ଆମ ଜିଲା ଖବର

ଦିବ୍ୟାଙ୍ଗ ଭାଇଭହେନ୍‌ ଘଟ୍‌ନା:ସାହାଯ୍‌ର ହାତ ବଢ଼ାଲା ପରଶାସନ

କୋକସରା, ୨୬ା୬ (ଡି.ଏନ୍‌.ଏ) : କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କାଉଡ଼ୋଲା ଗଁାର ନିଲାମ୍ବର ରାଉତକଁର ପୁଓ ମକରନ୍ଦ(୧୯) ଆର ଝି’ ଭୂମିସୂତା(୧୭) ଜନ୍‌ମୁ ଦିବ୍ୟାଙ୍ଗ। ଅଭାବ ଅନାଟନ ଲାଗି ମା’ବାପ୍‌ ଦିବ୍ୟାଙ୍ଗ ପୁଓ ଝି’କେ ଠିକ୍‌ସେ ଚିକିସତ୍ା କରେଇ...

ଆଟେଣ୍ଡାଣ୍ଟ ଭରସାରେ କୁଦୋପାଲି ଡାକ୍‌ତରଖାନା

ସୋହେଲା,୨୬ା୬ (ଡି.ଏନ୍‌.ଏ):ବରଗଡ଼ ଜିଲା ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ୧୯୮୯ ସାଲେ କୁଦୋପାଲି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଥାପନ ହେଇଥିଲା। ରାଏଜ୍‌ ସରକାର ଇ ଡାକ୍‌ତରଖାନାକେ ମାହାଲିଆ ଉଷୋକଷା ସମେତ ଉନିଆ ସାଜୋସାମାନ ଯୁଗେଇ ଦେଇଛନ୍‌। ହେଲେ ଦୁଖକର...

ହାତୀ ଛୁଆକୁ ଛାଡ଼ି ପଳାଇଲା ମା’: ମଣିଷ ଗନ୍ଧ ଦୂରେଇବାକୁ ବୋଳାଗଲା ଗୋବର

ଢେଙ୍କାନାଳ ଅଫିସ, ୨୬।୬-ହିନ୍ଦୋଳ ରେଞ୍ଜ ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲ ତଳି ଜନବସତି ନିକଟରେ ସୋମବାର ଏକ ମାଈ ହାତୀ ତା’ର ଶାବକକୁ ଛାଡ଼ି ପଳାଇଛି। ଉକ୍ତ ହାତୀ ଛୁଆର ଆନୁମାନିକ ବୟସ ଦେଢ଼ ବର୍ଷ ହେବ ବୋଲି ବନ...

ଏନ୍‌ଜେନ ମନମୁଖି କାର୍ଯ୍ୟକୁ ନେଇ ତେଜୁଛି ଅସନ୍ତୋଷ: ଉପଭୋକ୍ତାଙ୍କ ଉପରେ ବଢ଼ୁଛି ବିଦ୍ୟୁତ୍‌ ବୋଝ

ତାଳଚେର, ୨୬ା୬ – କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ଓ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିକୁ ନେଇ ତାଳଚେର ବିଦ୍ୟୁତ୍‌ ସେବାରେ ସୃଷ୍ଟି ହୋଇଛି ବଡ଼ ସଙ୍କଟ। ବିଦ୍ୟୁତ୍‌ ରକ୍ଷଣାବେକ୍ଷଣ ଓ ବିଲ୍‌ ଆଦାୟ ଦାୟିତ୍ୱରେ ଥିବା ଏନ୍‌ଜେନ...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ହୀନସ୍ତା: ୯ ବର୍ଷ ହେଲା ଏକ୍ସ-ରେ ମେଶିନ ଅଚଳ

କାମାକ୍ଷାନଗର, ୨୬।୬(ଡି.ଏନ୍‌.ଏ.)- କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଥିବା ଏକ୍ସ-ରେ ମେଶିନ ୯ ବର୍ଷ ହେଲା ଅଚଳ ହୋଇପଡ଼ିଛି। କର୍ମଚାରୀ ଅଭାବ ସମସ୍ୟା ଆଳ ଦେଖାଇ ସ୍ବାସ୍ଥ୍ୟ ବିଭାଗ ନିଜ ମୁଣ୍ଡରୁ ଦୋଷ ବାହାର କରିଦେଉଥିବାବେଳେ ହଜାର ହଜାର ରୋଗୀ ହୀନସ୍ତା...

ଯୁକ୍ତ ଦୁଇ ଜିଲା ଟପ୍ପରଙ୍କୁ ଜିଲାପାଳଙ୍କ ଆର୍ଥତ୍କ ସହାୟତା: ପଢ଼ାଖର୍ଚ୍ଚ ବହନ କରିବାକୁ କୃତାର୍ଥଙ୍କ ପ୍ରତିଶ୍ରୁତି

ଅନୁଗୋଳ ଅଫିସ/ବନ୍ତଳା, ୨୬।୬- ଯୁକ୍ତ ଦୁଇ କଳାରେ ଅନୁଗୋଳ ଜିଲା ଟପ୍ପର ହୋଇଥିବା ମଧୁସ୍ମିତା ବେହେରାଙ୍କୁ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ୫ ହଜାର ଟଙ୍କାର ଆର୍ଥୀକ ସହାୟତା ପ୍ରଦାନ କରିଛନ୍ତି। ଏଥିସହିତ ଭବିଷ୍ୟତରେ ଆହୁରି ଅଧିକ ପରିଶ୍ରମ...

ବିଶ୍ୱ ରେକର୍ଡ ପାଇଁ ଯୁବଶିଳ୍ପୀଙ୍କ ଉଦ୍ୟମ: କାଠରେ ନିର୍ମାଣ କଲେ ୩.୫ ଇଞ୍ଚର ନନ୍ଦିଘୋଷ

ଅନୁଗୋଳ ଅଫିସ, ୨୬।୬- ମାତ୍ର ୨୦ ବର୍ଷ ବୟସରେ ବିଶ୍ୱ ରେକର୍ଡ ପାଇଁ ଉଦ୍ୟମ କରିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ଗ୍ରାମର ଶିଳ୍ପୀ ରୁବେଲାଲ ପ୍ରଧାନ। ଜଣେ ବାଲୁକା ଶିଳ୍ପୀ ଭାବେ ସ୍ଥାନୀୟ ଅଞ୍ଚଳରେ ପରିଚିତ ହୋଇଥିଲେ...

ଭତ୍ତାକୁ ଚାହିଁଛନ୍ତି ଉତ୍ତରା: ୩୦କେଜି ଚାଉଳରେ ଚଳୁଛନ୍ତି ୪ ପ୍ରାଣୀ

ଭାପୁର,୨୬।୬(ଡି.ଏନ.ଏ.) – ଦୁଇବର୍ଷ ହେଲା ଆରପାରିରେ ସ୍ବାମୀ। ଘରେ ୨ ଝିଅ, ଜଣେ ପୁଅ। ମୂଲମଜୁରି ଲାଗିଲେ ସେମାନଙ୍କ ପେଟକୁ ଦାନା ଯୋଗାଡ଼ ହେଉଛି। ଭଙ୍ଗା କୁଡ଼ିଆରେ ମୁଣ୍ଡ ଗୁଞ୍ଜିଛୁ। ସରକାର ୩୦ କେଜି ଚାଉଳ ଦେଉଛନ୍ତି। ସେତକରେ ଦୁଃଖକଷ୍ଟରେ...

ବିବାହ ପୂର୍ବରୁ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ କରାଯାଉଛି। ବିବାହ ପୂର୍ବରୁ ପୁଅଝିଅଙ୍କ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ କରାଯିବ ା ଏଥିପାଇଁ ଗ୍ରାମ୍ୟ ସ୍ତରରେ ଏଏନଏମ୍‌, ଅଙ୍ଗନୱାଡି କର୍ମୀ ଓ ପ୍ରାଥମିକ...

କନିଅର ମଞ୍ଜି ଖାଇ ବୃଦ୍ଧଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୨୬ା୬-ବାର୍ଦ୍ଧକ୍ୟ ଯନ୍ତ୍ରଣା ସହି ନ ପାରି ଜଣେ ଶତାୟୁ କନିଅର ମଞ୍ଜି ଖାଇ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣଙ୍କ କାହ୍ନୁ ଚରଣ ବେହେରା (୧୦୫)।ଘର...

ଗଞ୍ଜାମରେ ଚାଲିବ ଆଇଡିସିଏମ୍‌, ଏମ୍‌ଡିଡି ଅଭିଯାନ: ଲକ୍ଷ୍ୟ ‘ସୁସ୍ଥ ପରିବାର, ସୁସ୍ଥ ସମାଜ’

ବ୍ରହ୍ମପୁର ଅଫିସ୍‌,୨୬ା୬-ଝାଡ଼ାବାନ୍ତି, ମ୍ୟାଲେରିଆ କିମ୍ବା ଡେଙ୍ଗୁ ଯୋଗୁ କାହାର ଯେମିତି ମୃତ୍ୟୁ ନ ହୁଏ, ସେଦିଗରେ ତତ୍ପତ୍ର ହୋଇପଡ଼ିଛି ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ପ୍ରଶାସନ। ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ଏହି ତିନଟି ରୋଗ ଯୋଗୁ ଜିଲାରେ ଯେମିତି କେହି ଜଣେ...

କାଜୁ ଫ୍ୟାକ୍ଟ୍ରି, ପେଟ୍ରୋଲ ପମ୍ପ୍‌, ଦୋକାନରେ ଯାଞ୍ଚ: ଜରିମାନା ଆଦାୟ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍‌ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନିର୍ଦ୍ଦେଶକ୍ରମେ ଟ୍ରେଡ୍‌ ଲାଇସେନ୍ସ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri