ଆମ ଜିଲା ଖବର

ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ

ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି। ଖାଦ୍ୟ ଅଭାବରୁ ହାତୀପଲ ଜନବସତିମୁହଁା ହେଉଥିବା କୁହାଯାଉଛି। ଗୁରୁବାର ସନ୍ଧ୍ୟାରେ ଜଙ୍ଗଲକୁ ଲାଗି...

ବାଡ଼ିପାଙ୍ଗାବାସୀଙ୍କ ଭରସା ପରିତ୍ୟକ୍ତ କୂଅ

ତୁମୁଡ଼ିବନ୍ଧ,୧୫ା୬(ଡି.ଏନ୍‌.ଏ.)-ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା। ଭୂପୃଷ୍ଠ ଜଳସ୍ତର କମିବା ସହ ନଦୀ ନାଳ ପୋଖରୀ ଶୁଖିଯାଇଛି। କୂଅର ଗୋଳିଆ ପାଣି ଉପରେ ଭରସା କରୁଛନ୍ତି ଲୋକେ। ଏପରି ସମସ୍ୟା ଦେଖିବାକୁ ମିଳିଛି କରୁକୁଡୁପା ପଞ୍ଚାୟତ...

କୋର୍ଟରୁ ମାମଲା ଉଠାଇବାକୁ ଧମକ: ଜଣେ ଗିରଫ

ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍‌.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଥାନାରେ ନଂ. ୧୩୮/୧୯...

ଦକ୍ଷତା ତାଲିମ ନେଲେ ୨୮ ଦୃଷ୍ଟିବାଧିତ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୫ା୬-ସ୍ବେଚ୍ଛାସେବୀ ଅନୁଷ୍ଠାନ ମିଲଟନ ଚାରିଟେବୁଲ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ କୌଶଳ ଦକ୍ଷତା ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ବ୍ରହ୍ମପୁର ରୋଟାରୀ କ୍ଲବ ପରିସରରେ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ମୁଖ୍ୟଅତିଥି...

କଲିକତାରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାଆନ୍ଦୋଳନକୁ ଓହ୍ଲାଇଲେ ବ୍ରହ୍ମପୁରର ଡାକ୍ତର

ବ୍ରହ୍ମପୁର ଅଫିସ୍‌,୧୫ା୬-କଲିକତାସ୍ଥିତ ନୀଲରତନ ସିରକାର ମେଡ଼ିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଜଣେ ୭୫ବର୍ଷୀୟ ରୋଗୀଙ୍କ ମୃତ୍ୟୁ ପରେ ସମ୍ପର୍କୀୟମାନେ ୨ ଜଣ ଡାକ୍ତରଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପଶ୍ଚିମବଙ୍ଗ ସରକାର ଚୁପ୍‌...

ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅବଧିର ୬ ମାସ ପୂରିବା ପରେ ବି ମିଳିଲାନି ପାଣି

ବ୍ରହ୍ମପୁର ଅଫିସ,୧୫ା୬-ଜାନିବିଲି ବୃହତ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହାର ଅଗ୍ରଗତି ନେଇ ସମୀକ୍ଷା ପରେ ସମୀକ୍ଷା ବୈଠକ ହୋଇଛି । ଯୋଜନା କେବେ ସମ୍ପୂର୍ଣ୍ଣ ହେବ ତାହା ଅନିଶ୍ଚିତତା ମଧ୍ୟରେ ରହିଛି । ନିର୍ମାଣ...

ଅଢେଇ ବର୍ଷରେ ଗଲାଣି ୯୬୨ଜଣଙ୍କ ଜୀବନ

ଛତ୍ରପୁର,୧୫ା୬(ଡି.ଏନ.ଏ)-ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥ, ରାଜ୍ୟ ଏନଏଚ୍‌, ରାଜ୍ୟ ରାଜପଥ ଏବଂ ଅନ୍ୟାନ୍ୟ କେତେକ ମୁଖ୍ୟ ରାସ୍ତାରେ ଦୈନିକ ଛୋଟ ବଡ଼ ଦୁର୍ଘଟଣା ଘଟିବାରେ ଲାଗିଛି। ଫଳରେ ଅକାଳରେ କେତେଜଣଙ୍କ ଜୀବନ ଚାଲିଯାଉଛି। ଆଉ କେତେଜଣ...

ସାତ୍‌ସପନ ହେଇଛେ ସରକାରୀ ସାହାଯ୍‌: ରୋଗ୍‌ରେ ଯୁଝୁଛନ୍‌ କୁଟୁମବସିଆ

ବିନିକା,୧୫ା୬(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଓ୍ବାର୍ଡ ନଂ.୧ର ବାସିନ୍‌ଦା ବେଣୁଧର ଜାଲ(୮୦)। ପରିବାର କହେଲେ ଛାର୍‌ରି ଝି’ ରାହି(୪୮) ଆର ମାନସିକ୍‌ ରୋଗ୍‌ରେ ପୀଡ଼ିତ ପୁଓ ଫକିର(୫୫)। ୩ ବଛର ଆଗ୍‌ରୁ ବେଣୁଧରକଁର ମାଏକିନା ଅଜନା ରୋଗ୍‌ରେ ପଡ଼ି...

ସରକାରୀ ଯୋଜନାରୁ ବଁଚିତ୍‌ ଭିନ୍ନକ୍ଷମ ଦମ୍ପତି:ଗରିବୀରେ ସଁଥ୍‌ଲି ହେଉଛେ ନିଷ୍‌ପାପ ଛୁଆ

ଭବାନୀପାଟଣା, ୧୫ା୬(ଡି.ଏନ୍‌.ଏ) : ଦିନ୍‌ଥିଲା କଳହାଣ୍ଡି ଜିଲା ଭୁଖମରି ଆର ପିଲାବିକ୍‌ରି ଲାଗି ବଦ୍‌ନାମ ଥିଲା। ଏହେଦେ ସାରା ରାଏଜେ ଭାତହଁ।ଡ଼ି ହିସାବେ ନଁ। କମେଇଛେ। ହେଲେ ଆଏଜ୍‌ ବି ଜିଲାରେ ଅନେକ ଜାଗାରେ ଲୋକ୍‌ ଭୋକ୍‌ ଉପାସରେ ଦିନ୍‌...

ଅଭାବ ଅନାଟନ ସବୁଦିନିଅଁ। ସଖା:ନିଶା ଟ୍ରାଫିକ ସଚେତନତା

ଅତାବିରା, ୧୫।୬ (ଡି.ଏନ.ଏ): ଟ୍ରାଫିକ ନିୟନ୍ତ୍ରଣ ଆର ସଚେତନତାର ଲାଗି ରାଏଜ୍‌ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ସମସିଆର ସମାଧାନ ହେବାର ଜାଗାରେ ବଢ଼ତେଲ ଯାଉଛେ, ସେ ହିସାବେ ଦୁର୍‌ଘଟନା ବି ବଢ଼ତେଲ ଯାଉଛେ। ହେଲେ...

ଅବେବସ୍‌ତା ଘେରରେ ଅଙ୍ଗନଓ୍ବାଡି କେନ୍ଦ୍ର:ପୁଷ୍ଟିକର ଖାଏଦ୍‌ରୁ ବଁଚିତ୍‌ ଛାତ୍ରୀଛାତ୍ର

ଦେଓଗାଁ,୧୫।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗଁ। ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଏହେଦେ ଦୁହୁଲିପଡ଼ିଛେ। ସିଡିପିଓ ପ୍ରତିମାରାଣୀ ଚୋପଦାର ମାସକେତେ ହେଲା ଦେଓଗଁ। ଆର ସଇଁତଲା ଉଭଏ ବ୍ଲକ ଦାଇତିଅରେ ଅଛନ୍‌। ଇଥିରଲାଗି ଯେନ୍‌ହିସାବେ କାମ୍‌ ହେବାର କଥା ନାଇଁ...

ମନ୍‌ବଲ ଆଗ୍‌କେ ବଢ଼ବାର ବାଟ କଢ଼ାସି

ଲାଠୋର, ୧୫ା୪ (ଡି.ଏନ୍‌.ଏ): ସମାଜରେ ସଭେ ଜିଁବାର ଖାଏବାର ଲାଗି କିଛି ନାଇଁ କିଛି କରୁଛନ୍‌। କିଏ ବୁଧି ବିବେକ ଖଟେ ତ ଆର କିଏ ବାହାଜାଂଗଲ ମାଜି ହାଡ଼ଭଂଗା ପରିଶ୍‌ରମ କରି ନିଜର କୁଟୁମ ପୁଷୁଛନ୍‌। ହେଲେ ମୁନୁଷ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri