ଆମ ଜିଲା ଖବର

୭ମ ଥର ପାଇଁ ଅଣ୍ଡା ଦେଲା ‘ଗୋରୀ’

ରାଜନଗର,୨୫ା୬(ଡି.ଏନ୍‌.ଏ.)- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଡାଙ୍ଗମାଳ ବଉଳା କୁମ୍ଭୀର ସଂରକ୍ଷଣ କେନ୍ଦ୍ରରେ ବସବାସ କରୁଥିବା ୪୫ ବର୍ଷୀୟ ଶଙ୍ଖୁଆ ବଉଳା କୁମ୍ଭୀର ‘ଗୋରୀ’ ୨ ଦଶନ୍ଧି ପରେ ପୁନର୍ବାର ଅଣ୍ଡା ଦେଇଛି ।...

୬ ଅନାଥ ଭଉଣୀଭାଇ ନିରାଶ୍ରୟ

କେନ୍ଦୁଝର,୨୫ା୬ (ସ୍ବ.ପ୍ର.)-ଅନାଥ ହୋଇପଡ଼ିଛନ୍ତି ୬ ଭାଇଭଉଣୀ। ସରକାର ଶିଶୁ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ଶିଶୁମାନେ ସବୁ ପ୍ରକାର ଯୋଜନାରୁ ବଞ୍ଚିତ ହୋଇପଡ଼ିଛନ୍ତି। ଭାଗ୍ୟର ବିଡ଼ମ୍ବନା ଦେଖ ବାପାଙ୍କ ମୃତ୍ୟୁ ପରେ ସେମାନଙ୍କ ମା’ମଧ୍ୟ ପ୍ରାଣ ହରାଇଛନ୍ତି।...

ଚାହିଦା ଥିଲେ ବି ଅଲୋଡ଼ା

କେନ୍ଦୁଝର, ୨୫ା୬ (ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ଅନେକ ବନବାସୀ ଆଜି ବି ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରି ଚଳୁଛନ୍ତି। ସେମାନେ ବିଭିନ୍ନ ଋତୁକାଳୀନ ଫଳ ସଂଗ୍ରହ କରି ହାଟବଜାରରେ ବିକି ତେଲଲୁଣ କିଣିଥାନ୍ତି। ଆମ୍ବ ଅମଳ ଋତୁରେ...

ଯୁକ୍ତ ୩ ପଦାର୍ଥ ବିଜ୍ଞାନ ସେମିଷ୍ଟର ଫଳାଫଳକୁ ନେଇ ଅସନ୍ତୋଷ : ୧୬ ଛାତ୍ରୀଙ୍କ ମଧ୍ୟରୁ ୧୫ ଫେଲ

କେନ୍ଦ୍ରାପଡା ଅଫିସ, ୨୫ା୬- ପଦାର୍ଥ ବିଜ୍ଞାନର ୪ଟି ସେମିଷ୍ଟର ପରୀକ୍ଷାରେ ୭୦ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୧୫ ଜଣ ଛାତ୍ରୀ ପଞ୍ଚମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଯାଇଛନ୍ତି । ଏପରିକି ୧୦ରୁ ଅଧିକ ଛାତ୍ରୀ ଶୂନ ନମ୍ବର ରଖିଛନ୍ତି। ଉତ୍ତର...

ଛୋଟ ପ୍ରୟାସ ସୃଷ୍ଟି କଲା ଆଦର୍ଶ ପ୍ରୟାସ

ପାରାଦୀପ,୨୫ା୬(ସ୍ବ.ପ୍ର.): କର୍ମମୟ ଜୀବନରୁ ସମୟ ମିଳିଲେ ଜମୁଥିଲା ଖଟି। ହେଲେ ହଠାତ୍‌ ବଦଳିଗଲା ଜୀବନର ରାସ୍ତା। ଦୁର୍ଘଟଣାରେ ଗୁରୁତର ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆଶୁ ଚିକିତ୍ସା ଯୋଗାଇବାରେ ସଫଳ ହେବା ପରେ ଜନ୍ମ ନେଲା ନୂଆ ସଂକଳ୍ପ। ଏଣିକି...

କେନାଲ ଅବରୋଧ କରି ଗୃହ ନିର୍ମାଣ : ତହସିଲ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ତିର୍ତ୍ତୋଲ,୨୫ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ତେନ୍ତୁଳିପଦା ପଞ୍ଚାୟତର ଶାରଳାରୋଡ ବଜାର ଶେଷମୁଣ୍ଡରେ କେନାଲ ଅବରୋଧ କରି ଜଣେ ବ୍ୟକ୍ତି ସ୍ଥାୟୀ ଗୃହ ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବାଇଁଗୋଳ ଓ ତେନ୍ତୁଳିପଦା ରାଜସ୍ବ ଗ୍ରାମର ଚାଷଜମିକୁ ଏହି କେନାଲ ଦ୍ୱାରା...

ସଚେତନ ପରେ ପଲିଥିନ ଚଢ଼ାଉ:ଜରିମାନା ଆଦାୟ କଲା ପୌର ପ୍ରଶାସନ

ଅନୁଗୋଳ ଅଫିସ, ୨୫ା୬ଅନୁଗୋଳ ସହରରେ ପଲିଥିନ ବ୍ୟାନ କରାଯାଇଥିଲେ ବି ବହୁ ବ୍ୟବସାୟୀ ଏହାର ଉଲ୍ଲଂଘନ କରି ପଲିଥିନ ବ୍ୟବହାର କରୁଛନ୍ତି। ଗତ ତିନି ଦିନ ଧରି ପୌର ପ୍ରଶାସନ ପକ୍ଷରୁ ସହରର ଗଳି କନ୍ଦିରେ ଡାକବାଜି ଯନ୍ତ୍ରରେ ପ୍ରଚାର...

ସ୍ବାମୀଙ୍କ ଦ୍ୱିତୀୟ ବିବାହକୁ ବିରୋଧ:ପ୍ରଥମ ସ୍ତ୍ରୀ କହି ଧାରଣା

କାମାକ୍ଷାନଗର, ୨୫ା୬(ଡି.ଏନ.ଏ.)ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘର ଆଗରେ କଲିକତାରୁ ଆସିଥିବା ଜନୈକା ମହିଳା ରବିବାର ରାତିରୁ ଧାରଣାରେ ବସିଥିବା ଦେଖିବାକୁ ମିଳିଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ପୁଅ ସହ ତାଙ୍କର ସମ୍ପର୍କ ଥିବା ଏବଂ ତାଙ୍କୁ...

ଘର ଭାଙ୍ଗିଲେ, ଫସଲ ନଷ୍ଟ କଲେ ହାତୀ

କଣିହାଁ/ ବଇଣ୍ଡା,୨୫।୬ (ଡି.ଏନ.ଏ.)ଅନୁଗୋଳ ଜିଲାର କଣିହାଁ ବନାଞ୍ଚଳ ଓ ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ ଲାଗି ରହିଛି। କଣିହଁ। ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନର ବଜ୍ରକୋଟ ପଞ୍ଚାୟତରେ ରବିବାର ୫ରୁ ଅଧିକ ହାତୀ ଗ୍ରାମାଭିମୁଖୀ ହୋଇ ପନିପରିବା ଫସଲ...

ବିଦ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ:ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୨୫।୬ ଅନୁଗୋଳ ଜିଲା ପରାବିଲ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ସ୍ଥାନାନ୍ତରଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଗ୍ରାମ୍ୟ କମିଟି ସୋମବାର ଜିଲାପାଳଙ୍କଠାରେ ଫେରାଦ ହୋଇଛି। ସ୍ଥାନୀୟ ପବିତ୍ରନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ସ୍କୁଲକୁ...

ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଅନିୟମିତତା ଘଟଣା:ବକେୟା ଦାବିରେ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୨୫।୬(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ସଦରମହକୁମାରେ ଥିବା ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଚାଷୀମାନେ ଠକେଇର ଶିକାର ହେବା ସହ ସେମାନଙ୍କୁ ଠିକ୍‌ ସମୟରେ କ୍ଷୀର ବାବଦ ଟଙ୍କା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ସୋମବାର ଏହାକୁ କେନ୍ଦ୍ର କରି...

ପ୍ରଧାନମନ୍ତ୍ରୀ ଫସଲ ବୀମା ଦଲାଲଙ୍କୁ ଗିରଫ ନିର୍ଦ୍ଦେଶ

ଛତ୍ରପୁର,୨୫।୬(ଡି.ଏନ.ଏ) – ଗଞ୍ଜାାମ ଜିଲାର କେତେକ ଅଞ୍ଚଳରେ ଖଳ ପ୍ରକୃତିର ଲୋକ ପ୍ରଧାନମନ୍ତ୍ରୀ ଫସଲ ବୀମା ନାମରେ ଦଲାଲଗିରି କରି ଚାଷୀ ମାନଙ୍କୁ ମିଥ୍ୟା ବୀମା ପରିଚୟପତ୍ର ପ୍ରଦାନ କରି ଅର୍ଥ ଆଦାୟ କରୁଥିବା ନେଇ ପ୍ରଶାସନ ଦୃଷ୍ଟିକୁ ଆସିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri