ଆମ ଜିଲା ଖବର

ହାତୀଙ୍କ ଜଳକ୍ରୀଡ଼ା

ଭାପୁର, ୨୬।୫(ଡି.ଏନ.ଏ.)- ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ଏହା କେବଳ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି ତାହା ନୁହେଁ, ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ବନ୍ୟଜନ୍ତୁ। ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବାକୁ ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲରେ...

ବାଘ ଚମଡ଼ା ଜବତ ଘଟଣା : ତନ୍ତ୍ର ସାଧନାରେ ବ୍ୟବହୃତ ହେଉଥିଲା

ପରଜଙ୍ଗ, ୨୬।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଲେଇ ଗ୍ରାମ ତାଳେଶ୍ୱର ଶିବମନ୍ଦିରରୁ ଜବତ କଲରାପତରିଆ ବାଘ ଚମଡ଼ା ତନ୍ତ୍ରସାଧନାରେ ବ୍ୟବହୃତ ହେଉଥିଲା। ଏଥିରେ ବିଧିବଦ୍ଧ ଭାବେ ଏକ ର଼୍ୟାକେଟ କାମ କରୁଛି, ଯାହାର ଚେର ଜିଲା ବାହାରକୁ...

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ: ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୬।୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗାଁର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଅବସ୍‌ତା ଏନ୍‌ତା ଯେ, ସେ ସବୁବେଲେ...

ଅବହେଳାର ଶିକାର ଏନ୍‌ଟିପିସି ହଟିଂବାସୀ : ପାଣି ମୁନ୍ଦେ ପାଇଁ ଧାଡ଼ି ବିକଳ୍ପ

କଣିହାଁ, ୨୬ା୫(ଡି.ଏନ.ଏ.) – କାରଖାନାରେ ଖଟିବା ଠାରୁ ବଳିଯାଉଛି ପାଣି ସଂଗ୍ରହ ପାଇଁ ଶ୍ରମର ପରିମାଣ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ବି ଧାଡ଼ିରେ ଛିଡା ହେବା ଛଡା ଆଉ କିଛି ବିକଳ୍ପ ନାହିଁ। ଶୋଷକୁ ଶାନ୍ତ କରିବାକୁ ଦିନ ଆରମ୍ଭରୁ...

କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୬।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି। ସେ ୬୪,୨୪୬ ଖଣ୍ଡ ଭୋଟେ ପାଇଥିତ୍ବାବେଳେ ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗ...

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୬।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିତ୍ସା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିତ୍ସାଳୟ, ବ୍ଲକମାନକେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର, ସ୍ବାସ୍ଥ୍ୟ ଉପକେନ୍ଦ୍ର ଖୁଲୁଛନ୍‌। ହେଲେ...

୫୦ ହଜାର ଚାଷୀ ବିକି ପାରିଲେନି ଧାନ

ଛତ୍ରପୁର,୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାର ଚାଷୀମାନଙ୍କଠାରୁ ଖରିଫ୍‌ ଧାନ କିଣା ପ୍ରକ୍ରିୟା ଗତ ଫେବୃୟାରୀ ୨୮ ତାରିଖ ପରଠାରୁ ବନ୍ଦ ହୋଯାଇଛି। ଫଳରେ ବହୁ ଚାଷୀ ସେମାନଙ୍କ ଧାନ ବିକି ପାରି ନ ଥିବା ଜଣାପଡିଛି ା ଅପରପକ୍ଷରେ ଗଞ୍ଜାମ ଜିଲାରେ ଧାନ...

ପରାଜୟକୁ ସହଜରେ ଗ୍ରହଣ କରିପାରୁନି ଭାଜପା

ଭଞ୍ଜନଗର,୨୬।୫(ଡି.ଏନ.ଏ.)-ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ଭାଜପା ଜିତିବ ବୋଲି ଦଳର ଅଧିକାଂଶ ନେତା ଓ କର୍ମୀ ନିଶ୍ଚିତ ଥିଲେ। ଏନେଇ ଦଳୀୟ ନେତା ଓ କର୍ମୀମାନେ ମତଦାନ ପରଠୁ ଦମ୍ଭୋକ୍ତି ପ୍ରକାଶ କରିଆସୁଥିଲେ। ନିର୍ବାଚନରେ ଦଳର ପରାଜୟ ନେଇ କର୍ମୀମାନେ ବହୁତ ହତୋତ୍ସାହିତ...

କାମ ଦେବା ନାଁରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଗଞ୍ଜାମ,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ଗଞ୍ଜାମ ପୋଲିସ ନଂ. ୪୨/୧୯ରେ ମାମଲା ରୁଜୁ କରିଛି। ମହିଳାଙ୍କ ବୟାନ ରେକର୍ଡ କରିବା...

ଫାଟିଲା ଜାନିବିଲି ନୂତନ ପାଇପ୍‌ଲାଇନ

ବ୍ରହ୍ମପୁର ଅଫିସ,୨୬ା୫-ଖରା ବଢୁଥିବା ବେଳେ ବ୍ରହ୍ମପୁର ସହରରେ ଉତ୍କଟ ହୋଇଛି ଜଳ ସଙ୍କଟ। ଏହାକୁ ଦୂର ପାଇଁ ରାଜ୍ୟ ସରକାର ଜାନିବିଲି ଜଳଯୋଗାଣ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। କିନ୍ତୁ ପ୍ରକଳ୍ପ କାର୍ଯ୍ୟ ଏଯାଏ ଅସମ୍ପୂର୍ଣ୍ଣ ହୋଇ ରହିଥିବା ବେଳେ ବିଛା...

ବ୍ରହ୍ମପୁର ବଡ଼ ମେଡିକାଲ୍‌: ଡାଏଲିସିସ୍‌ ୱାର୍ଡରେ ଅଚଳାବସ୍ଥା

ବ୍ରହ୍ମପୁର ଅଫିସ୍‌,୨୬ା୫-ବ୍ରହ୍ମପୁର ବଡ଼ ମେଡିକାଲ୍‌ରେ ଥିବା ଡାଏଲିସିସ୍‌ ୱାର୍ଡ଼ ଅବହେଳାର ଶିକାର ହେବାରେ ଲାଗିଛି। ଏହି ୱାର୍ଡ଼ରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ନୂଆ ମେଶିନ୍‌ ଦିଆଯାଉ ନାହିଁ। ପୁରୁଣା ମେଶିନ୍‌ରେ ଯେନତେନ ପ୍ରକାରେ କାମ ଚଳାଯାଉଛି। ଏହି ପୁରୁଣା...

ଡାହାଣୀ ସନ୍ଦେହ : ମହିଳାଙ୍କୁ ମାଡ଼ ମାରି ବିଷ୍ଠା ଖୁଆଇଲେ

ଢେଙ୍କିକୋଟ, ୨୬।୫(ଡି.ଏନ୍‌.ଏ.)- ଡାହାଣୀ ସନ୍ଦେହ ଭଳି ଅନ୍ଧବିଶ୍ୱାସକୁ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ଆମ୍ବୁଆପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ବୁଧବାର ଅପରାହ୍ନରେ ଉଲଗ୍ନ କରି ମାରଧର କରିବା ସହ ବିଷ୍ଠା ଖୁଆଇବା ଭଳି ଅମାନବୀୟ କାଣ୍ଡ ଘଟିଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri