ଆମ ଜିଲା ଖବର

ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ବାଲିଗୁଡ଼ା ବିଧାୟକ

କ.ନୂଆଗଁ।,୨୭।୫(ଡି.ଏନ୍‌.ଏ.)- କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ଚକ୍ରମଣି କହଁର ବାଲିଗୁଡ଼ା ବିଧାୟକ ଭାବେ ନିର୍ବାଚିତ ହେବା ପରେ ସୋମବାର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ ଶିକ୍ଷକ ପଦବୀରୁ ଇସ୍ତଫା ଦେଇ ନିଜ ପଞ୍ଚାୟତ ସାଇନପଡ଼ାରୁ ସମିତିସଭ୍ୟ...

ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା

ଉଲୁଣ୍ଡା, ୨୭ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ସଦର ଥନାପତି ପଡାରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ପରିବାରର ୫ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ବିପନ୍ନମାନେ ହେଲେ ପଡାର ଚମ୍ପେଶ୍ୱର ଥନାପତି ଏବଂ ଆଲୋକ ଦେହେରି।...

ଏନଏଚ ୩୫୩ ପାଇଁ ଅର୍ଥନୈତିକ ଅବରୋଧ୮ ଘଣ୍ଟା ପରେ ଓହରିଲା

ନୂଆପଡା ଅଫିସ,୨୭ା୫: ସରକାର ଦିନକୁ ୩୦ କି.ମି. ଜାତୀୟ ରାଜପଥ ନିର୍ମାଣ କରୁଥିବା କହୁଥିବା ବେଳେ ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ଜାତୀୟ ରାଜପଥ ୩୫୩ କାମ (୬୫ କି.ମି.) ଆଜକୁ ୫ ବର୍ଷ ହେବ ଶେଷ ହେବାର...

ଗଙ୍ଗାଧର ମେହେର ଜୁନିୟର କଲେଜ ସ୍ଥାନାନ୍ତର, ବିଭାଜନକକୁ ବିରୋଧ

ସମ୍ବଲପୁର, ୨୭।୫ (ବ୍ୟୁରୋ): ଗଙ୍ଗାଧର ମେହେର ଜୁନିୟର କଲେଜକୁ ଅନ୍ୟତ୍ର ସ୍ଥାନାନ୍ତର ଓ ବିଭାଜନକୁ ବିରୋଧ କରାଯାଇଛି । ସୋମବାର ଏ ନେଇ କଲେଜ ଛାତ୍ରୀଛାତ୍ର ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ...

କେସାପାଲି-ଭାଲିଆକଟା ରାସ୍ତା କାମରେ ଅନିୟମିତତା

ସମ୍ବଲପୁର,୨୫ା୫ (ବ୍ୟୁରୋ): ଗ୍ରାମାଞ୍ଚଳରେ ଗମନା ଗମନ ସୁବିଧା ପାଇଁ ସରକାର ରାସ୍ତା ନିର୍ମାଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜକୋଷରୁ ଟଙ୍କା ଦେଉଛନ୍ତି । ହେଲେ ଯେଉଁ ବିଭାଗ ମାଧ୍ୟମରେ କାମ ହେଉଛି ସେହି ବିଭାଗର ଅଧିକାରୀ ହିଁ ଠିକାଦାର...

ଚିପିଲିମା ଘଣ୍ଟେଶ୍ୱରୀ ସ୍ବାଗତ ଫାଟକରୁ ପଥର ପ୍ଲେଟ୍‌ ଖସୁଛି

ଚିପିଲିମା, ୨୭।୫ (ଡି.ଏନ.ଏ):ସମ୍ବଲପୁର ଜିଲା ଚିପିଲିମାସ୍ଥିତ ମୁଖ୍ୟ ଛକରେ ଥିବା ଘଣ୍ଟେଶ୍ୱରୀଙ୍କ ପୀଠର ସ୍ବାଗତ ଫାଟକ ଅସୁରକ୍ଷିତ। ହେଲେ ଏହି ଫାଟକରୁ କିଛି ଦିନ ହେଲା ନିୟମିତ ପ୍ଲେଟ ଖସୁଛି। ଏଣୁ ଏହି ରାସ୍ତାରେ ଯାଉଥିବା ପର୍ଯ୍ୟଟକ ତଥା ଜନସାଧାରଣ...

ସମ୍ବଲପୁରରେ ୩୦ରୁ ୩ ଶିକ୍ଷାନୁଷ୍ଠାନକୁ ଅଗ୍ନିଶମ ବିଭାଗର ନୋଟିସ୍‌

ସମ୍ବଲପୁର,୨୭ା୫ (ବ୍ୟୁରୋ): ଗୁଜରାଟ ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୦ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଦେଶ ଓ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତି ସରକାରୀ ଓ ପ୍ରଶାସନିକ ସ୍ତରରେ ଦୃଷ୍ଟି ପଡିଛି।...

ଭୁଜାଲି ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ୮୦ ହଜାର ଟଙ୍କା ଲୁଟ୍‌

କାମାକ୍ଷାନଗର, ୨୭ା୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଲୀକାଟେଣୀ ଗ୍ରାମରୁ ସୋମବାର ମଧ୍ୟାହ୍ନରେ ଭାରତ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କଠାରୁ ୮୦ ହଜାର ଟଙ୍କା ଲୁଟ୍‌ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ, କମ୍ପାନୀ କର୍ମଚାରୀ ରାହୁଲ...

ଜଜାଙ୍ଗ ଖଣିରେ ବିଦ୍ରୋହସହସ୍ରାଧିକ ଶ୍ରମିକ ବନ୍ଦ କଲେ ଖଣିବ୍ୟାପକ ପୋଲିସଫୋର୍ସ ମୁତୟନ

ଯୋଡ଼ା, ୨୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ ଖଣିରେ ବର୍ଦ୍ଧିତ ଦରମା ପ୍ରଦାନ ଦାବୀରେ ସୋମବାର ସହସ୍ରାଧିକ ଶ୍ରମିକ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଉକ୍ତ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକ ବିଦ୍ୟାଧର ପାତ୍ର, ରତ୍ନାକର ହଂସ, ଗଣେଶ ପାତ୍ର...

ଦବୁଛି ସୌରଚାଳିତ ଗଭୀର ନଳକୂପଅଭିଯୋଗ ପରେ ମଧ୍ୟ ମରାମତି ହେଉନି

ଝୁମ୍ପୁରା, ୨୭।୫(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଜଙ୍ଗଲାଞ୍ଚଳରେ ଅବସ୍ଥିତ ବସନ୍ତପୁର ପଞ୍ଚାୟତର ଜଡିପଦା ସାହିରେ ଥିବା ସୋଲାର ସିଷ୍ଟମର ଗଭୀର ନଳକୂପର ଏକ ପାର୍ଶ୍ୱ ଦବିବାରେ ଲାଗିଛି। ଗଭୀର ନଳକୂପରୁ ପାଇପ ଯୋଗେ ସୋଲାର ସିଷ୍ଟମ ପଏଣ୍ଟଗୁଡିକ ପାଇଁ ସଂଯୋଗ ହୋଇଥିବା...

ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌ : ୧୫ ଆହତ

ସୋର, ୨୭।୫(ଡି.ଏନ.ଏ.)-ସୋର ଥାନା ୧୬ନଂ. ଜାତୀୟ ରାଜପଥ ଛଅପୋଲିଆଠାରେ ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ସୋମବାର ଭୋର୍‌ ସମୟରେ ପ୍ରଧାନ...

ସମୟର ଆହ୍ବାନକୁ ସାମନା କରିବୁ-ସତ୍ୟଶିବ

ଭୋଗରାଇ, ୨୭।୫(ଡି.ଏନ.ଏ.)-ନିର୍ବାଚନରେ ପରାଜୟ ବରଣ କରି କଂଗ୍ରେସ ପକ୍ଷରୁ ମାନସ ମନ୍ଥନ ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ପରାଜିତ ପ୍ରାର୍ଥୀ ସତ୍ୟଶିବ ଦାସ କହିଛନ୍ତି, ସମୟର ଆହ୍ବାନକୁ ଗ୍ରହଣ କରି ଲକ୍ଷ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri