ଆମ ଜିଲା ଖବର

ରାଣୀପଥର ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌

ଫୁଲବାଣୀ,୬।୩(ରାକେଶ କୁମାର ରାଉତ): କନ୍ଧମାଳ-ବୌଦ୍ଧ ସୀମା ରାଣୀପଥର ଘାଟିରେ ବୁଧବାର ଭୋରରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ୨୦ ଯାତ୍ରୀ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଆହତ ମାନଙ୍କୁ ପୁରୁଣାକଟକ ଡାକ୍ତରଖାନାରେ...

ଅଧା କର୍ମଚାରୀଙ୍କ ଉପରେ ସବୁ ଦାୟିତ୍ୱ

ଖୁଣ୍ଟା,୬।୩(ଦେବରଞ୍ଜନ ବେହେରା): ଲୋକଙ୍କୁ ତ୍ୱରିତ ସେବା ଯୋଗାଇ ଦେବାକୁ ନେଇ ସରକାର ବିଭିନ୍ନ ପଦ ପଦବୀ ସୃଷ୍ଟି କରିବା ସହିତ ଅଧିକାରୀ ନିଯୁକ୍ତି କରୁଛନ୍ତି। ମାତ୍ର ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଏବେ ଏହାର ଓଲଟା ପ୍ରତିଫଳନ ଦେଖିବାକୁ...

ରାସ୍ତା ପାଇଁ କାଟିଦେଲେ ୭୧୧ ଗଛ

ବାସୁଦେବପୁର,୬।୩(ନାରାୟଣ ପ୍ରସାଦ ବାରିକ୍‌): ବାସୁଦେବପୁର-ବାଲିଛନ୍ଦା ଘାଟ ରାସ୍ତାର ବାସୁଦେବପୁର ବଜାରଠାରୁ ସୁଦର୍ଶନପୁର ପଞ୍ଚାୟତର ମାଛହାଟ ଛକ ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ବାସୁଦେବପୁରରୁ ବାଲେଶ୍ୱରକୁ ସଂଯୋଗ କରୁଥିବା ପ୍ରାୟ ୪ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ପାଇଁ ୭୧୧ଟି ଗଛକୁ ବନ...

ମାରି ପୋତି ଦେଇଥିଲେ, ୧୫ ଦିନ ପରେ ମାଟିତଳୁ କଢ଼ାଗଲା ମୃତଦେହ

କଣ୍ଟାବାଞ୍ଜି,୬।୩ (ଗୁରୁଦୟାଲ ହଂସ): ୧୫ଦିନ ତଳେ ନିଖୋଜ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ପଞ୍ଚାୟତ ରଜାମରା ଗାଁର ଧୁବଲ ରଣା(୭୦)ଙ୍କ ମୃତଦେହ ମଙ୍ଗଳବାର ମୁରିବାହାଲ ଥାନା କଟାଡୁଙ୍ଗୁରୀ ଗାର୍ଡୱାଲ ନିକଟ ମାଟିତଳୁ ଜବତ ହୋଇଛି। ଜମିବାଡି ବିବାଦରୁ ତାଙ୍କୁ...

ମୋଦିଙ୍କ ସରକାରୀ କାର୍ଯ୍ୟକ୍ରମରେ ମିଳିଲାନି ସ୍ଥାନ: ହଜିିଗଲା ଚଣ୍ଡିଖୋଲ ତୈଳଭଣ୍ଡାର ପ୍ରକଳ୍ପ

ଯାଜପୁର,୬।୩ (ହର୍ଷବର୍ଦ୍ଧନ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଚଣ୍ଡିଖୋଲ ନିକଟ ବେଣାପୁରଠାରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ୧୯,୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ହେଲେ ଦୀର୍ଘ ୬ ବର୍ଷ ତଳେ...

ସନାସେନା ସମର୍ଥନ ଅପେକ୍ଷାରେ ବିଜେଡି, ଭାଜପା

ପାଟଣା,୬ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ସାଙ୍ଗଠନିକ କାର୍ଯ୍ୟ ବଢ଼ାଇବାରେ ଲାଗିଛନ୍ତି। ବିଜେଡି ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତି ଓ ବିକାଶକୁ...

ଓଡ଼ିଶା ବିକଶିତ ଭାରତର ଦ୍ୱାର ହେଉ

ଯାଜପୁର/ଚଣ୍ଡିଖୋଲ(ହର୍ଷବର୍ଦ୍ଧନ ବେହେରା/ପ୍ରଦୀପ୍ତ କୁମାର ପୃଷ୍ଟି),୬ା୩: ଓଡ଼ିଶା ବିକଶିତ ଭାରତର ଦ୍ୱାର ହେଉ। ଆତ୍ମନିର୍ଭର ଭାରତକୁ ଓଡ଼ିଶା ଶକ୍ତି ଯୋଗାଉଛି ବୋଲି ଭାଜପାର ବରିଷ୍ଠ ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ଯାଜପୁର ଜିଲା ଚଣ୍ଡିଖୋଲଠାରେ ଆୟୋଜିତ ‘ମୋଦି...

ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର/ମାଲକାନଗିରି,୬ା୩ (ଅନିଲ ଦାସ/ଦୁର୍ଯ୍ୟୋଧନ ପାତ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ପଞ୍ଜୀକରଣ ପାଇଁ ମାଲକାନଗିରି ଜିଲାରେ ଓ୍ବେବ୍‌ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ...

ନକଲି ଡାକ୍ତର ଚିହ୍ନଟ ମାମଲା: ହାଜର ହେଲେ ଓସିଏମ୍‌ଆର୍‌ ଅଧ୍ୟକ୍ଷ

କଟକ,୫ା୩ (କାର୍ତ୍ତିକ ସାହୁ) ରାଜ୍ୟରେ ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଓଡ଼ିଶା କାଉନ୍‌ସିଲ ଅଫ୍‌ ମେଡିକାଲ ରେଜିଷ୍ଟ୍ରେସନ (ଓସିଏମ୍‌ଆର) ଅଧ୍ୟକ୍ଷ ହାଜର ହୋଇ ନିଜର ପକ୍ଷ...

କାର୍‌ ସହ ଧରାପଡ଼ିଲେ ଗଞ୍ଜେଇ ବେପାରୀ

ଫିରିଙ୍ଗିଆ,୫ା୩(ବିକ୍ରମ ଦିଗାଲ): ଫିରିଙ୍ଗିଆ ଥାନା ବନ୍ଧଗଡ଼ ପଞ୍ଚାୟତ ଅଧୀନ ମଣିପଦର ଗାଁ ନିକଟ ମୁଖ୍ୟ ରାସ୍ତାରୁ ପୋଲିସ ଏକ କାର ସହ ୧୨୬ କି.ଗ୍ରା ଗଞ୍ଜେଇ ଜବତ କରିଛି। ଏଥିସହ ପୋଲିସ ଗଞ୍ଜେଇ ଚାଲାଣ କରୁଥିବା ୨ ବ୍ୟବସାୟୀଙ୍କୁ ଗିରଫ...

୩୦ବର୍ଷ ଦେଶ ସେବା କରି ଜନ୍ମମାଟିକୁ ଫେରିଲେ ସୈନିକ

କୋଲାବିରା,୫ା୩(ଚିନ୍ମୟ କୁମାର ବହିଦାର): ୩୦ବର୍ଷ ଧରି ଜଣେ ସୈନିକ ଭାବେ ଦେଶମାତୃକାର ସେବାରେ ନିଜକୁ ନିୟୋଜିତ କରି କୋଲାବିରା ବ୍ଲକ ସନ୍ୟାସିପାଲି ଗ୍ରାମର ଛବିଳ କୁମାର ବାଗ୍‌ ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି। ସୁବେଦାର ବାଗ୍‌ ଶ୍ରୀନଗରରୁ ଫେରିବା ପରେ ଦୁଲଦୁଲି...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା ହତ୍ୟାକାରୀ। ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରଛନ୍ତି। ଏପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri