ଆମ ଜିଲା ଖବର

ଜିଲା ଚିକିତ୍ସାଳୟ ଦୁର୍ନୀତି ମାମଲା:ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ କର୍ମଚାରୀ

ଢେଙ୍କାନାଳ ଅଫିସ, ୪।୬ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଡାକ୍ତର ଏବଂ କର୍ମଚାରୀ। ଏ ନେଇ ସେମାନେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।...

ଏନ୍‌ଟିପିସିର ୩୦ ତମ ପ୍ରତିଷ୍ଠା ଦିବସ:ସଫଳତା ବଜାୟ ରଖିବାକୁ ଆହ୍ବାନ

ତାଳଚେର,୪ା୬(ନି.ପ୍ର.)କଣିହଁ। ସ୍ଥିତ ଏନ୍‌ଟିପିସି ପ୍ରକଳ୍ପ ପକ୍ଷରୁ ୩୦ ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଚିଫ୍‌ ଜେନେରାଲ ମ୍ୟାନେଜର ରମେଶ ବାବୁ ଏନ୍‌ଟିପିସି ପତାକା ଉତ୍ତୋଳନ କରିବା ସହ ଉଦ୍‌ବୋଧନ ଦେଇଥିଲେ। ସେ କହିଥିଲେ ଯେ,...

ଢେଙ୍କାନାଳ ଡାକପାଳଙ୍କୁ ଦାବିପତ୍ର

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଅଧୀନରେ ଥିବା କିଶୋରଗଞ୍ଜ ଉପ ଡାକଘର ବର୍ତ୍ତମାନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଫଳରେ ଲୋକେ ଠିକ୍‌ ଭାବେ ସେବା ପାଇ ପାରୁ ନାହାନ୍ତି। ସେହିପରି ବିଭାଗ ପକ୍ଷରୁ ଏହାର ସମାଧାନ...

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରୋଗୀ ତଥା ବାଟୋଇଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରିଛନ୍ତି। ତେବେ ଉକ୍ତ ପ୍ରକଳ୍ପର ରକ୍ଷଣାବେକ୍ଷଣ ଅଭାବରୁ...

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ଭେଟିଲେ ବିଧାୟକ

ପବିତ୍ରନଗର/କଣିହାଁ, ୪ା୬(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକରେ ଗତ ଗୁରୁବାର ଓ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର ପାଲଲହଡ଼ା ବିଧାୟକ ମୁକେଶ ପାଲ ବିଭିନ୍ନ ଗ୍ରାମକୁ ଯାଇ କ୍ଷତିଗ୍ରସ୍ତଙ୍କୁ ଭେଟିଛନ୍ତି। ବିଧାୟକ ପ୍ରଥମେ ବୁରୁକୁନା ପଞ୍ଚାୟତର...

ଏ-୧ ଗ୍ରେଡ୍‌ଧାରୀଙ୍କୁ ସମ୍ବର୍ଦ୍ଧନା:‘ବୌଦ୍ଧିକ ଜ୍ଞାନ ବିକଶିତ କର’

ଢେଙ୍କାନାଳ ଅଫିସ, ୪।୬ କଠିନ ପରିଶ୍ରମ, ନିଷ୍ଠା, ଅଧ୍ୟାବସାୟ ବିଦ୍ୟାର୍ଥୀ ଜୀବନର ମୂଳ ପୁଞ୍ଜି। ଦକ୍ଷତା ଏବଂ ବୌଦ୍ଧିକ ଜ୍ଞାନ ବିକଶିତ ହେଲେ ଛାତ୍ରୀଛାତ୍ରମାନେ ସଫଳ ମଣିଷ ହୋଇପାରିବେ। ଢେଙ୍କାନାଳ ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଶ୍ରେଷ୍ଠସ୍ଥାନ ହାସଲ କରିପାରିବ ବୋଲି...

ଇସ୍ରୋ ଗଲେ ନବରଙ୍ଗପୁରର ୨ ଛାତ୍ରୀ

ନବରଙ୍ଗପୁର,୪ା୬(ବି.ପ୍ର.)- ନବରଙ୍ଗପୁର ଜିଲାର ୨ ଜଣ ୧୦ମ ଶ୍ରେଣୀ ଛାତ୍ରୀ ଇସ୍ରୋ ଯିବା ପାଇଁ ମନୋନୀତ ହୋଇ ସୋମବାର ଅହମ୍ମଦାବାଦ ଗସ୍ତ କରିଛନ୍ତି। ଛାତ୍ରୀ ୨ ଜଣ ହେଲେ ଇପସିତା ଦାଶ ଓ ମିତା ହରିଜନ। ଟାଟାଷ୍ଟିଲ ପକ୍ଷରୁ ହୋଇଥିବା...

କାରରୁ ଓହ୍ଲାଇ କୋଷ୍ଠରୋଗୀଙ୍କୁ ରାସ୍ତା ପାର କରାଇଲେ ଡାକ୍ତର: ଛୁଇଁଲେ କୁଷ୍ଠରୋଗ ବ୍ୟାପେ ନାହିଁ

ଚିପିଲିମା, ୪।୬ (ସ୍ବ.ପ୍ର.)କୁଷ୍ଠରୋଗୀମାନଙ୍କ ପ୍ରତି ଆମମାନଙ୍କ ଭିତରେ ଏବେ ବି ଘୃଣାଭାବ ରହିଛି। ସେମାନଙ୍କୁ ଛୁଇଁଲେ କୁଷ୍ଠରୋଗ ବ୍ୟାପେ ବୋଲି ଆମମାନଙ୍କ ଭୁଲ୍‌ ଧାରଣା ମଧ୍ୟ ରହିଛି। କୌଣସି ବ୍ୟକ୍ତି କୁଷ୍ଠ ରୋଗରେ ଆକ୍ରାନ୍ତ ହେଲେ ପ୍ରଥମେ ନିଜ ପରିବାର...

ମାସେ ହେଲା ୮ ନଳକୂଅ ଅଚଳ

ବାମରା, ୪।୬ (ସ୍ବ.ପ୍ର.) ବାମରା ବ୍ଲକ ସଦର ମହୁକୁମା ଗୋବିନ୍ଦପୁର ପଞ୍ଚାୟତରେ ଗତ ପ୍ରାୟ ୧ମାସ ହେବ ୮ଟି ନଳକୂଅ ଅଚଳ ହୋଇପଡିଥିବାରୁ ଲୋକେ ପାଣି ପାଇଁ ଡହଳବିକଳ ହେଉଛନ୍ତି । ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ନା...

ବର୍ଷା ଆସିଲାଣି, ଡ୍ରେନ୍‌ ସଫେଇ ସରୁନି

ସମ୍ବଲପୁର,୪ା୬(ବ୍ୟୁରୋ) ସମ୍ବଲପୁରରେ ନାଳନର୍ଦ୍ଦମା ସଫା କାମ ଶେଷ ହେଉନାହିଁ। ଫଳରେ ଏଥର ବର୍ଷା ଦିନେ ଜଳ ନିଷ୍କାସନ ହୋଇ ନ ପାରି କୃତ୍ରିମ ବନ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଏପ୍ରିଲ ମାସ ଶେଷ ସୁଦ୍ଧା ଜିଲା ପ୍ରଶାସନ ସହର...

ଲୋପ୍‌ ପାଉଛେ ଧାନଖଣି, ପୁଡୁଗ୍‌ ବଁଧା ପରମ୍ପରା

ଭବାନୀପାଟଣା, ୪ା୬ (ଡି.ଏନ୍‌.ଏ): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍‌। ରାଏଜର ବଡ଼ଭାଗି ଲୋକ୍‌ ଚାଷ୍‌ବାସ କାରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା ଚାଷୀ ଆଘ ଧାନ, ଚାଉଲକେ ବେଉଁତ କରି ରଖବାର ଲାଗି ଅନେକ ପରକାର...

ପୁରନା ବଁଧ୍‌କଟାର ପୁନଃରୁଧାର ଦାବି

ଅତାବିରା, ୪।୬ (ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗଁାଗଁଲିରୁ ସହର ତକ୍‌ ଲୁକ୍‌କର ଲାଗି ପିଇଲା ପାଏନ୍‌ର ବେବସ୍‌ତା କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଗଁାଗଁଲିରେ ଥିବାର ପୁରାତନ ବଁଧ୍‌କଟାର ପୁନଃରୁଧାର ନାଇଁ କରାଯିବାର।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri