ଆମ ଜିଲା ଖବର

ଘର ଖଁଡ଼େ ତିଆରିବାରେ ଅକ୍ଷମ:ଭଂଗା କୁରିଆରେ ୨ ଅସାହା ପରିବାରର

  କେସିଙ୍ଗା, ୨୫।୬ (ଡି.ଏନ୍‌.ଏ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କଶୃପଡ଼ା ପଁଚେତ୍‌ ସୁକୁନାଭଟା ଗଁାର ଦୁଇ ଭାଇ ଖଗେଶ୍ୱର ନାଏକ(୩୫) ଆର କାତ୍ତିକ ନାଏକ(୩୨)। ଉଭଏ ନିହାତି ଗରିବ୍‌ ହେଇଥିଲାବେଲେ ଗୁଟେ ଝାଟି ମାଟିର କୁରିଆରେ ତାରପଲିନ ଢାପି...

ବିଜେପୁରର ଅଇତିହାସିକ ଦାମୋଦର କଟା:ସାଫ୍‌ ନାଇଁ ହେଲା ଅମରି, ପଦମ୍‌ଫୁଲ୍‌

ବିଜେପୁର, ୨୫।୬ (ଡି.ଏନ୍‌.ଏ): ଖେତ୍‌ ଟାକେ ମୁଡ଼ାଟେ ଲେଖେଁ ବରଗଡ଼ ଜିଲା ବିଜେପୁରବାସୀଙ୍କର ଜୀବନ୍‌ ଜୀବିକା ସଂଗେ ବରକସ୍‌ କରି ଜୁଡ଼ି ହେଇ ରହିଛେ ଦାମୋଦର କଟା। ଆଏଜ୍‌କେ ଦୁଇଶହ ବଛର୍‌ ଭରନା ହେଇଥିବାର ଇ ୧୫୩ ଏକର କଟା...

ଅଲପ୍‌ ବରଷାରେ ଦର୍‌ହ ପାଲଟୁଛେ ପଢ଼ାକୁଠି: ବାରନ୍‌ଡାରେ ପାଠ୍‌ ପଢ଼ୁଛନ୍‌ ଛାତ୍ରୀଛାତ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ସରକାରୀ ନୂତନ ଉପ୍ରା ବିଦ୍ୟାଲୟ। ଅଲପ ବରଷାରେ ବି ସ୍କୁଲର ପଢ଼ାକୁଠିମାନକେ ପାଏନ୍‌ ଗଲୁଛେ। ଯେନ୍‌ଥିରଲାଗି ଛାତ୍ରୀଛାତ୍ର, ଶିକ୍ଷକ ନାନା ସମସିଆର ସାମନା କରବାର...

ସ୍କୁଲ ବାରନ୍‌ଡାରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ସରକାର ଗଁ। ଗଁଲିରୁ ସହରତକ୍‌ ସବୁ ଜାଗାରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍‌। ଗୁଟେ କେନ୍ଦ୍ରରେ ମୁଖିଆ ଘର ସମେତ ରଁଧାଘର, ଶୌଚାଲୟ, ପିଇଲା ପାଏନ୍‌ ସୁବିଧାର ଲାଗି ନଲ୍‌ଚୁଅଁା, ସୁବିଧା ଥିଲେ ବିଦ୍ୟୁତ୍‌ ସଂଯୋଗର ବେବସ୍‌ତା...

ଜମି ଅଧିକାର ସୁରକ୍ଷା କମିଟି ପକ୍ଷରୁ ଜିଲାପାଳଙ୍କୁ ସ୍ମାରକପତ୍ର

ଯାଜପୁର ଟାଉନ,୨୪ା୬(ଡି.ଏନ.ଏ.)- ପୁରୁଷାନୁକ୍ରମେ ଚାଷବାସ କରି ଜୀବିକା ନିର୍ବାହ କରିଆସୁଥିବା ଜମିରେ ଚାରାରୋପଣ ବନ୍ଦ କରିବା, ଦୀର୍ଘଦିନ ଧରି ଦଖଲିକୃତ ଅନାବାଦୀ ଜମିକୁ ଅବିଳମ୍ବେ ପଟ୍ଟା ଯୋଗାଇଦେବା ଆଦି ଦାବିରେ ଜମି ଅଧିକାର ସୁରକ୍ଷା କମିଟି, ସୁକିନ୍ଦା ପକ୍ଷରୁ କର୍ମକର୍ତ୍ତାମାନେ...

ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ପୁନଃପ୍ରଚଳନ ଦାବି ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଯାଜପୁର ଟାଉନ,୨୪ା୬(ଡି.ଏନ.ଏ.)- ଚଳିତ ଶିକ୍ଷାବର୍ଷରେ ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ବ୍ୟବସ୍ଥା ପୁନଃପ୍ରଚଳନ କରିବା ଓ ଶିକ୍ଷାକ୍ଷେତ୍ରରେ ଥିବା ବହୁବିଧ ସମସ୍ୟା ଦୂର କରିବା ଦାବିରେ ସୋମବାର ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଜିଲା କମିଟି ପକ୍ଷରୁ ଯାଜପୁର ଟାଉନଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।...

ଭଙ୍ଗା ହେଲା ଜଳସମ୍ପଦ ଡାକବଙ୍ଗଳା ପାଚେରି

ରତ୍ନଗିରି,୨୪ା୬(ଡି.ଏନ.ଏ.)- ବରୀର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବରୀ ମାଉଣ୍ଡଠାରୁ ବ୍ଲକ କାର୍ଯ୍ୟାଳୟ, ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ, ବରୀ ରାମଚନ୍ଦ୍ରପୁର ଥାନାକୁ ସଂଯୋଗୀକରଣ ରାସ୍ତାରେ ଡାକବଙ୍ଗଳା ନିକଟ ପାଚେରି ରହିଛି। ଏହି ପାଚେରି ଯୋଗୁ...

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ତାଳଚେର, ୨୪ା୬(ନି.ପ୍ର.)- ସମଲ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ ନଂ. ୮୯/୧୯ରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ମୁତାବକ, ଗତ ୧୩ ତାରିଖରେ ଛାତ୍ରୀ ଜଣକ କେଉଁଆଡେ...

ରାଜେନ୍ଦ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ, ମୁଖ୍ୟ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼, ୨୪।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଉଜ୍ଜ୍ୱଳମଣୀ ବାଗଙ୍କୁ ପୋଲିସ ଗିରଫ କରିଛି। ସୋମବାର ଟିଟିଲାଗଡ ଥାନା...

ଜଳିଗଲା ଟମାଟୋ ବୋଝେଇ ଟ୍ରକ

ବସ୍ତା, ୨୪।୬(ସ୍ବ.ପ୍ର.)- ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଭେଲୋରା -ରାଜଘାଟ ମଝିରେ ଏକ ଟମାଟୋ ବୋଝେଇ ଟ୍ରକ ସୋମବାର ମଧ୍ୟାହ୍ନରେ ହଠାତ୍‌ ଜଳିଯାଇଥିବା ଜଣାପଡିଛି । ଆନ୍ଧ୍ରପ୍ରଦେଶରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏହି ଟ୍ରକ (ନଂ.ଡବ୍ଲ୍ୟୁବି -୪୧-୦୫୧୦)ରେ...

ମହାନାଳ ସଫେଇ କାର୍ଯ୍ୟ ତଦାରଖ

ବାଲେଶ୍ୱର ଅଫିସ, ୨୪।୬-ବାଲେଶ୍ୱର ସହରରେ ମହାନାଳ ସମେତ ବିଭିନ୍ନ ନାଳଗୁଡିକ ପୋତି ହୋଇଯାଇଥିବାରୁ ବର୍ଷା ହେବାମାତ୍ରେ ସହରରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଥାଏ। ଏହାକୁ ନେଇ ଲୋକମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏହାର ସମାଧାନ ପାଇଁ ସହରବାସୀ...

୮୭ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ନବରଙ୍ଗପୁର,୨୪ା୬(ବି.ପ୍ର)- ପୋଲିସକୁ ଚକମା ଦେବା ପାଇଁ ଗଞ୍ଜେଇ ଚାଲାଣ କାରୀ ଏକ ଅଭିନବ ଉପାୟ ବାଛି ନେଇଥିଲେ। ପରିବା ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଥିଲେ। ଏ ସମ୍ପର୍କରେ ଖବର ପାଇ ନବରଙ୍ଗପୁର ପୋଲିସ ଚଢାଉ କରି ଏକ ନମ୍ବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri