ଆମ ଜିଲା ଖବର

ମକଡ଼ଦମପଡ଼ାରେ କିଡ଼୍‌ନୀ ରୋଗ୍‌ ଆତଁକ୍‌

ସିନାପାଲି,୨୦।୫ (ଡି.ଏନ.ଏ)-  ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍‌ ମକଡଦମପଡା ଗାଁବାସୀ ନିରମଲ ପାଏନ୍‌ ଅଭାବୁ ଫ୍ଲୋରାଇଡ୍‌ ମିଶା ପାଏନ୍‌ ପିଇ ଅନେକ ଲୋକ୍‌ କିଡ଼୍‌ନୀ ରୋଗ୍‌ରେ ମରିଥିଲାବେଲେ ବଡ଼ଭାଗୀ ଲୋକ ପୀଡ଼ିତ ଅଛନ୍‌। ସୂଚନା ଅନ୍‌ସାରେ ସିନାପାଲି...

ପାହାଡ଼ରୁ ମିଳିଲା ନିଖୋଜ ବୃଦ୍ଧଙ୍କ ମୃତଦେହ

ଜୟପୁର,୧୯।୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ସହର ଉପକଣ୍ଠ ହାତୀବାରିଗୁଡ଼ା ସଂରକ୍ଷିତ ଜଙ୍ଗଲସ୍ଥିତ ପାହାଡ଼ରୁ ରବିବାର ପୂର୍ବାହ୍ନରେ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ସ୍ଥାନୀୟ ଇରିଗେସନ କଲୋନି ବାସିନ୍ଦା ପିତାମ୍ବର ବେହେରୁକ (୬୫) । ଉଦ୍ଧାର ସ୍ଥଳର...

ବିଷାକ୍ତ ଛତୁଖାଇ ୮ ଅସୁସ୍ଥ

ରାୟଗଡା ଅଫିସ୍‌, ୧୯।୫- ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଗୋଡିବାଲିଠାରେ ବିଷାକ୍ତ ଛତୁଖାଇ ୮ଜଣ ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ପ୍ରଥମେ ମାଣ୍ଡିବିଶି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନେ...

୨୫ ଘନଫୁଟ କାଠ ଜବତ, ୨ ଗିରଫ

ଭଞ୍ଜନଗର,୧୯।୫(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ବେରୁଆବାଡିରୁ ବନ ବିଭାଗ କର୍ମଚାରୀ ରବିବାର ସକାଳେ ୨୫ ଘନଫୁଟ ଶାଳ ଓ ହଳନ୍ଦ କାଠ ଗଣ୍ଡି ଜବତ କରିଛି। ୨ଜଣ ଶ୍ରମିକ ଉକ୍ତ କାଠ ଏକ ତୋଟା ଭିତରେ...

ଲକ୍ଷ୍ମୀ ନୃସିଂହ ଯାତ୍ରା ଉଦଯାପିତ

ହିଞ୍ଜିଳିକାଟୁ,୧୯।୫(ଡି.ଏନ୍‌.ଏ.)- ଚଳିତବର୍ଷ ହିଞ୍ଜିଳିକାଟୁ ଶ୍ରୀ ଲକ୍ଷ୍ମୀ ନୃସିଂହ ଯାତ୍ରା ରବିବାର ଉଦ୍‌ଯାପିତ ହୋଇଛି। ଶେଷ ୨ଦିନ ଯାତ୍ରାରେ ବିଭିନ୍ନ ମେଢ଼, ପଟୁଆର ଓ ଆତସବାଜି ପ୍ରଦର୍ଶନ ଦେଖିବାକୁ ଦର୍ଶକଙ୍କ ଭିଡ଼ ଜମିଥିଲା। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ବହୁ ମାନସିକଧାରୀ ବିଭିନ୍ନ...

ବଡ ନଦୀରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

ଆସିକା,୧୯।୫(ଡି.ଏନ୍‌.ଏ.)- ଆସିକା କଳିଙ୍ଗା ରୋଡ ଡାକବଙ୍ଗଳା ସଂଲଗ୍ନ ବଡନଦୀର ବାଲୁକାଶଯ୍ୟାରୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ମୃତକ ଜଣକ ଆସିକା ଥାନା ପଥରା ନିକଟରେ ବସବାସ କରୁଥିବା ମୁଣ୍ଡପୋତା କେଳା...

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ଛେଣ୍ଡିପଦା, ୧୯ା୫(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ଜରପଡା ଥାନା ଭାଗୀରଥିପୁର ଗ୍ରାମ ନିକଟରେ ଶନିବାର ସନ୍ଧ୍ୟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜରପଡା ଥାନା ଜେରେଙ୍ଗ ଦେହୁରୀସାହି ପଞ୍ଚାୟତ...

ଆଠମଲ୍ଲିକ ଓ କିଶୋରନଗରରେ ବଢୁଛି ଗୋ-ଚାଲାଣ, ପ୍ରଶାସନ ନୀରବଦ୍ରଷ୍ଟା

ବଇଣ୍ଡା,୧୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରୁ ବେଆଇନ ଭାବେ ଗୋ-ଚାଲାଣ ବୃଦ୍ଧି ପାଉଛି। ବିଶେଷ କରି ଗତ କିଛିମାସ ହେବ ଠାକୁରଗଡ଼, କୁର୍ତ୍ତିବାସପୁର, ଅଙ୍ଗପଡ଼ା, ଧରଡ଼ପାଳ, କିଶୋରନଗର, ପାଇକସାହି ଆଦି ଅଞ୍ଚଳ ଗୁଡ଼ିକରୁ ଟ୍ରିପ ଟ୍ରିପ...

ଚରମ୍ପାରେ ହେବ ଫ୍ଲାଏଓଭର ବ୍ରିଜ୍‌

ଭଦ୍ରକ ଅଫିସ, ୧୯।୫ – ଭଦ୍ରକ ଜିଲା ଚରମ୍ପାରେ ଫ୍ଲାଏଓଭର ବ୍ରିଜ୍‌ ନିର୍ମାଣ ହେବ। ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ନିକଟରେ ଏନେଇ କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ରାଜପଥ ସମ୍ପ୍ରସାରଣ ପ୍ରକଳ୍ପରେ ଚରମ୍ପାଠାରେ ଏହି ପୋଲ ନିର୍ମାଣ ସ୍ଥାନ...

ଖରିଫ ଧାନ ବିହନର ମୂଲ୍ୟ ବଢିଲା:ବିହନ ନିଗମ ଓ ଜିଲାକୃଷି ବିଭାଗ କଥାରେ ରହୁନି ତାଳମେଳ

ଭୋଗରାଇ, ୧୯।୫(ଡି.ଏନ.ଏ.)-ବାଲେଶ୍ୱରସ୍ଥିତ ଓଡ଼ିଶା ବିହନ ନିଗମ ପକ୍ଷରୁ ଏଥର ୨ଶହ ଟଙ୍କା ଦର ବଢାଇ ବିହନ ବିକ୍ରି କରାଯାଉଛି। ରବିବାର କେତେକ ଡିଲର ନିଗମ ଡିପୋରୁ ପୂର୍ବ ନିର୍ଦ୍ଧରିତ ଦର ୧୮ଶହ ଟଙ୍କା ପରିବର୍ତ୍ତେ ୨ହଜାର ଟଙ୍କା ଦେଇ ବିହନ...

୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା

ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର ଫଳାଫଳ ଉଭୟ ରାଜ୍ୟ ଓ କେନ୍ଦ୍ର...

ଶାନ୍ତିଶୃଙ୍ଖଳାରେ ଶେଷ ହେଲା ସାନି ମତଦାନ

ରତ୍ନଗିରି,୧୯ା୫(ଡି.ଏନ.ଏ.)- ବରୀ ନିର୍ବାଚନମଣ୍ଡଳୀର ବୁଥ୍‌ ନଂ. ୮୨, ୧୫୮, ୧୬୨, ୧୬୩ ଓ ୧୯୪ରେ ରବିବାର ଶାନ୍ତିଶୃଙ୍ଖଳା ମଧ୍ୟରେ ସାନି ମତଦାନ ଶେଷ ହୋଇଛି। ୧୯୪ ନଂ. ବୁଥରେ ମଧ୍ୟାହ୍ନ ସମୟରେ ଇଭିଏମ ମେଶିନ ଏକ ଘଣ୍ଟା ଅଚଳ ହୋଇଯାଇଥିଲା।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri