ଆମ ଜିଲା ଖବର

ସତ୍ୟବାଦୀ ବିଦ୍ୟାପୀଠ ବିଜ୍ଞାନ କ୍ଲବକୁ ଗୋଲ୍ଡ କ୍ଲବ ସମ୍ମାନ

ଉଲୁଣ୍ଡା/ଅମରପାଲି, ୨୩।୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥରସ୍ଥିତ ସତ୍ୟବାଦୀ ବିଦ୍ୟାପୀଠର ବିଜ୍ଞାନ କ୍ଲବକୁ ଚଳିତ ବର୍ଷର ଗୋଲ୍ଡ କ୍ଲବ ସମ୍ମାନ ପ୍ରଦାନ କରାଯାଇଛି । ଛାତ୍ରୀଛାତ୍ରଙ୍କ ପାଇଁ ରୁଚିପୂର୍ଣ୍ଣ ଶ୍ରେଣୀ ଶିକ୍ଷାଦାନ ଓ ଜନସାଧାରଣଙ୍କଠାରେ ବିଜ୍ଞାନ ସଚେତନତା ସୃଷ୍ଟି ଯୋଗୁଁ...

ଛାତ୍ରୀଛାତ୍ର ପିଉଛନ୍ତି ନଳକୂପର ଗୋଳିଆ ପାଣି

ଲାଠୋର, ୨୩ା୬(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ସରକାରୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ରହିଛି। ଏଠାରେ ୧୩୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ଶିକ୍ଷାଦାନ ପାଇଁ ୫ ଜଣ ଶିକ୍ଷକ ନିୟୋଜିତ ଅଛନ୍ତି।...

ପ୍ରଦୂଷିତ ହେଉଛି ବୈତରଣୀ : ମୁଖ୍ୟ କାରଣ ସାଜିଛି ବିଭାଗୀୟ ଉଦାସୀନତା

ଆନନ୍ଦପୁର,୨୩ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ଦେଇ ପ୍ରବାହିତ ବୈତରଣୀ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ଏଥିପ୍ରତି ଆନନ୍ଦପୁର ପୌରପାଳିକାର ନଜର ପଡୁନି। ବିପର୍ଯ୍ୟସ୍ତ ପରିମଳ ନେଇ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରକାଶ ସତ୍ତ୍ୱେ ପୌରପାଳିକା ପକ୍ଷରୁ କୌଣସି ପଦକ୍ଷେପ...

ଶିକ୍ଷକ ନିଯୁକ୍ତିକୁ ବିରୋଧ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଭବାନୀପାଟଣା,୨୩।୬(ଡି.ଏନ୍‌.ଏ.): ଶିକ୍ଷକ ନିଯୁକ୍ତିକୁ ବିରୋଧ କରି ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ଉନ୍ନୀତ ସ୍କୁଲରେ ଗ୍ରାମବାସୀ ତାଲା ପକାଇ ଦେଇଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ପାଡେପଦରରେ ପୂର୍ବରୁ ଥିବା ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶଶିଦେବ ନାଏକ କାର୍ଯ୍ୟରେ ଅବହେଳା କରୁଥିବାରୁ...

ନଜୁଲ୍‌ ଆର୍‌ଆଇ ସର୍କଲରେ ବିଭିନ୍ନ ସମସ୍ୟା ନେଇ ଟାଉନ କଂଗ୍ରେସ ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୩।୬(ଡିଏନ୍‌ଏ): ଭବାନୀପାଟଣା ସହରସ୍ଥିତ କଳାହାଣ୍ଡି ତହସିଲର ନଜୁଲ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ବିଭିନ୍ନ ଅବ୍ୟବସ୍ଥା ନେଇ ଭବାନୀପାଟଣା ଟାଉନ କଂଗ୍ରେସ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ଟାଉନ କଂଗ୍ରେସ ସଭାପତି ନୀମାଞ୍ଚଳ ନାଏକଙ୍କ ନେତୃତ୍ୱରେ କଂଗ୍ରେସର ଏକ...

ବାହାନଗାରେ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟ ଲୋପ ଲାଇନ୍‌ରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସୋରରୁ ଦୁଇଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମାତ୍ର ଏହାର...

ଆନ୍ଦୋଳନକାରୀ ପରିବା ବ୍ୟବସାୟୀଙ୍କ ପ୍ରତି ତହସିଲଦାରଙ୍କ ଦବଙ୍ଗଗିରି : ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ପୁରୁଷୋତ୍ତମପୁର, ୨୩ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପରିବା ମାର୍କେଟ ଭାଙ୍ଗିବା ନେଇ ବ୍ୟବସାୟୀମାନେ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ସେମାନେ ଆନ୍ଦୋଳନ ସମୟରେ ମାର୍କେଟ ମଧ୍ୟରେ ରୋଷେଇ କରି ଖାଇବା ପ୍ରସ୍ତୁତ କରୁଥିବାବେଳେ ଉକ୍ତଦିନ ପୁରୁଷୋତ୍ତମପୁର ତହସିଲଦାର ଅରୁଣ...

ବିଦ୍ୟୁତ ବିଭ୍ରାଟ ନେଇ ବଅଁରପାଳରେ ଉତ୍ତେଜନା ଘଟଣା:୨ କର୍ମଚାରୀ ଅଟକ ପରେ ନୂଆହତା-ମହିଧରପୁର ରାସ୍ତାରୋକୋ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ରବିବାର ସ୍ଥାନୀୟ ଲୋକେ ନୂଆହତା-ମହିଧରପୁର ରାସ୍ତାରୋକୋ କରିଛନ୍ତି। ଏହି ଆନ୍ଦୋଳନ ଏଯାବତ୍‌ ଚାଲିଥିବା ବେଳେ ଘଟଣାସ୍ଥଳରେ ବିଦ୍ୟୁତ...

ଅନୁଗୋଳ ପୋଲିସରେ ୧୬ ଅଧିକାରୀଙ୍କ ଅଦଳବଦଳ

ଅନୁଗୋଳ ଅଫିସ,୨୩ା୬: ଅନୁଗୋଳ ଜିଲା ପୋଲିସରେ ଶନିବାର ରାତିରେ ୧୬ ଜଣ ଅଧିକାରୀଙ୍କ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୪ ଜଣ ଇନ୍ସପେକ୍ଟର, ୫ ଜଣ ସବ୍‌ ଇନ୍ସପେକ୍ଟର ଓ ୭ ଜଣ ଏଏସ୍‌ଆଇ ରହିଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ...

ଅବକାରୀ ବିଭାଗର ଚଢ଼ାଉ: ମହିଳା ସମେତ ୫ ଗିରଫ

ଜଳେଶ୍ୱର, ୨୩।୬ : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିିଆ ଥାନା ଅଧୀନ ଦକ୍ଷିଣପ୍ରହରାଜପୁର, ପ୍ରହରାଜପୁର, ବେହେରା ସାହି, ମୁଣତୁଣିଆ ଆଦି ଅଞ୍ଚଳରେ ରବିବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର କୁମାର ଭତ୍ରାଙ୍କ ନିର୍ଦ୍ଦେଶରେ...

ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ସୁବର୍ଣ୍ଣଗଡ଼ – ଡିମାପଲ୍ଲୀ ଗଁା ନିକଟ ନାଳକଡରୁ ରବିବାର ଏକ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ପାଟପୁର ଥାନା ଅନ୍ତର୍ଗତ ପୋଡା ଗ୍ରାମର ବିପିନ...

୪ ଦୋକାନରୁ ଚୋରି: ପୋଲିସ ପାଟ୍ରୋଲିଂକୁ ନେଇ ପ୍ରଶ୍ନବାଚୀ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକକାଳୀନ ୪ଟି ଦୋକାନରେ ଚୋରି ହୋଇଛି। ଏ ନେଇ ସ୍ଥାନୀୟ ଲୋକେ ପୋଲିସ ପାଟ୍ରୋଲିଂକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ଦୋକାନ ମାଲିକମାନେ ଗୋପାଳପୁର ଫାଣ୍ଡିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri