ଆମ ଜିଲା ଖବର

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ...

୬ ମାସ ହେଲା ଚାଲୁନି ଜଳଯୋଗାଣ ପ୍ରକଳ୍ପ

ଅମରପାଲି, ୧୯।୫(ଡି.ଏନ.ଏ.):ଦୀର୍ଘ ୬ମାସରୁ ଅଧିକ ସମୟ ହେଲା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଦେଖାଦେଇଛି ଜଳ ସଂକଟ। ତେଣୁ ପାନୀୟ ଜଳ ପାଇଁ ଲୋକେ ସାଧାରଣରେ ନାହିଁ ନ ଥିବା...

ସହାୟିକାଙ୍କ ଘରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ତେନ୍ତୁଳିଖୁଣ୍ଟି, ୧୯।୫(ଡି.ଏନ.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଗୌଡଦେଓପାଲି ପଞ୍ଚାୟତର ଭୌଗଳିକ ସ୍ଥିତି ଓ ଜନସଂଖ୍ୟାକୁ ଆଧାର କରି ଅଙ୍ଗନଓ୍ବାଡି କେନ୍ଦ୍ର କରାଯାଇ ନଥିବା ଅଭିଯୋଗ ହୋଇ ଆସୁଛି। ଗୌଡ ଦେଓପାଲି ପଞ୍ଚାୟତର ଚାପଟାପାଶ ଗ୍ରାମବାସୀ ଲମତାଗୁଡା ପଞ୍ଚାୟତର ପଡାଆଉଁଳି...

ଜୀବନ ଜୀବିକାକୁ ନେଇ ଅସହାୟ ଯୋଗୀ

ପାରଳାଖେମୁଣ୍ଡି,୧୯।୫(ସ୍ବ.ପ୍ର.): ଗୋଟିଏ ପଟେ ଗୋଡ଼ ହରାଇଥିବା ସ୍ତ୍ରୀ, ଅନ୍ୟପଟେ ଜନ୍ମରୁ ଦୃଷ୍ଟିହୀନ ଝିଅ। ଏହି ଦୁଇଜଣଙ୍କୁ ନେଇ ବଡ଼ କଷ୍ଟରେ ଦିନ କାଟୁଛନ୍ତି ଯୋଗୀ। ଆର୍ଥତ୍କ ସ୍ଥିତି ଭଲ ନଥିବା ବେଳେ ଷାଠିଏ ବୟସରେ ଏହି ଦୁଇଜଣଙ୍କୁ ନେଇ ଚଳିବା...

୮୫ ନଂ. ବୁଥରେ ପୁନଃ ମତଦାନ

ତାଳଚେର,୧୯।୫(ନି.ପ୍ର)- ତାଳଚେର ବ୍ଲକ ଜନ୍ଦାବାହଳ ଗ୍ରାମର ୮୫ ନଂ. ବୁଥରେ ରବିବାର ପୁନଃ ମତଦାନ ଚାଲିଛି। ମତଦାନମାନେ ଲାଇନରେ ଛିଡ଼ା ହୋଇ ଭୋଟ ଦେବାକୁ ଯାଇଥିବା ଦେଖିବାକୁ ମିଳିଥିଲା। ମୋଟ୍‌ ୭୬୨ ଜଣ ମତଦାତା ସେମାନଙ୍କର ମତସାବ୍ୟସ୍ତ କରିବେ। ଏଥିପାଇଁ...

ମାଛ ଧରିବାକୁ ଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମ ଉପରସାହିର ଜଣେ ବ୍ୟକ୍ତି ଶନିବାର ପୂର୍ବାହ୍ନରେ ଘର ନିକଟ ବୈତରଣୀ ଘାଟକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ନିଖୋଜ ବ୍ୟକ୍ତି ହେଉଛନ୍ତି ଉକ୍ତ ଗ୍ରାମର ତ୍ରିଲୋଚନ...

ବିଲ ଭିତରକୁ ଓଲଟି ପଡ଼ିଲା ବୋଲେରୋ

କୋଳିମାଟି,୧୯ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ନଂ ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ରହିଥିବା ଗୋହିରା ଛକ ଉଭରବ୍ରିଜ ପଛକୁ ରବିବାର ପୂର୍ବାହ୍ନରେ ଘଟଗାଁ ପଟରୁ ଆସୁଥିବା ଏକ ବୋଲେରୋ ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡ଼ିଛି। ସୂଚନା...

ପାଟଣାର ପୂର୍ବତନ ବିଧାୟକ ରାମରାୟ ଗୁରୁତର

ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା ବାର୍ଦ୍ଧକ୍ୟ ଜନିତ ରୋଗର ଶିକାର ହୋଇ ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା...

୧୩ ଦିନରେ ହାଟଡ଼ିହୀ ଅଞ୍ଚଳର ୩ଜଣଙ୍କୁ ମାରିଲାଣି ହାତୀ: ଖୋଜିଖୋଜି ନାକେଦମ ହେଲାଣି ବନବିଭାଗ

ହାଟଡ଼ିହୀ,୧୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଞ୍ଚଳରେ ୧୩ ଦିନ ମଧ୍ୟରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ବନବିଭାଗ ଓ ପ୍ରଶାସନ ଲାଗି ଏହା ଚିନ୍ତାର କାରଣ ପାଲଟିଲାଣି।...

ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା: ଧରିତ୍ରୀ ଖବରକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ ଦାୟର, ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବି

ହାଟଡ଼ିହୀ,୧୯।୫(ଡି.ଏନ୍‌.ଏ.): ଗତ ୧୭ରେ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନୂଆରୁଗୁଡ଼ି ଗ୍ରାମର ଜଗନ୍ନାଥ ମଲ୍ଲିକ(୫୩) ଏବଂ ୧୮ରେ ମଇଚାଇପଦା ଗ୍ରାମର ସଞ୍ଜୁଲତା ରାଉତ(୫୨)ଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେହିଭଳି ପୂର୍ବରୁ ମଧ୍ୟ କୁଶଟିକିରି ଗ୍ରାମର ଖୁଖା ଖଣ୍ଡେଇ(୫୪)ଙ୍କର ମଧ୍ୟ...

ମୟୂରଭଞ୍ଜର ୫ ବୁଥ୍‌ରେ ଚାଲିଛି ସାନି ମତଦାନ

ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍‌ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍‌-ଭୁଗୁଡ଼ାକଟା, ୧୯ନଂ ବୁଥ୍‌-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର ବୁଥ୍‌ ନଂ-୨୪୮-ଅଠାପଡ଼ା, ବଡ଼ସାହି ବ୍ଲକର ୧୬୬ନଂ ବୁଥ୍‌-ଖନୁଆ(୨) ଏବଂ ବାଙ୍ଗିରିପୋଷୀ ବିଧାନସଭା ନିର୍ବାଚନମଣ୍ଡଳୀର...

ବୃନ୍ଦାବନ ଛାତ୍ରୀ ଜ୍ୟୋତ୍ସ୍ନାରାଣୀ ଏବେ ବନ୍ତଳା ଦିଦି : ୭୦ ଯୁବତୀଙ୍କୁ ଦେଇସାରିଲେଣି ରୋଜଗାର

ବନ୍ତଳା,୧୯ା୫(ଦୀନେଶ ଦେହୁରୀ)- ସ୍ବାମୀଙ୍କ ସହ ବୃନ୍ଦାବନରେ ଥିବା ବେଳେ ଜ୍ୟୋତ୍ସ୍ନାରାଣୀଙ୍କୁ ଘାରିଥିଲା ସ୍ବାବଲମ୍ବୀ ହେବାର ଚିନ୍ତା। ପ୍ରଥମେ ପ୍ରଥମେ ମନା କରିଥିଲେ ସ୍ବାମୀ। ପରେ ସ୍ତ୍ରୀଙ୍କ ହଁରେ ହଁ ମିଶାଇଥିଲେ ସେ। ଏହାପରେ ଆଉ ପଛକୁ ଫେରି ଚାହିଁ ନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri