ଆମ ଜିଲା ଖବର

ସାନଖେମୁଣ୍ଡିରେ ନନ୍ଦିନୀ ଦେବୀ ଆଗରେ

ବ୍ରହ୍ମପୁର ଅଫିସ,୨୩।୫- ସାନଖେମୁଣ୍ଡି ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ପଞ୍ଚମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ନନ୍ଦିନୀ ଦେବୀଙ୍କୁ ୧୦ହଜାର ୪୮୯ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ରମେଶ ଚନ୍ଦ୍ର ଜେନା ପ୍ରଥମ ତିନି ରାଉଣ୍ଡରେ ଆଗୁଆ...

ଜି.ଉଦୟଗିରି, ବାଲିଗୁଡା, ଫୁଲବାଣୀରେ ବିଜେଡି ଆଗରେ

ଫୁଲବାଣୀ ଅଫିସ,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୧୨୯୪୩ ଭୋଟ...

ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୧୪,୦୦୬ ଭୋଟ ପାଇ ଦ୍ୱିତୀୟ...

ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଉଷା ଦେବୀ...

ବରଗଡ଼ ଲୋକ ସଭା: ସୁରେଶ-ପ୍ରସନ୍ନଙ୍କ ମଧ୍ୟରେ କଡ଼ା ଟକ୍କର

ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସୁରେଶ ୨୬୦୫୮ ଭୋଟ ପାଇଥିବାବେଳେ ୨୫୭୨୪ ଭୋଟ ପାଇଛନ୍ତି।

ଚାନ୍ଦବାଲିରେ ବିଜେଡି ଆଗରେ

ଚାନ୍ଦବାଲି, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟ ୧୧,୯୦୩ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ମନମୋହନ ସାମଲ ୧୧,୮୮୧ ଓ...

ବହୁ ଆଗରେ ସୂର୍ଯ୍ୟ ପାତ୍ର

ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି ୧୧ହଜାର ୫୭୪ ଖଣ୍ଡ ଭୋଟ। ଦ୍ୱିତୀୟ ସ୍ଥାନରେ କଂଗ୍ରେସର ପ୍ରଫୁଲ ପଣ୍ଡା ରହିଛନ୍ତି।...

ବିଧାନସଭା ନିର୍ବାଚନ ଫଳ: ପ୍ରଥମ ବିଜୟୀ ହେଲେ ନବରଙ୍ଗପୁରର ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ

ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ବିଧାନସଭା ଆସନରେ ଶେଷ ରାଉଣ୍ଡ ଗଣତି ସରିବା ପରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଥିବା ଜଣାପଡିଛି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଗୌରୀ ଶଙ୍କର ମାଝିଙ୍କୁ ୭୦୫୨ ଭୋଟରେ ହରାଇଛନ୍ତି ପ୍ରଧାନୀ। ତୃତୀୟ ସ୍ଥାନରେ...

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୨୦୧୫୪ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୧୪୫୭୬ ଭୋଟ ପାଇଛନ୍ତି।

୯ ହଜାରରୁ ଅଧିକ ଭୋଟରେ ବିକ୍ରମ ଆଗୁଆ

ବ୍ରହ୍ମପୁର ଅଫିସ,୨୩।୫- ବ୍ରହ୍ମପୁର ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ବିକ୍ରମ ପଣ୍ଡା ୯ ହଜାରରୁ ଅଧିକ ଭୋଟରେ ଆଗୁଆ ହୋଇଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ବିକ୍ରମଙ୍କୁ ୧୭ହଜାର ୧୭୫ଖଣ୍ଡ ଭୋଟ ମିଳିଛି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱି ଭାଜପାର କାହ୍ନୁ...

ବାଲେଶ୍ୱରରେ ବିଜେଡି ଆଗୁଆ

ବାଲେଶ୍ୱର ଅଫିସ, ୨୩।୫- ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିର ଜୀବନପ୍ରଦୀପ ଦାଶ ୧୩୫୬୩ ଭୋଟ ପାଇଥିବାବେଳେ ଭାଜପାର ମଦନ ମୋହନ ଦତ୍ତ ୧୧୮୨୨ ଭୋଟ, କଂଗ୍ରେସର ମାନସ ଦାଶ ପଟ୍ଟନାୟକ ୬୨୫୯ ଭୋଟ ପାଇନ୍ତି। ସେହିପରି...

ଷ୍ଟ୍ରଙ୍ଗ ରୁମ୍‌ରେ ନିଆଁ, ଭୋଟ ଗଣତି ସାମୟିକ ସ୍ଥଗିତ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ମାଦ୍ରିକାଲ ଭବନଠାରେ ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି କେନ୍ଦ୍ର ନିକଟ ଷ୍ଟ୍ରଙ୍ଗ ରୁମ୍‌ରେ ଗୁରୁବାର ଅପରାହ୍ନ ୧ଟାରେ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଫଳରେ ଭୋଟ ଗଣତି ସାମୟିକ ଭାବେ ସ୍ଥଗିତ ରହିଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri