ଆମ ଜିଲା ଖବର

ମାଳତେନ୍ତୁଳିଆ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ପଞ୍ଚାୟତବାସୀ

ପୋଲସରା,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ପୋଲସରା ବ୍ଲକ ମାଳତେନ୍ତୁଳିଆ ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଆସୁଥିବା ଟଙ୍କାକୁ ନେଇ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ସୋମବାର ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନର ସମିତିସଭ୍ୟଙ୍କ ପ୍ରତିନିଧି ଲକ୍ଷ୍ମୀ ଚରଣ ପ୍ରଧାନଙ୍କ ସମେତ ପଞ୍ଚାୟତର ୬୦ରୁ...

ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ ଆଜି

ଭଞ୍ଜନଗର,୨୧।୫(ଡି.ଏନ.ଏ.)-ଭଞ୍ଜନଗର ଓଏସ୍‌ଆର୍‌ଟିସି ଡିପୋରୁ ଅନ୍ୟ ଜୋନକୁ ବସ୍‌ ସ୍ଥାନାନ୍ତର ଯୋଜନାର ପ୍ରତିବାଦ ଏବଂ ବକେୟା ଦରମା ପ୍ରଦାନ ଦାବି ନେଇ କର୍ମଚାରୀ ଓ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା ଦିଆଯାଇଛି। ଏଭଳି ସ୍ଥିତିରେ ସୋମବାର ଓଏସ୍‌ଆରଟିସି...

୨୩ରେ ଭୋଟ ଗଣତି: ଏସ୍‌ପିଙ୍କ ନିର୍ଦ୍ଦେଶ ଅପରାଧୀଙ୍କ ଉପରେ କଡ଼ା ନଜର ରଖ

ବ୍ରହ୍ମପୁର ଅଫିସ,୨୧ା୫-ବ୍ରହ୍ମପୁର ସହରରେ ଥିବା ୫ ଥାନାଧିକାରୀଙ୍କୁ ନେଇ ଅପରାଧ ସମୀକ୍ଷା କରିଛନ୍ତି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର। ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏସ୍‌ପି ମିଶ୍ର ରବିବାର ଅପରାଧ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଧାରଣ ନିର୍ବାଚନର ଫଳାଫଳ...

ପ୍ରକୃତିର ନୈସ୍ବର୍ଗ ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୧।୫(ଡି.ଏନ.ଏ.)- ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାୟଗଡ ବ୍ଲକ ଅନ୍ତର୍ଗତ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟଭରା ଐତିହାସିକ ଗଣ୍ଡାହାତୀ ଜଳପ୍ରପାତ ଜିଲାର ଅନ୍ୟତମ ପ୍ରମୁଖ ଆକର୍ଷଣ। ସବୁଋତୁରେ ଏଠାରେ...

୫ ପରାନୀ କୁଟୁମର ବୋଝ୍‌:ସରକାରୀ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଗଣେଶ

ବିନିକା,୨୧ା୫(ଡି.ଏନ୍‌.ଏ.) ବିନିକା,୨୦ା୫(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁା ହାଇସ୍କୁଲ ପଡ଼ାର ଦିବ୍ୟାଙ୍ଗ ଗଣେଶ ବାଘ(୨୮)। ଜନମୁ ତାକର ଗୁଟେ ଆଏଁଖ୍‌ ନାଇଁ ଦିଶବାର। ସେ ନିହାତି ଗରିବ୍‌ ଘରର ପିଲା ହେଇଥିଲା ବେଲେ ଚିକିସତ୍ା ଲାଗି ଟଁକା...

ପେଟର ଲାଗି ନାଟ:୪୪ ଡିଗ୍ରୀ ଖରାରେ ସିଝୁଛେ ମୁନୁଷ୍‌

ଅତାବିରା, ୨୧ା୫ (ଡି.ଏନ୍‌.ଏ): ଦିନୁଦନ୍‌କେ ଖରା ତାତି ବଢ଼ତେଲ ଯାଉଛେ। ଲୋକ୍‌ ଖରା ଝାଉର ଲାଗି ଅଥାଥାଲି ହେଇଯାଉଛନ୍‌। ସଭେ ଛାଇତଲ ଖୁଜୁଛନ୍‌। ସକାଲର ୯ ବାଜଲେ ଲୋକ୍‌ ଘରୁ ଭଟାକେ ନାଇଁ ବାହାରବାର। ରାଏଜ ସରକାର ବି ଦିନର...

ଆବାସ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଭାଇବହେନ

ଲୋଇସିଂହା,୨୧।୫(ଡି.ଏନ.ଏ.): ଦିବ୍ୟାଙ୍ଗମାନକର ଲାଗି ସରକାର ଅନେକ ପରକାର ଖାସ୍‌ ଯୋଜନା ତିଆର କରିଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ ଆର ଜନ ପରତିନିଧିମାନକର ଉଦାସୀନତା ଲାଗି ଅନେକ ଦିବ୍ୟାଙ୍ଗ ନିଜର ହକ୍‌ ପାଏବାରୁ ବଁଚିତ ହେଉଥିବାର ଦେଖ୍‌ବାକେ ମିଲୁଛେ।...

ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲାର ସଦର, ବାଲିଆପାଳ, ବସ୍ତା, ଭୋଗରାଇ ସମେତ ବିଭିନ୍ନ ବ୍ଲକରେ ଏଯାଏ ଧାନମଣ୍ଡି ଖୋଲି ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଦେଇଛି। ପ୍ରତିକୂଳ ପରିସ୍ଥିତିରେ ଚାଷୀ ରବି ଧାନ ଅମଳ କରି ଅଭାବୀ ବିକ୍ରିର...

ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ରୋଗୀ ଆସୁଛନ୍ତି। କିନ୍ତୁ ଡାକ୍ତରଙ୍କ ଚାମ୍ବର...

୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ଜାତୀୟସ୍ତରକୁ ଗଲେ ସାଇନା, ଅଙ୍କିତା, ଦେବୀପ୍ରସାଦ, ଅନୁବ୍ରତ

ବାଲେଶ୍ୱର ଅଫିସ, ୨୦।୫-ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ପକ୍ଷରୁ ଆୟୋଜିତ ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୮ଟି ଜିଲାରୁ ବାଳିକା ବିଭାଗରେ ୧୬ ଓ ବାଳକ ବିଭାଗରେ ୫୬ ମୋଟ ୭୨ଜଣ...

ବେଆଇନ ସର୍ଭିସିଂ ସେଣ୍ଟର ଲାଗି ସୁନା ନଦୀ ପ୍ରଦୂଷିତ

ଯୋଡ଼ା, ୨୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଏକ ବେଆଇନ ସର୍ଭିସିଂ ସେଣ୍ଟର କରି ଲକ୍ଷ ଲକ୍ଷ ଲିଟର ପାଣି ନିଜ କାରବାରରେ ବ୍ୟବହାର କରିବା ସହିତ ସୁନା ନଦୀର ଜଳ ପ୍ରଦୂଷିତ କରୁଥିବା ଅଭିଯୋଗ ହୋଇଛି। ଯୋଡ଼ା ପୌରପାଳିକାର ୱାର୍ଡ...

ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଭଦ୍ରକ ଅଫିସ, ୨୦।୫- ଗଁାରେ ବେଆଇନ ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଖଣ୍ଡିଆବଜାରର ଶତାଧିକ ଆଦିବାସୀ ମହିଳା ସୋମବାର ଏସ୍‌ପିଙ୍କ ନିକଟରେ ପହଞ୍ଚି ଚୋରାମଦ ବିକ୍ରି ସମ୍ପର୍କରେ ଅଭିଯୋଗ ଜଣାଇଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri