ଆମ ଜିଲା ଖବର

ସମ୍ଭାବନା ବିକଶିତ ହେଲେ ମିଳିବ ନିଯୁକ୍ତି ସୁଯୋଗ

ବାଲେଶ୍ୱର ଅଫିସ, ୧୦।୬-କେନ୍ଦ୍ରରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ...

ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା

ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୫ରୁ ୨୦ତାରିଖ ମଧ୍ୟରେ ଚୀନର କିନ୍‌ଜୋ ସିଟିରେ ୪ର୍ଥ...

କଲମପୁର ବ୍ଲକରେ ଆବାସ ଯୋଜନା ବାଟବନା: ଦଦ୍‌ରା ଘରେ ଜୀବନ୍‌ ବିତଉଛନ୍‌ ଉଷା

କଲମପୁର,୧୦।୬, (ଡି.ଏନ୍‌.ଏ):  ଝନେ ମୁନୁଷ୍‌ ବଁଚ୍‌ବାର ଲାଗି ହେଲେ ଖାଏଦ୍‌, ଘର ଆର କପଡ଼ା ନିହାତି ଦରକାର। ଇଥିରଲାଗି କେନ୍ଦ୍ର ଆର ରାଏଜ୍‌ ସରକାର ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅଧ୍‌କାରୀ, କରମ୍‌ଚାରୀମାନକର ଖାମଖିଆଲି ମନଭାବ ଲାଗି ଅନେକ...

ନିସାହା ମହିଲାକଁର ଉପରେ ୫ ଛୁଆର ବୋଝ୍‌

ଭବାନୀପାଟଣା,୧୦।୬ (ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ମାଳିଗାଁ ପଁଚେତ୍‌ର ଭିତରପଦର ଗଁାର ସ୍ବର୍ଗତ ଗଙ୍ଗା ମାଝୀକଁର ବିଧବା ମାଏକିନା ବୁଦାଏ ବଓ୍ବୋ। ଆପନେର ମୁର୍‌ତୁ ଉତାରୁ ସେ ନିସାହା ହେଇଯାଇଛନ୍‌। ଏହେଦେ ସେ ୫ ନାବାଲକ...

ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍‌ ଦୂରେ ହକ୍‌ଦାର ହିତାଧିକାରୀ

ଲାଠୋର, ୧୦ା୬ (ଡି.ଏନ୍‌.ଏ):  ସରକାର ୬୦ ବଛର୍‌ରୁ ଅଧ୍‌କା ବଏସ୍‌ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଦେଉଛନ୍‌। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ...

ବଏସ୍‌ ୮୬, ଭତାରୁ ବଁଚିତ୍‌ ବୁଧ

ଅତାବିରା, ୧୦।୬ (ଡି.ଏନ.ଏ):  ରାଏଜ୍‌ ସରକାର ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗ, ନିସାହା ଛାର୍‌ରି ମହିଲାମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଯୁଗେଇ ଦେଉଛନ୍‌। ହେଲେ...

ପାଣି ସମସ୍ୟା ନେଇ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା

କନିଷି,୯ ।୬(ଡି.ଏନ.ଏ.)-ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁରେ ରବିବାର ଗ୍ରାମବାସୀ ପାଣି ସମସ୍ୟା ନେଇ ସ୍ଥାନୀୟ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା ଦେଇଥିଲେ। ଏଥିପାଇଁ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଶତାଧିକ ମହିଳା, ପୁରୁଷ ହାଣ୍ଡି, ମାଠିଆ ଧରି ବସିଥିଲେ। ଏହି ସମୟରେ...

ଦେଉଳିବନ୍ଧ ଉନ୍ନତୀକରଣ କାର୍ଯ୍ୟରେ ବିଳମ୍ବ

ଗୋପାଳପୁର,୯।୬-ରଙ୍ଗେଇଲୁଣ୍ଡା ବ୍ଲକ ରାଳବସ୍ଥିତ ଦେଉଳିବନ୍ଧର ଉନ୍ନତୀକରଣ କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା ଅଭିଯୋଗ ହେଉଛି। ୨୦୧୮ ଡିିସେମ୍ବର ୭ରୁ ଆରମ୍ଭ ହୋଇ ଏହି କାର୍ଯ୍ୟ ୨୦୧୯ ମାର୍ଚ୍ଚ ୧୬ ସୁଦ୍ଧା ସରିବ ବୋଲି ସେଠାରେ ଲାଗିଥିବା ଫଳକରେ...

ସଚେତନତା ଅଭାବରୁ ବଢ଼ୁଛି ଦୁର୍ଘଟଣା

ଦାରିଙ୍ଗବାଡ଼ି,୯।୬(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସଚେତନତା ଅଭାବ ଓ ଯାତ୍ରୀ ପରିବହନରେ ଅବ୍ୟବସ୍ଥା ଯୋଗୁ ଦୁର୍ଘଟଣା ବଢ଼ୁଛି। କେଉଁଠି ବସ୍‌ରେ ଆବଶ୍ୟକତା ଠାରୁ ଅଧିକା ଯାତ୍ରୀ ବୋହି ନେବାକୁ ପଡ଼ୁଛି ତ ଆଉ କେଉଁଠି ଅଟୋରେ ଯାତ୍ରୀ ଓ ବିଦ୍ୟାଳୟକୁ...

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବିଭିନ୍ନ ପନିପରିବା ଚାଷ ନଷ୍ଟ କରୁଛନ୍ତି। ଏଥିସହିତ...

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ଝୁମ୍ପୁରା, ୯।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅଞ୍ଚଳରେ ରବିବାର ମଧ୍ୟାହ୍ନରେ ବଜ୍ରପାତରେ ବ୍ରହ୍ମାନନ୍ଦ ନାଏକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ବାରିଆ ଥାନା ଅନ୍ତର୍ଗତ ହରିପଶି ଗ୍ରାମର ବ୍ରହ୍ମାନନ୍ଦ ବିଲକୁ ଯାଇଥିବା ବେଳେ ବଜ୍ରପାତର ଶିକାର...

ଜମିଜମାକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା: ୫ ଗିରଫ

ଧାମନଗର, ୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଖପରପଦା ଗ୍ରାମରେ ଜମିଜମାକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣାରେ ପୋଲିସ ଉଭୟ ପକ୍ଷରୁ ୫ ଜଣଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଡମ୍ବରୁଧର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri