ଆମ ଜିଲା ଖବର

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧ ଲକ୍ଷ ୯୬ ହଜାର ୭୫୦ ଭୋଟ...

ଡାବୁଗାଁରେ ବିଜେଡିର ମନୋହର ରନ୍ଧାରୀ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଡାବୁଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଜୟୀ ହୋଇଛି। ବିଜେଡିର ମନୋହର ରନ୍ଧାରୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଭୁଜବଳ ମାଝିଙ୍କଠାରୁ ୭,୩୯୨ ଭୋଟରେ ଜିତିଛନ୍ତି।ମନୋହର ରନ୍ଧାରୀଙ୍କୁ ୭୩,୨୦୦ ଓ ଭୁଜବଳ ମାଝିଙ୍କ ୬୫,୮୦୮ ଖଣ୍ଡ ଭୋଟ ମିଳିଛି।

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କ ଠାରୁ ଅଧିକ ୨୫, ୫୦୫ ଭୋଟ ପାଇ ବିଜୟଲାଭ କରିଥିବା...

ଝାରସୁଗୁଡ଼ାରେ ନବ, ବ୍ରଜରାଜନଗରରେ କିଶୋର ଆଗୁଆ

ଲଖନପୁର,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗରେ ଅଛନ୍ତି। ନବ ୪୧୫୨୫ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦୀନେଶ ଜୈନ ୨୪୩୫୮ ଭୋଟ ପାଇଛନ୍ତି। ସେହିପରି...

ନୂଆପଡ଼ାରେ ଢୋଲକିଆ, ଖଡ଼ିଆଳରେ ଅଧିରାଜ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗରେ ଅଛନ୍ତି। ଢୋଲକିଆ ୨୬୪୮୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୯୦୬୦ ଭୋଟ ପାଇଛନ୍ତି।...

କଣ୍ଟାମାଳରେ ଭାଜପା, ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୦ ରାଉଣ୍ଡ ଗଣତି ସୁଦ୍ଧା କଣ୍ଟାମାଳ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଚରଣ ଡାଙ୍ଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମହୀଧର ରଣାଙ୍କଠାରୁ ୫୩୨୦ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ୧୧ ରାଉଣ୍ଡ ଗଣତି ସୁଦ୍ଧା ବୌଦ୍ଧ ବିଧାନସଭା...

ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ

ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର ମାଝିଙ୍କୁ ୩୧,୨୭୫ ଭୋଟ୍‌ ବ୍ୟବଧାନରେ ପରାସ୍ତ କରିଛନ୍ତି। ଗଣତିରେ ମୋଟ ୧,୭୪,୩୬୨ ଭୋଟ୍‌ରୁ...

୧୨ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ

ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୩୦ହଜାର ୪୪୦, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୭ହଜାର ୭୬୮ ଭୋଟ ମିଳିଛି। ସେହିପରି ଲୋକସଭା ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୨୯ ହଜାର ୯୨୧ ଭୋଟ...

କବିସୂର୍ଯ୍ୟନଗରରେ ଲତିକା ଆଗୁଆ

ବେଗୁନିଆପଡ଼ା,୨୩।୫(ଡି.ଏନ୍‌.ଏ.)-ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥନୀ ଲତିକା ପ୍ରଧାନ ୨୨,୫୬୯ ଭୋଟ ପାଇ ଆଗରେ ଥିବା ବେଳେ ଭାଜପା ପ୍ରାର୍ଥୀ ରଞ୍ଜନ ପଲାଇ ୧୨,୭୪୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।...

ଲୋଇସିଂହା ବିଧାନସଭାରେ ଭାଜପା ଆଗୁଆ

ଲୋଇସିଂହା,୨୩।୫: ଲୋଇସିଂହା ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ଆଗରେ ଅଛନ୍ତି। ମୁକେଶ ୧୯୪୧୦ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରଦୀପ କୁମାର ବେହେରା ୧୪୩୦୮ ଭୋଟ ପାଇଛନ୍ତି।

୮ମ ରାଉଣ୍ଡ: ବିଜେଡି ପ୍ରାର୍ଥୀ ଆଗରେ

ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମଲୋଚନ ପଣ୍ଡାଙ୍କଠାରୁ ୩୨୯୧ଖଣ୍ଡ ଭୋଟ ଆଗରେ ଅଛନ୍ତି।

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri