ଆମ ଜିଲା ଖବର

ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶିତ: ସାହିତ୍ୟ ସମ୍ମାନରେ ଅନୁପମା ଟପ୍ପର

ଖଇରା, ୩୦।୫(ଡି.ଏନ.ଏ.)-ପୁରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଶାସ୍ତ୍ରୀ (+୩)ରେ ଖଇରା ବ୍ଲକ ଅଧୀନ ଅଲିପୁର ଶ୍ୟାମରାଈ ସଂସ୍କୃତ ମହାବିଦ୍ୟାଳୟ ଶେଷବର୍ଷ ଛାତ୍ରୀ ଅନୁପମା ମହାରଣା ସାହିତ୍ୟ ସମ୍ମାନରେ ଟପ୍ପର...

ଆମ୍ବପୁର ପ୍ରିମିୟର ଲିଗ୍‌, ଡେୟାରଡେଭିଲ୍ସ ଚାମ୍ପିୟନ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଆମ୍ବପୁର ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ଆମ୍ବପୁର ପ୍ରିମିୟର ଲିଗ୍‌ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଗ୍ରାମର ମୃତ ଯୁବକ ରୁଦ୍ର ପ୍ରଧାନଙ୍କ ସ୍ମୃତିରେ ଏହି ମ୍ୟାଚ ଆରମ୍ଭ ହୋଇଥିଲା। ୮ ତାରିଖରୁ ଆରମ୍ଭ ହୋଇଥିବା ଏହି...

ଖଇର ହିଂସା ଘଟଣା, ମୁଖ୍ୟ ଅଭିଯୁକ୍ତ ଅମିତ ଗିରଫ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ଜରଡା ଥାନା ଖଇର ଗ୍ରାମରେ ଗତ ୧୪ ତାରିଖ ରାତିରେ ହିଂସା ଘଟିଥିଲା। ଗ୍ରାମରେ ଯାତ୍ରାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବୁଝାମଣା ପାଇଁ ବୈଠକ ଚାଲିଥିବାବେଳେ ଗଣ୍ଡଗୋଳ ହୋଇଥିଲା। ଏଥିରେ ୯ରୁ ଉର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଜଣେ...

ଜୁଆଆଡ୍ଡା ଉପରେ ଚଢାଉ, ୯ ଗିରଫ

ଜଗନ୍ନାଥପ୍ରସାଦ,୩୦।୫(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ପୋଲିସ ବୁଧବାର ବିଳମ୍ବିତ ରାତିରେ ଏକ ଜୁଆଆଡ୍ଡା ଉପରେ ଚଢାଉ କରିଥିବା ସୂଚନା ମିଳିଛି। ରାଉତି-ଭାବସର ଗ୍ରାମ ମଧ୍ୟରେ ଥିବା ଏକ ଆମ୍ବ ତୋଟାରେ ଜୁଆ ଖେଳ ଚାଲିଥିବା ପୋଲିସକୁ ଖବର ମିଳିଥିଲା। ଥାନାଧିକାରୀ ଯୁବରାଜ ସ୍ବାଇଁଙ୍କ...

ଡ୍ରେନ୍‌ ନାହିଁ, ବର୍ଷା ହେଲେ ଘରେ ପଶୁଛି ପାଣି

ରାଇକିଆ,୩୦।୫(ଡ଼ି.ଏନ.ଏ)- ରାଇକଆ ଷ୍ଟେଟ୍‌ ବ୍ୟାଙ୍କ ରୋଡ଼ରୁ ପଡ଼ିଶିଲା ଯିବା ରାସ୍ତାରେ ସାମାନ୍ୟ ବର୍ଷା ହେଲେ ପାଣି ଜମୁଛି ା ତ୍ରୁଟିପୂର୍ଣ୍ଣ ରାସ୍ତା ନିର୍ମାଣ ଯୋଗୁ ଏଭଳି ସମସ୍ୟା ଉପୁଜୁଥିବା ଲୋକେ ଅଭିଯୋଗ କରିଛନ୍ତି। ଗତ କିଛିମାସ ତଳେ ଏଠାରେ କଂକ୍ରିଟ...

ଅଂଶୁଘାତରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବଇଣ୍ଡା,୩୦।୫(ଡି.ଏନ.ଏ.)-ହଣ୍ଡପା ଥାନା ନାକିଚି ଗ୍ରାମର ସୁରୁଚି ରଣା(୫୮) ଜଣେ ମହିଳାଙ୍କ ବୁଧବାର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡ଼ିଛି, ସୁରୁଚି ଅପରାହ୍ନରେ ତାଙ୍କ ଘର ବାରଣ୍ଡାରେ ବସି କାମ କରୁଥିବାବେଳେ ହଠାତ୍‌ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକ...

ଜିଆର୍‌ଏସ୍‌ଙ୍କୁ ଆକ୍ରମଣ ଘଟଣା: ଦମ୍ପତି ଗିରଫ

ବାସୁଦେବପୁର, ୩୦।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଅରଣ୍ଡୁଆ ପଞ୍ଚାୟତ କିଆପଡ଼ା ଗ୍ରାମର ଜିଆର୍‌ଏସ୍‌ ଲମ୍ବୋଦର ଦାସଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ଆକ୍ରମଣକାରୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ଗ୍ରାମର ହେମନ୍ତ ବେହେରା ଓ...

ଅବୈଧ ପ୍ରେମ ସମ୍ପର୍କକୁ ନେଇ ଶିକ୍ଷକଙ୍କୁ ହତ୍ୟା: ସ୍ତ୍ରୀ, ପ୍ରେମିକ ଓ ସହଯୋଗୀ ଗିରଫ

ମୁନିଗୁଡ଼ା,୩୦।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ଗ୍ରାମ ବଂଶଧରା ପୋଲ ତଳୁ ଗତ ୨୦ ତାରିଖରେ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରିବା ସହ ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ...

ଦୁର୍ଗମ ଅଞ୍ଚଳରେ ଚାଲିଥିଲା ମଦ ଭାଟି: ଅବକାରୀ ବିଭାଗର ଚଢ଼ାଉ, ଦୁଇ ଗିରଫ

ଦିଗପହଣ୍ଡି,୩୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବିଛାପାଟ ଗ୍ରାମ ନିକଟ ଦୁର୍ଗମ ଅଞ୍ଚଳରେ ଚାଲିଥିବା ବେଆଇନ ଦେଶୀ ମଦଭାଟି ଉପରେ ଗୁରୁବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଘଟଣାରେ ଭାଟିରେ ମଦ ପ୍ରସ୍ତୁତ...

ଭୟାବହ ଅଗ୍ନିକାଣ୍ଡ : ୬୦ ବଖରା ପୋଡ଼ି ପାଉଁଶ

ମହାକାଳପଡ଼ା,୩୦ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଥାଉକି, ଗ୍ରାମର ଅଜୟ ପ୍ରଧାନଙ୍କ ପାଳଗଦାରେ କୌଣସି କାରଣରୁ...

ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୩୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ଭରତ ବିଶ୍ୱାଳ। କଳାହାଣ୍ଡି ଜିଲା ଭବାନୀପାଟଣା...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ

ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ ଲାଗୁ, ସାମାଜିକ ସୁରକ୍ଷା, ପାଚିକା/ସହାୟିକାମାନଙ୍କର ପୂର୍ବ ବକେୟା ଦରମା, ଅଙ୍ଗନବାଡ଼ି କେନ୍ଦ୍ରକୁ ନିୟମିତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri