ଆମ ଜିଲା ଖବର

ଜିଲା ବାହାରକୁ ଆମ୍ବୁଲାନ୍ସ ଗଲେ ଜିଲାପାଳଙ୍କ ଅନୁମତି ଉଚ୍ଛେଦ ଦାବି

ବ୍ରହ୍ମପୁର ଅଫିସ୍‌,୪ା୬-ସ୍ବାସ୍ଥ୍ୟ ସେବାରେ ସୁଧାର ପାଇଁ ମାନବ ଅଧିକାର ସୁରକ୍ଷା ମଞ୍ଚ ତରଫରୁ ଘଣ୍ଟଯାତ୍ରା ସୋମବାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଅନୁଷ୍ଠିତ ହୋଇଥିଲା। ମୃତଦେହ ବୋହିବା ପାଇଁ ରାଜ୍ୟ ସରକାର ମହାପ୍ରୟାଣ ଯୋଜନା କାର୍ଯ୍ୟକାରୀ...

ସରକାରୀ ସୁବିଧାରୁ ବଞ୍ଚତ୍ତ ଭିନ୍ନକ୍ଷମ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୬ମାନସିକ ବିକାରଗ୍ରସ୍ତ

ବାଲୁଗଁା,୪ା୬(ଡି.ଏନ.ଏ.): ପରିବାର କହିଲେ ୪ ଝିଅ, ଗୋଟିଏ ପୁଅ ଓ ମା’। ବାଲୁଗଁା ଜାଗୁଳାଇ ସାହିରେ ରୁହନ୍ତି ଏହି ପରିବାର। ତେବେ ଚାରି ଝିଅ ଓ ମା’ ରମା ମାନସିକ ବିକାରଗ୍ରସ୍ତ ଥିବାବେଳେ ପୁଅ କିଶୋର ଭଲ ଥିଲେ ।...

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ବାଲୁଗଁା,୪ା୬(ଡି.ଏନ.ଏ.): ହିନ୍ଦୁ ଧର୍ମରେ ସ୍ବାମୀର ଆରୋଗ୍ୟ କାମନା କରି ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରିବା ପରମ୍ପରା ରହିଛି । ତେବେ ବାଲୁଗାଁସ୍ଥିତ ତୃତୀୟ ଲିଙ୍ଗ ସାମାଜିକ ସଂଗଠନ ଚେତନା ପକ୍ଷରୁ ଏହି ବ୍ରତ ପାଳନ କରାଯିବା ଏଠାରେ ଚର୍ଚ୍ଚାର...

ପତିବ୍ରତା, ଭକ୍ତି ଓ ନିଷ୍ଠାର ପ୍ରତୀକ- ମହିଳା ପାଳନ କଲେ ସାବିତ୍ରୀ ବ୍ରତ

ଖଣ୍ଡପଡ଼ା,୪ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ଅମାବାସ୍ୟା ତିଥିରେ ସାବିତ୍ରୀ ବ୍ରତ ପାଳନ କରାଯାଏ । ପରମ ପତିବ୍ରତା, ସାଧ୍ୱୀ ସାବିତ୍ରୀ ତପସ୍ୟା ଓ ପତିଭକ୍ତି ଦ୍ୱାରା ମୃତ୍ୟୁଦେବ ଯମରାଜଙ୍କ କବଳରୁ ସ୍ବାମୀ ସତ୍ୟବାନଙ୍କ ଜୀବନ ରକ୍ଷା କରିବା ସହ ଅନେକ ବର ପ୍ରାପ୍ତ କରିଥିଲେ।...

ଅଧିକ ମୂଲ୍ୟରେ ମଦ ବିକ୍ରିକୁ ବିରୋଧ କର୍ମଚାରୀଙ୍କ ଗୁଳିମାଡ଼ରେ ଜଣେ ଗୁରୁତର

ଭାପୁର/ଖଣ୍ଡପଡ଼ା,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ନୟାଗଡ଼ ଜିଲା ଫତେଗଡ଼ ଥାନା ଭାପୁର ବଜାରସ୍ଥିତ ଏକ ମଦ ଦୋକାନରେ ଧାର୍ଯ୍ୟ ଦରଠାରୁ ଅଧିକ ମୂଲ୍ୟରେ ବିକ୍ରିକୁ ବିରୋଧ କରି ସୋମବାର ସନ୍ଧ୍ୟାରେ ଦୋକାନ କର୍ମଚାରୀ ଓ ଗ୍ରାହକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏ ସମୟରେ କର୍ମଚାରୀଙ୍କ କାଠ...

ରଣପୁର ରଥ ଯାତ୍ରା ପାଇଁ ପ୍ରସ୍ତୁତି: ରଣପୁର ଜଙ୍ଗଲରେ ମିଳୁନି ରଥ କାଠ

ରଣପୁର,୪ା୬(ସ୍ବ.ପ୍ର.)-ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଦେବୋତ୍ତର ବିଭାଗ ତରଫରୁ ସୋମବାର ରଣପୁର ବ୍ଲକ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରା ପାଇଁ ନିର୍ମାଣ ହେବାକୁ ଥିବା ୩...

ତହସିଲ ପକ୍ଷରୁ ଚଢାଉ: ୭ଟି ଗାଡ଼ି ଜବତ

ଧର୍ମଶାଳା,୪।୬(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲଦାର ଓ ଅତିରିକ୍ତ ତହସିଲଦାର ରବିବାର ଓ ସୋମବାର ରାସ୍ତାକାମ ପାଇଁ ବେଆଇନଭାବେ ମାଟି ଆଣୁଥିବା ୬ଟି ହାଇୱା, ଗୋଟିଏ ଟ୍ରାକ୍ଟର ଓ ଗୋଟିଏ ଡ୍ରିଲିଂ ମେଶିନ୍‌ ଜବତ କରିଛନ୍ତି। ୧୬ନଂ ଜାତୀୟ ରାଜପଥ ପ୍ରସସ୍ଥୀକରଣ ପାଇଁ...

ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌:ଘରେ ପଶୁଛି ନର୍ଦ୍ଦମା ପାଣି

ଭୁବନ, ୪।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିମଳ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଡ୍ରେନ୍‌ଗୁଡ଼ିକ ଆବର୍ଜନାରେ ଭର୍ତ୍ତି ହୋଇ ରହିଥିବାରୁ ନର୍ଦ୍ଦମା ପାଣି ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। କେତେକ ସ୍ଥାନରେ ବ୍ୟକ୍ତିଗତ ସ୍ବାର୍ଥସାଧନ ଲାଗି ନାଳ ପୋତି ଦିଆଯାଇଛି।...

ଗଁ। ମଝି ଦେଇ ଯୋରରେ ମିଶୁଛି ଶୌଚାଳୟ ପାଣି:ତାତିଲେ ଲୋକେ, ଘେରିଲେ ନର୍ସିଂହୋମ

ଅନୁଗୋଳ ଅଫିସ, ୪।୬ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ନିକଟ ଗଁା ମଝି ଦେଇ ଛଡ଼ାଯାଉଥିବା ବେଳେ ତାହା ଲିଙ୍ଗରାଯୋଡ଼ି ଯୋରକୁ ପ୍ରବେଶ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ଯୋରର ପାଣିକୁ ଲୋକମାନେ ପାନୀୟ...

ଜୀବନ୍ତ ହେବ ଆଦିବାସୀ ସଂସ୍କୃତି

(ଉପେନ୍ଦ୍ର ରାଉତ) ବଅଁରପାଳ,୪।୬ ନାଲ୍‌କୋ କଲୋନୀର ପରିବେଶ ହେବ ଆହୁରି ଶାନ୍ତ, ଆହୁରି ସୁନ୍ଦର। ସେଥିପାଇଁ ଏକାଧିକ ପାର୍କ ଥିଲେ ବି କର୍ତ୍ତୃପକ୍ଷ କଲୋନୀ ମଧ୍ୟରେ ଆଉ ଏକ ଇକୋ ପାର୍କ ନିର୍ମାଣ କରୁଛନ୍ତି। ୧୦ ଲକ୍ଷ ଟଙ୍କା ବ୍ୟୟରେ...

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ:ଜୁନିୟର କଲେଜରେ ୯୦.୨୩%

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍‌.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍‌ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୩୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ତନ୍ମଧ୍ୟରେ ୧୩୧ ପ୍ରଥମ, ୮୩ ଦ୍ୱିତୀୟ ଏବଂ...

ସ୍କାଏଲାଇଟ୍‌ ଭାଙ୍ଗି ଡ୍ରେସ୍‌ ଦୋକାନରୁ ଲୁଟ୍‌ ଅଭିଯୋଗ

ବିଞ୍ଝାରପୁର ,୩ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ମଇଁନ୍ଦା ଛକରେ ଥିବା ଏକ ଡ୍ରେସ୍‌ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୋକାନର ପଛପଟେଥିବା ସ୍କାଏଲାଇଟ୍‌ ଭାଙ୍ଗି ଲୁଟେରାମାନେ ଲକ୍ଷାଧିକ ଟଙ୍କାର ଡ୍ରେସ୍‌ ଚୋରିକରି ନେଇଥିବା ସୋମବାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri