ଆମ ଜିଲା ଖବର

ଆଗକୁ ବର୍ଷା, ବଢିଲା ଜଳନିଷ୍କାସନ ଚିନ୍ତା : ହଳଦୀପାଣି ନଦୀପଥ ମୁକ୍ତ କରିବାକୁ ଦାବି

ବାଲିକୁଦା,୧୧ା୬(ସ୍ବ. ପ୍ର): ପାରାଦୀପ ସଂଲଗ୍ନ ୭ ପଞ୍ଚାୟତର ୨୯ ରାଜସ୍ବ ଗ୍ରାମର ବର୍ଷାଦିନିଆ ଦୁଃଖ ହେଲା ହଳଦୀପାଣି ନଦୀ। ଭୁତମୁଣ୍ଡାଇ ପଞ୍ଚାୟତଠାରୁ ବିଶ୍ୱାଳି,କୋଠି, ବଗଦିଆ, ନୂଆଗଡ଼, ପାରାଦୀପ ଗଡ଼ ଦେଇ ବର୍ଷାଜଳ ନିଷ୍କାସନର ଏହା ଏକମାତ୍ର ମାଧ୍ୟମ ଥିଲା। ୧୯୬୦ରେ...

ତହସିଲ କାର୍ଯ୍ୟାଳୟରେ ନାହିଁ ପିଇବା ପାଣି

ନାଉଗଁ।,୧୧ା୬(ସ୍ବ.ପ୍ର.): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ସ୍ଥାନରେ ପାନୀୟଜଳ ବ୍ୟବସ୍ଥା କରିବାକୁ ସରକାର ଗୁରୁତ୍ୱ ଦେଉଥିବା କହୁଛନ୍ତି। ମାତ୍ର ଖୋଦ୍‌ ସରକାରୀ କାର୍ଯ୍ୟାଳୟରେ ଏହି ସୁବିଧା ନ ଥିବାରୁ ଲୋକେ ହଇରାଣ ହେଉଥିବା ଦେଖିବାକୁ ମିଳୁଛି। ନାଉଗଁା ତହସିଲ...

ଅତିଷ୍ଠ କରୁଛି କଂସାରି ଶାଳ ଶବ୍ଦ

ବ୍ରହ୍ମପୁର ଅଫିସ୍‌,୧୧ା୬-ପୁରୁଣା ବ୍ରହ୍ମପୁର ତଥା କୁଠାରୀ ମନ୍ଦିର ସାହିରେ ଥିବା କଂସାରି ଶାଳଗୁଡ଼ିକୁ ନେଇ ଏବେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏନେଇ ବହୁ ଅଞ୍ଚଳବାସୀ ସୋମବାର ଉପଜିଲାପାଳ ଦିଗନ୍ତ କୁମାର ରାଉତରାୟଙ୍କ ଦେଖା କରିଛନ୍ତି। ଅଞ୍ଚଳବାସୀଙ୍କ ଅଭିଯୋଗ...

ପୁନରୁଦ୍ଧାର ହେଉନି ଆଙ୍କୁଲି ବଡ଼ବନ୍ଧ

ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁର ସହରର ପୋଖରୀଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ଏବେ ପୋତି ହେବାକୁ ବସିଛି ା ରାମଲିଙ୍ଗମ୍‌ ପୋଖରୀ, ବିଜିପୁର ସୁନାରୀ ବନ୍ଧ ଭଳି କେତେକ ପୋଖରୀକୁ ଛାଡିଦେଲେ ଏବେ ସହରର ଅନେକ ପୋଖରୀର ଅବସ୍ଥା ଶୋଚନୀୟ। ରକ୍ଷଣାବେକ୍ଷଣ, ପୁନରୁଦ୍ଧାର ଅଭାବରୁ...

ପାଟଣାଗଡ଼ ବିଧାୟକଙ୍କ ଗିରଫ ଦାବିକଲା ଇଞ୍ଜିନିୟର ସଂଘ

ଛତ୍ରପୁର,୧୧ା୬(ଡି.ଏନ.ଏ)-ବଲାଙ୍ଗୀର ଜିଲା ପାଟଣାଗଡ ବିଧାୟକ ସରୋଜ ମେହେରଙ୍କୁ ତୁରନ୍ତ ଗିରଫ କରିବାକୁ ଓଡିଶା ଡିପ୍ଲୋମା ଇଞ୍ଜିନିୟର ସେବା ସଂଘ ଗଞ୍ଜାମ ଡିଭିଜନାଲ କମିଟି ପକ୍ଷରୁ ଦାବି ହୋଇଛି। ଏ ନେଇ ସୋମବାର ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଆକର୍ଷଣୀୟ ହେବ ଅଙ୍ଗନୱାଡି କେନ୍ଦ୍ର:ଏସ୍‌ଏଚ୍‌ଜି ପାଇଁ ମାର୍କେଟ ୟାର୍ଡ

ଛତ୍ରପୁର,୧୧ା୬(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡିିକୁ ଅଧିକ ଆକର୍ଷଣୀୟ କରାଯିବ। ଛୋଟ ପିଲାଙ୍କୁ ଆକୃଷ୍ଟ କଲା ଭଳି ଚଟାଣରେ ଭିନାଇଲ୍‌ ଫ୍ଲୋରିଂ କାର୍ପେଟ ପଡ଼ିବ। ବିଦ୍ୟୁତ, ପାନୀୟଜଳ ଏବଂ ଶୌଚାଳୟ ସୁନିଶ୍ଚିତ ରହିବ। ପିଲାଙ୍କ ଖେଳିବା ପାଇଁ ନିର୍ଦ୍ଧିଷ୍ଟ ସ୍ଥାନ...

ପୂର୍ଣ୍ଣ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୧୧ା୬(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ତାବରଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସିଂ (୬୫) ହତ୍ୟାକାଣ୍ଡର ଗୁମର ଖୋଲିଛି ପୋଲିସ। ୨ ମାସ ୧୮ ଦିନ ପରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ପଥର ଜବତ...

କଳା ଦେଖାଇଛି ବାଟ

ସଂଗ୍ରାମୀ ଧରଣୀଧରଙ୍କ ତୈଳଚିତ୍ର, ଓଡ଼ିଆରେ ‘ମାଣିକ’ ଚଳଚ୍ଚିତ୍ର ନିର୍ମାଣ କରି ଏକଦା ଚର୍ଚ୍ଚାକୁ ଆସିଥିଲେ ବହୁମୁଖୀ ପ୍ରତିଭାସମ୍ପନ୍ନ କଳାକାର ରଘୁ ପିଲାଇ। ପରିଣତ ବୟସର ନୂଆ ମୋଡ଼ରେ ଆଜି ବି ହାର ନ ମାନି ସେ ରଙ୍ଗ, ତୂଳୀ ଓ...

ସହାୟତା ଅପେକ୍ଷାରେ ଅସହାୟା ଲକ୍ଷ୍ମୀ

କେନ୍ଦୁଝର,୧୧ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳର ଲକ୍ଷ୍ମୀ ମୁଣ୍ଡା ନାମ୍ନୀ ଜଣେ ଅସହାୟା ମହିଳା ରୋଗଗ୍ରସ୍ତ ହୋଇ ଭୋକ ଉପାସରେ ଦିନ କାଟୁଛନ୍ତି। ସ୍ବାମୀ ମୁନା ମୁଣ୍ଡାଙ୍କ ଦେହାନ୍ତ ପରେ ସେ ଏକୁଟିଆ ହୋଇଯାଇଛନ୍ତି। ୨ ଶିଶୁଙ୍କ ସହ ବହୁ...

ଘର ଭାଙ୍ଗିଲା ହାତୀ

ଯୋଡ଼ା,୧୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବନପାଳଙ୍କ ଅଧୀନରେ ଥିବା ବେଲଦା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବରେ ଦୁଇ ଜଣ ବ୍ୟକ୍ତିଙ୍କର ଘର ଭାଙ୍ଗିଥିବା ଜଣାପଡିଛି ା ଯୋଡା ବନପାଳ ପିଅନ ନାଏକଙ୍କ ସୂଚନାନୁଯାୟୀ ଜଣାପଡିଛି ଯେ, ରବିବାର ରାତ୍ରି...

ଅବ୍ୟବସ୍ଥାରେ ପୁରାତନ ଶିକ୍ଷାନୁଷ୍ଠାନ

ବାସୁଦେବପୁର, ୧୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଅଟଳ ବିହାରୀ ହାଇସ୍କୁଲ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ଶୈକ୍ଷିକ ବାତାବରଣ ଦିନକୁ ଦିନ ନଷ୍ଟ ହୋଇଯାଉଛି। ଶିକ୍ଷାନୁଷ୍ଠାନରେ ଅବ୍ୟବସ୍ଥା ଯୋଗୁ ବିଦ୍ୟାଳୟର ସୁନାମ ହ୍ରାସ ପାଉଥିବା...

ଶିମିଳିପାଳରୁ ୩ ଶିକାରୀ ଗିରଫଦେଶୀ ବନ୍ଧୁକ ଜବତ

ଉଦଳା,୧୧ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଶିମିଳିପାଳ କୋର ଏରିଆରେ ରବିବାର ବିଳମ୍ବିତ ରାତିରେ ବନବିଭାଗ ଏବଂ ଏସଟିଆର ଟିମ୍‌ ମିଳିତ ଚଢାଉ କରି ୩ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଗିରଫ ଶିକାରୀମାନେ ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri