳିକାଟୁ,୪ା୬(ଡ଼ି.ଏନ୍‌.ଏ)-ହିଞ୍ଜିଳିକାଟୁ ଅଞ୍ଚଳର ସ୍ବେଚ୍ଛାସେବୀ ଅନୁଷ୍ଠାନ ତ୍ରିରଙ୍ଗା ଯୁବକ ସଂଘ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାର ସନ୍ଧ୍ୟାରେ ଚନ୍ଦ୍ର କଳ୍ପେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ରଞ୍ଜନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଭିନ୍ନ ଯୋଜନା ଉପରେ ଆଲୋଚନା...

ସହରରୁ ଅଳିଆ ସଫା କରା ନ ଯିବା ଘଟଣା : ଏନ୍‌ଏସି କର୍ମଚାରୀଙ୍କୁ ତାଗିଦ୍‌ କଲେ ଉପଜିଲାପାଳ

ଭଞ୍ଜନଗର,୪।୬(ଡି.ଏନ.ଏ)-କିଛିଦିନ ପୂର୍ବେ ସହରଗୁଡ଼ିକର ପରିମଳ ସେବାକୁ ସୁଧାରିବା ପାଇଁ ଜିଲାସ୍ତରୀୟ ଏକ ସମୀକ୍ଷା ହୋଇଥିଲା। ମାତ୍ର ଭଞ୍ଜନଗର ସହରରେ ୪ ମାସ ହେବ ପରିମଳ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଏହାକୁ ସୁଧାରିବା ପାଇଁ ଧ୍ୟାନ ଦିଆଯାଉନାହିଁ। ନିର୍ବାହୀ...

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଫୁଲବାଣୀ ଅଫିସ, ୪ା୬-କନ୍ଧମାଳ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମେ ଜିଲାର ନବ ନିର୍ବାଚିତ ୩ ବିଧାୟକଙ୍କୁ ସ୍ବାଗତ କରାଯାଇଥିଲା ା ଜିଲାପାଳ ଡ.ବୃନ୍ଦା ଡି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri