ଆମ ଜିଲା ଖବର

ଦିନରେ ଗରମ, ଅପରାହ୍ନରେ ଝଡ଼ତୋଫାନ

ଭଞ୍ଜନଗର,୧।୬(ଡି.ଏନ.ଏ.)-ଶୁକ୍ରବାର ଭଞ୍ଜନଗର ଅଞ୍ଚଳରେ ତାପମାତ୍ରା ୪୨ ଡ଼ିଗ୍ରୀ ଥିଲା। ପ୍ରବଳ ଗରମ ଯୋଗୁ ମଧ୍ୟାହ୍ନରେ ରାସ୍ତାଘାଟ ଶୁନଶାନ୍‌ ହୋଇପଡ଼ିଥିଲା। ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡୁଥିବାବେଳେ ଲୋ ଭୋଲଟେଜ୍‌ ଯୋଗୁ ଏସି ମଧ୍ୟ ଦିନବେଳେ ଠିକ୍‌ ଭାବେ ଚାଲୁନାହିଁ। ଅପରପେକ୍ଷ...

ମ୍ୟାଲେରିଆ ନିରାକରଣ ନେଇ ବୈଠକ

ଛତ୍ରପୁର,୧ା୬(ଡି.ଏନ.ଏ.) -ଗଞ୍ଜାମ ଜିଲାରେ ମ୍ୟାଲେରିଆ ପ୍ରତିରୋଧକ ଅଭିଯାନ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ପାଇଁ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ କ୍ରିୟାନୁଷ୍ଠାନ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ।...

ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧ା୬-ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ସୃଷ୍ଟି ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ଏକ ସଚେତନତା ସଭାରେ କେବଳ ଏଏନ୍‌ଏମ୍‌ ଓ ଜିଏନଏମ ଛାତ୍ରୀମାନଙ୍କୁ ସଚେତନ...

ତମାଖୁ ସେବନ ଅଭ୍ୟାସ ଡାକିଆଣେ ମୃତ୍ୟୁ

ବ୍ରହ୍ମପୁର ଅଫିସ୍‌,୧ା୬-ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଆଇଇସି ହଲ୍‌ଠାରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି । ଜିଲା ମୁଖ୍ୟ ଚିକିତ୍ସାଧିକାରୀ ତଥା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ ଏଥିରେ ଅଧ୍ୟକ୍ଷତା...

ସହରତଳି ଅଞ୍ଚଳକୁ ବିଏମ୍‌ସିରେ ସାମିଲ ପ୍ରସଙ୍ଗ : ଉପଜିଲାପାଳଙ୍କୁ ଭେଟିଲା ମିଳିତ କ୍ରିୟାନୁଷ୍ଠାନ କମିଟି

ବ୍ରହ୍ମପୁର ଅଫିସ,୧ା୬-ବ୍ରହ୍ମପୁର ସନ୍ନିକଟ ତଥା ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମ(ବିଏମସି)ରେ ସାମିଲ କରିବା ନେଇ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଆନ୍ଦୋଳନ ଜାରି ରହିଛି ା ଏଥିପାଇଁ ଗଠିତ ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବାରମ୍ବାର ଜିଲା...

ପ୍ରକଳ୍ପ ଭବିଷ୍ୟତ ଅନ୍ଧାରରେ : ୪ ବର୍ଷ ହେଲା ମତ୍ସ୍ୟ ଯାଅଁ।ଳ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦୁଝର, ୧।୬(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ମତ୍ସ୍ୟଚାଷର ବିକାଶ ଲାଗି ଭିତ୍ତିଭୂମି ଥିଲେ ମଧ୍ୟ ଏହାର ସଦୁପଯୋଗ କରାଯାଉ ନାହିଁ ା ଜିଲାରେ ଚାଷୀଙ୍କୁ ପ୍ରୋତ୍ସାହନ ଓ ସୁବିଧା ଯୋଗାଇବା ଲକ୍ଷ୍ୟରେ ପାଟଣା ବ୍ଲକର ମୂଷାଖୋରୀ, ତେଲକୋଇ, ଘଷିପୁରା ବ୍ଲକର ମଛାଳୋ, କେନ୍ଦୁଝର...

ଭଙ୍ଗା ଯାଉନି ବିପଦସଙ୍କୁଳ ସ୍କୁଲ ଗୃହ

ତିହିଡ଼ି, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୁବେରା ପଞ୍ଚାୟତ ଇଟାଗଡ଼ି ପ୍ରାଥମିକ ସ୍କୁଲ ପରିସରରେ ଥିବା ଏକ ପୁରାତନ ସ୍କୁଲ ଗୃହ ବିପଦସଙ୍କୁଳ ହୋଇପଡ଼ିଛି। ଉକ୍ତ ଗୃହକୁ ଭଙ୍ଗାଯିବା ପାଇଁ ସ୍କୁଲ ପରିଚାଳନା କମିଟି...

ଭୀମ୍‌ସାର: ଫେରିଯିବ କ୍ୟାନ୍‌ସର କେୟାର ସେଣ୍ଟର ପାଇଁ ଆସିଥିବା ୪୫ କୋଟି ଟଙ୍କା

ସମ୍ବଲପୁର,୧।୬(ବ୍ୟୁରୋ) ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭୀମ୍‌ସାର)ରେ ଏକ କ୍ୟାନ୍‌ସର କେୟାର ସେଣ୍ଟର ଖୋଲିବା ପାଇଁ ଆସିଥିବା ୪୫ କୋଟି ଟଙ୍କା ଫେରିଯିବ । ମେଡିକାଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ...

ରୟତି ଜମି ଅଭାବ:ଆବାସ୍‌ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ମୀନକେତନ

ଅତାବିରା, ୧।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ କୁଲତାଟୁକୁରା ପଁଚେତ୍‌ ସଦର ଗଁ। ର ମୀନକେତନ ସିଂ(୪୫)। ସେ ଜନମ୍‌ବେଲେ ଠିକ୍‌ ଠାକ୍‌ ଥିଲେ ହେଲେ ପଛେ ରୋଗ୍‌ରେ ପଡ଼ି ଦୁଇଗୋଡ଼ ଅକାମି ହେଇଗଲା। ଗରିବ୍‌ ମା’ବାପ୍‌ ଅନେକ...

ସରକାରୀ ସହାଯ୍‌ ଅପେକ୍ଷାରେ ଡମ୍ବରୁଧର

ଲାଠୋର, ୧ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ଡମ୍ବରୁଧର ନାଗ(୫୮)। ତାକର ପରିବାର କହେଲେ ମାଏକିନା ଯଶୋଦା(୫୨) ଆର ପୁଷିଅଁା ଝି’ କରି ରଖିଥିବାର ସେବତୀ(୧୧)। ଜମିବାଡ଼ି ବଲି କିଛି ନାଇଁ। ଉଭଏ ମାଏଝି...

ଏବେଠୁ ଚଳଚଞ୍ଚଳ ସାବିତ୍ରୀଆଡ଼ି

ବନ୍ତ, ୧।୬ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ତୋଟାସାହିରେ ଥିବା ସାବିତ୍ରୀଆଡ଼ି ପୀଠ ଚଳଚଞ୍ଚଳ ହୋଇଉଠିଛି। ଆଉ ୨ ଦିନ ପରେ ସାବିତ୍ରୀ ଓଷା। ପ୍ରତିବର୍ଷ ସାବିତ୍ରୀ ବ୍ରତ ଦିନ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର...

କାଠ ଦେବ ନାହିଁ ବନ ବିଭାଗ : ଅଧାରୁ ଅଟକିଛି ରଥ ନିର୍ମାଣ

ଉଦଳା,୧ା୬ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ସଦର ମହକୁମା ଉଦଳା ରଥଯାତ୍ରା ପାଇଁ କାଠ ଅଭାବରୁ ରଥ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି। ଏ ନେଇ ହଜାର ହଜାର ଜଗନ୍ନାଥପ୍ରେମୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri