ଆମ ଜିଲା ଖବର

ତଲସରା ନିର୍ବାଚନ ମଣ୍ଡଳୀରେ ଭାଜପାର ବାଜିମାତ:ଭୁଶୁଡ଼ିଲା କଂଗ୍ରେସ ଗଡ଼

ବଡ଼ଗାଁ/ ସବ୍‌ଡେଗା, ୨୪-୫(ଡି.ଏନ.ଏ):ସୁନ୍ଦରଗଡ଼ ଜିଲା ତଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବାଜିମାତ କରିଛି । କଂଗ୍ରେସର ଗଡ ଭାବେ ରହି ଆସିଥିବା ଏହି ନିର୍ବାଚନ ମଣ୍ଡଳୀରେ ଭୋଟର କଂଗ୍ରେସ ଓ ବିଜେଡିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏଠାରେ କଂଗ୍ରେସର ଗଡ଼...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ କରି ହ୍ୟାଟ୍ରିକ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ...

ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ

ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି। ଭଦ୍ରକ ସଦରରେ ବିଜେଡି ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ...

ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍‌ ବିଜୟ

ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ କରି ପାରିନି। ଜଳସମ୍ପଦ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁରରୁ...

ମୟୂରଭଞ୍ଜ ଜିଲାରେ ନିର୍ବାଚନ ଫଳାଫଳ: ଭାଜପା ୬, ବିଜେଡି ୩ ବିଧାନସଭା ଆସନରେ ବିଜୟୀ

ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଏହି ଜିଲାର ୯ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବାରିପଦା, ବାଙ୍ଗିରିପୋଷି,...

ସମ୍ପତ୍ତି ଭାଗବଣ୍ଟାରୁ ଆକ୍ରମଣ: ମା’ ମୃତ, ଝିଅ ପୁଅ ଗୁରୁତର

ଆସିକା,୨୪ା୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ବାଲିସିରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦୁଇ ପରିବାର ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ହୋଇଥିବା ଗଣ୍ଡଗୋଳରେ ଗୋଟିଏ ପରିବାରର ଜଣେ ମହିଳାଙ୍କ...

କନ୍ଧମାଳରେ ବିଜେଡିର ବାଜିମାତ୍‌

ଫୁଲବାଣୀ ଅଫିସ/ଜି.ଉଦୟଗିରି, ୨୪ା୫(ଡି.ଏନ.ଏ.) -ନ୍ଧମାଳ ଜିଲାରେ ବିଜେଡି ବହୁ ଭୋଟ ବ୍ୟବଧାନରେ ୩ ବିଧାନସଭା ଓ ଗୋଟିଏ ଲୋକ ସଭା ଆସନ ଅକ୍ତିଆର କରିଛି। ଲୋକ ସଭାରେ ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଭାଜପା ପ୍ରାର୍ଥୀ ମହାମେଘ ବାହାନ ଐରଖାରବେଳ...

ରେଶମ ସହରରେ ଉଗ୍ରରୂପ ନେଉଛି ଜଳସଙ୍କଟ: ଜେମାଦେଇ ପେଣ୍ଠବାସିନ୍ଦାଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ବ୍ରହ୍ମପୁର ଅଫିସ, ୨୪ା୫- ବ୍ରହ୍ମପୁରରେ ଖରାଦିନେ ଜଳସଙ୍କଟ ଉଗ୍ରରୂପ ଧାରଣ କରିବାରେ ଲାଗିଛି ା ସହରର ଜଳାଭାବ ଦୂର କରିବାକୁ ଜାନିବିଲି ପ୍ରକଳ୍ପର ଶୁଭାରମ୍ଭ ହୋଇଥିବା ବେଳେ ଏଯାଏ ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟୟ କାର୍ଯ୍ୟ ମଧ୍ୟ ସମ୍ପୂର୍ଣ୍ଣ ହୋଇନାହିଁ...

ହିଞ୍ଜିଳିରେ ନବୀନଙ୍କ ଦମ୍‌ଦାର ବିଜୟ

ହିଞ୍ଜିଳିକାଟୁ,୨୩।୫(ଡି.ଏନ୍‌.ଏ.): ୨୦୧୯ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଲଗାତାର ପଞ୍ଚମ ଥର ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭାରୁ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ...

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥିନୀ ପୂର୍ଣ୍ଣବାସୀ ନାୟକ ୫୧,୩୫୧ ଭୋଟ ପାଇଛନ୍ତି। ସେହିପରି ତୃତୀୟ ସ୍ଥାନରେ ଭାଜପା...

ପଟ୍ଟାଙ୍ଗୀରେ ପୁଣି ବାଜି ମାରିଲା ବିଜେଡି

କୋରାପୁଟ, ୨୩।୫(ସ୍ବ.ପ୍ର.)- କୋରାପୁଟ ଜିଲା ଅଧୀନ ପଟ୍ଟାଙ୍ଗୀ ବିଧାନସଭା ଆସନକୁ ପୁଣିଥରେ ହାତେଇଛି ବିଜେଡି। ଏହି ଆସନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରିତମ ପାଢୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ରାମଚନ୍ଦ୍ର କାଡାମ୍‌ଙ୍କୁ ୪,୧୯୯ ଭୋଟରେ ହରାଇ ବିଜୟ ମୁକୁଟ...

କୋରାପୁଟରେ ବାଜି ମାରିଲେ ବିଜେଡିର ରଘୁରାମ ପଡାଲ

କୋରାପୁଟ, ୨୩।୫(ସ୍ବ.ପ୍ର.)-କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରେ ବାଜି ମାରିଛି ବିଜେଡି। କଂଗ୍ରେସର କୃଷ୍ଣ କୁଲ୍‌ଦୀପଙ୍କୁ ୬,୨୨୪ ଭୋଟରେ ହରାଇ ବିଜେଡିର ରଘୁରାମ ପଡାଲ ବିଜୟୀ ହୋଇଛନ୍ତି। ରଘୁରାମ ପଡାଲ ୪୭,୯୧୪ ଭୋଟ ପାଇଥିବାବେଳେ କୃଷ୍ଣ କୁଲଦୀପ ୪୧,୬୯୦ ଭୋଟ ପାଇଛନ୍ତି। ସେହିପରି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri