ଆମ ଜିଲା ଖବର

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ...

ପାନୀୟ ଜଳ ପାଇଁ ବ୍ଲକ ଘେରାଉ କଲେ ମହିଳା

ମାଲକାନଗିରି,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ସଦର ପଞ୍ଚାୟତର ଉପରପୁଟ ଝରିଆଗୁଡ଼ା ଗ୍ରାମର ଶତାଧିକ ମହିଳା ବୁଧବାର ସକାଳୁ ଖଇରପୁଟ ବ୍ଲକ ଘେରାଉ କରିବା ସହିତ ତାଲା ପକାଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପ୍ରକାଶ ଯେ,ଦୀର୍ଘଦିନ ଦିନ ହେବ ଉପରପୁଟ...

ଅଂଶୁଘାତରେ ବୃଦ୍ଧାଙ୍କ ଜୀବନଗଲା

ହାଟଡ଼ିହୀ, ୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଜମ୍ଭରା ଶାଳବଣୀ ସାହିର ଜଣେ ବୃଦ୍ଧାଙ୍କର ବୁଧବାର ଅଂଶୁଘାତରେ ମୃତ୍ୟୁ ଘଟିଛି। ସେ ହେଲେ ହଳଧର ନାୟକଙ୍କ ସ୍ତ୍ରୀ ସୁକାନ୍ତି(୬୫)। ସୁକାନ୍ତି ନିଜ ବଗିଚାରେ କାମ କରୁଥିବା ବେଳେ ହଠାତ୍‌ ଚେତାଶୂନ୍ୟ...

ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ ବିଦ୍ୟାଳୟର ଫଳ ଭଲ ହୋଇଛି। ପାଟଣାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର...

ହାଟଡ଼ିହୀ ବ୍ଲକ: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୬ ପରୀକ୍ଷାର୍ଥୀ

ହାଟଡ଼ିହୀ,୨୨।୫(ଡି.ଏନ୍‌.ଏ.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ୬ ପରୀକ୍ଷାର୍ଥୀ ଏ-୧ ଗ୍ରେଡ୍‌ରେ ପାସ୍‌ କରିଛନ୍ତି। ବଡ଼ରମ୍ପାସ ହାଇସ୍କୁଲର ବିଶ୍ୱଜିତ୍‌ ସ୍ବାଇଁ ସବୁଠାରୁ ଅଧିକ ୫୫୯ ନମ୍ବର ରଖିଛନ୍ତି। ସେହିପରି କଳିଙ୍ଗା ହାଇସ୍କୁଲର...

ଆମ୍ବ ତୋଳିବା କାଳ ହେଲା: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦମ୍ପତି ମୃତ

ଫିରିଙ୍ଗିଆ,୨୨।୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବନ୍ଧଗଡ଼ ପଞ୍ଚାୟତ ସାଦୁରୁମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିବାରୁ ଏକ ଦମ୍ପତ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଦଶରଥି ଭୁକ୍ତା ଓ ସ୍ତ୍ରୀ ସରୋଜିନୀ ଭୁକ୍ତା।...

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଛି। ଖବର ପାଇ ବାରିପଦା ସଦର ଏସ୍‌ଡିପିଓ...

ନୟାଗଡ଼ ଜିଲାରେ ପାସ୍‌ ହାର ୭୨ ପ୍ରତିଶତ

ନୟାଗଡ଼ ଅଫିସ,୨୨।୫-ମାଟ୍ରିକ୍‌ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ନୟାଗଡ଼ ଜିଲାରେ ପାସ୍‌ ହାର ୭୧.୮୫ ପ୍ରତିଶତ ରହିଛି। ୫୨ ଜଣ ଏ-୧, ୩୯୮ ଏ-୨, ୮୨୫ ବି-୧, ୧୩୮୮ ବି-୨, ୨୦୬୦ ଜଣ ସି, ୨୮୫୭ ଡି, ୨୨୯୭ ଜଣ...

ରାଜପଥ ଲୁଟେରା ଗିରଫ:୨ ଖଣ୍ଡା, ୧ ବାଇକ୍‌ ଜବତ

ନୟାଗଡ଼ ଅଫିସ,୨୨ା୫-ନୟାଗଡ଼ ଟାଉନ ପୋଲିସ ସୋମବାର ଜଣେ ରାଜପଥ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଲୁଟେରା ହେଲେ ପୁରୁଣା ଘଡ଼ୁଆଳ ଗ୍ରାମର ଅମୂଲ୍ୟ ମଲ୍ଲିକ (୨୨) ଓରଫ ରାଜା। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ନୟାଗଡ଼...

ରଣପୁର ସରକାରୀ ଡାକ୍ତରଖାନା: ଫାର୍ମାସିଷ୍ଟ ବଦଳରେ ରୋଷେୟା ଦେଉଛନ୍ତି ଔଷଧ

ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଏନ୍‌ଏସିରେ ଥିବା ସରକାରୀ ଡାକ୍ତରଖାନା ଔଷଧ ବିତରଣ କେନ୍ଦ୍ରରେ ମଙ୍ଗଳବାର ଫାର୍ମାସିଷ୍ଟଙ୍କ ବଦଳରେ ରୋଗୀଙ୍କୁ ରୋଷେୟା ଔଷଧ ଦେବା ଘଟଣା ଆଲୋଚନାର ବିଷୟ ହୋଇଥିଲା। ଏ ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିବାରୁ ଚିକିତ୍ସା କରୁଥିବା...

ହାତଗୋଡ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର

ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଥାନା ସୁନାଖଳା ଫାଣ୍ଡି ଅଧୀନ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ଧୂମାନାଳ ପୋଲ ତଳୁ ମଙ୍ଗଳବାର ଶିକୁଳିରେ ହାତଗୋଡ ବନ୍ଧା ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଏ ନେଇ ଥାନାରେ ୧୧୧/୧୯ରେ...

ଫନୀ କ୍ଷୟକ୍ଷତି, ପକ୍କାଘର ଦାବିରେ ଧାରଣା: ପଦକ୍ଷେପ ନ ହେଲେ ଆତ୍ମହତ୍ୟା ଧମକ

କୃଷ୍ଣପ୍ରସାଦ,୨୨ା୫ (ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଫନୀଜନିତ ବାତ୍ୟା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ତେବେ ଗୃହ ହରାଇଥିବା ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ପକ୍କା ଛାତଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ବହୁ ବିପନ୍ନଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri