ଆମ ଜିଲା ଖବର

‘ସୁସ୍ଥ ଜୀବନ ଲାଗି ତମାଖୁ ବର୍ଜନ କର’

ବାଲେଶ୍ୱର ଅଫିସ, ୧ା୬-ବାଲେଶ୍ୱର ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ବିଶ୍ୱ ତମାଖୁ ବର୍ଜନ ଦିବସ ଜାତୀୟ ସେବା ଯୋଜନା ତରଫରୁ ଶୁକ୍ରବାର ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ମିନତି ସେଠୀ ଏହାକୁ ଉଦ୍‌ଘାଟନ କରି ସୁସ୍ଥ ଜୀବନଯାପନ ପାଇଁ...

ଧସୁଛି ରାସ୍ତା, ଆଡ଼ିବନ୍ଧ: ବିପଦରେ ୪ ଗାଁ

ବାଲେଶ୍ୱର ଅଫିସ, ୧।୬-ବୁଢ଼ାବଳଙ୍ଗ ନଦୀଗର୍ଭକୁ ଧସି ପଡୁଛି ଆଡ଼ିବନ୍ଧ ସହ ରାସ୍ତା। ବିପଦରେ ୪ଖଣ୍ଡ ଗଁାର ବାସିନ୍ଦା। ଜିଲା ଗ୍ରାମ୍ୟ ଉନ୍ନୟନ ଓ ଜଳସେଚନ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଦୀର୍ଘ ୭ ବର୍ଷ ଧରି ରାସ୍ତା ଓ ଆଡିବନ୍ଧର...

କେନ୍ଦୁପତ୍ର ଗୋଦାମ ପୋଡ଼ିଲେ ମାଓବାଦୀ: ୧ କୋଟି ୯୧ ଲକ୍ଷ ୧୫ ହଜାର ଟଙ୍କାର ପତ୍ର ନଷ୍ଟ

ଚନ୍ଦାହାଣ୍ଡି, ୩୧।୫ (ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧସ୍ଥିତ କେନ୍ଦୁପତ୍ର ଗୋଦାମକୁ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ନିଅଁା ଲଗାଇ ଦେଇଥିବା କେନ୍ଦୁପତ୍ର ବିଭାଗ ତରଫରୁ ସୂଚନା ଦିଆଯାଇଛି। ଗୁରୁବାର ବିଳମ୍ବିତ ରାତିରେ ୩୦ରୁ ଊର୍ଦ୍ଧ୍ୱ ସଶସ୍ତ୍ର...

ମାଓବାଦୀଙ୍କ ନାଁରେ ଯୁବତୀଙ୍କ ପରିବାରକୁ ହତ୍ୟା ଧମକ: ଯୁବକଙ୍କୁ ଗିରଫ କଲା ପୋଲିସ

ମାଲକାନଗିରି,୩୧।୫(ଡି.ଏନ୍‌.ଏ.): ଏକତରଫା ପ୍ରେମରୁ ଜଣେ କେଉଁଭଳି ଅଦ୍‌ଭୁତ କାଣ୍ଡ ଘଟାଇପାରେ, ତାହାର ଏକ ନମୁନା ହେଉଛନ୍ତି କୁମାର ପାଙ୍ଗୀ ନାମକ ଜଣେ ଯୁବକ। ଏକତରଫା ପ୍ରେମରୁ ଜଣେ ଯୁବତୀ ଓ ତାଙ୍କ ବାପାଙ୍କୁ ମାଓବାଦୀଙ୍କ ନାଁରେ ଚିଠି ଲେଖି ହତ୍ୟା...

ଜିଲାସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

ଭବାନୀପାଟଣା,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ବିଶ୍ୱ ତମାଖୁ ବର୍ଜନ ଦିବସ ଶୁକ୍ରବାର ପାଳିତ ହୋଇଛି। ଏହି ଦିବସରେ ସିଡିଏମ୍‌ଓପିଏଚ୍‌ଓ ଡ. ବନଲତା ଦେବୀ, ଡ. ନିହାରେନ୍ଦ୍ର ପଣ୍ଡା, ଡ. ସୁଶିଲ ରଥ, ଡ. ମନୋ ମାଝି,...

ଖଡିଆଳ ସ୍ବୟଂଶାସିତ କଲେଜ ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୭୮.୭୧ %

ଖଡିଆଳ,୩୧।୫(ଡି.ଏନ.ଏ.): ନୂଆପଡା ଜିଲା ଖଡିଆଳ ସ୍ବୟଂଶାସିତ କଲେଜର ଯୁକ୍ତ ୩ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ହୋଇଛି । ସମ୍ବଲପୁର ବିଶ୍ୱ ବିଦ୍ୟାଳୟ କ୍ଷେତ୍ରୀୟ ନିର୍ଦ୍ଦେଶକ ମାନସରଞ୍ଜନ ପୂଜାରୀ ଉପସ୍ଥିତ ରହି ପରୀକ୍ଷା ଫଳକୁ...

ହିଞ୍ଜିଳି ଥାନା ଅଞ୍ଚଳରୁ ଘନ ଘନ ଚୋରି

ହିଞ୍ଜିଳିକାଟୁ,୩୧।୫(ଡି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଗତ ୨ଦିନରେ ଏକାଧିକ ଚୋରି ଅଭିଯୋଗ ହୋଇଛି। ଗୁରୁବାର ରାତିରେ ରାମଚନ୍ଦ୍ରପୁର ଗ୍ରାମର ହେମନ୍ତ ସେଠିଙ୍କ ପରିବାର ଲୋକେ ଘରେ ଶୋଇଥିବାବେଳେ ଲୁଟେରାମାନେ ଘରେ ପଶି ଆଲମିରା ଭାଙ୍ଗି ୬...

ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ସ୍ବାସ୍ଥ୍ୟ ଶିବିର: ୨ ଶହ ଲୋକଙ୍କୁ ଚିକିତ୍ସା କରାଗଲା

ଜୁନାଗଡ,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ମେଡିକାଲ କଲେଜ ପରିସରରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲା ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ଆୟୋଜିତ ଏହି ସ୍ବାସ୍ଥ୍ୟ ଶିବିରରେ ଅଞ୍ଚଳର ୨...

ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି। ଅପରାହ୍ନରେ କିଶୋରନଗର ବ୍ଲକ ବଇଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ କର୍ମୀମାନଙ୍କୁ ନେଇ...

ଫନୀ ବିପନ୍ନଙ୍କୁ ସହାୟତା: ଭୁବନ ଶିକ୍ଷକ ସଂଘ ଦେଲା ୮୨,୨୦୦

ଭୁବନ, ୩୧।୫(ଡି.ଏନ.ଏ.)-ଭୁବନ ଶିକ୍ଷକ ସଂଘ ପକ୍ଷରୁ ଫନୀ ବାତ୍ୟା ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଆପତ୍‌କାଳୀନ ପାଣ୍ଠିଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ଆଗାମୀ ଶିକ୍ଷାବର୍ଷରେ...

ନିମ୍ନମାନର ରାସ୍ତା ନିର୍ମାଣକୁ ବିରୋଧ: ଠିକାଦାରଙ୍କୁ ଘେରିଲେ ଗ୍ରାମବାସୀ

ବନ୍ତ, ୩୧।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଡତିରା ପଞ୍ଚାୟତ ପରମାନନ୍ଦପୁରଠାରେ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ରାସ୍ତାକାମକୁ ବିରୋଧ କରି ଶୁକ୍ରବାର ଗ୍ରାମବାସୀ ସମ୍ପୃକ୍ତ ଠିକାଦାରଙ୍କୁ ଘେରିଥିଲେ। ଏହି ରାସ୍ତା...

ବସ୍‌ ଭିତରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧। ୫: ବାଲେଶ୍ୱରରୁ ବଲାଙ୍ଗୀର ଆସୁଥିବା ଏକ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ହେଲେ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗଁାର ରବୀନ୍ଦ୍ର କୁମାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri