ଆମ ଜିଲା ଖବର

ନକଲି ବିଦେଶୀ ମଦ ଜବତ, ୨ ଗିରଫ

ପାଟପୁର,୧୭ା୫(ଡି.ଏନ.ଏ.)- ପାଟପୁର ଥାନା ଅନ୍ତର୍ଗତ ସାହାସପୁର ଗ୍ରାମରେ ଜଣେ ବ୍ୟବସାୟୀ ନକଲି ମଦ ପ୍ରସ୍ତୁତ କରି ବିଭିନ୍ନ ପଞ୍ଚାୟତକୁ ଚାଲାଣ କରୁଥିବା ଅଭିଯୋଗକୁ ଭିତ୍ତିକରି ଗତ ସୋମବାର ଉକ୍ତ ଗ୍ରାମର ସୁବାସ ଚନ୍ଦ୍ର ସାହୁ ଓରଫ ବାବୁଲାଙ୍କୁ ଗିରଫ କରାଯାଇଥିଲା।...

ଆଇଆରଇ କର୍ମଚାରୀଙ୍କ ମୃତ୍ୟୁ, ଘରୋଇ ହସ୍ପିଟାଲ ମାଲିକ, ଡାକ୍ତରଙ୍କୁ ଜେରା

ବ୍ରହ୍ମପୁର ଅଫିସ,୧୭ା୫- ଗେଟବଜାର ଛକସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ରାତିରେ ମାଟିଖାଲ ଆଇଆରଇ ପ୍ଲାଣ୍ଟରେ କାମ କରୁଥିବା ଆର. ଗୋପୀ ରେଡ୍ଡୀ (୩୫)ଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି।...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହାଣିଲେ

ବ୍ରହ୍ମପୁର ଅଫିସ,୧୭ା୫- ବଡବଜାର ଥାନା ପାଣ୍ଡବନଗରର ଟୁଟୁ ହାତୀ (୩୫)ଙ୍କୁ ଗୁରୁବାର ରାତି ପ୍ରାୟ ୯ଟାବେଳେ ଦୁର୍ବୃତ୍ତମାନେ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି। ପୂର୍ବ...

୨ ବିଷାକ୍ତ ସାପ ଉଦ୍ଧାର

ଢେଙ୍କିକୋଟ, ୧୭ା୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫରେଷ୍ଟ ସେକ୍ସନ ଖଣ୍ଟ ଘର ପଞ୍ଚାୟତ କାଶିବେଡା ଗ୍ରାମରୁ ଗୁୁରୁବାର ଅପରାହ୍ନରେ ୨ଟି ବିଷଧର ସାପକୁ ବନବିଭାଗ ତରଫରୁ ଉଦ୍ଧାର କରାଯାଇଛି। କାଶିବେଡା ଗ୍ରାମ ମୁଣ୍ଡାସାହି ଚନ୍ଦ୍ରା ମୁଣ୍ଡାଙ୍କ ଘର ଭିତରେ ଗୋଟିଏ...

ମୃତ୍ୟୁର ୧୫ ବର୍ଷ ପରେ ବି ମିଳିଲାନି ନ୍ୟାୟ: ଟାଟା ସ୍ପଞ୍ଜ କାରଖାନା ଆଗରେ ଧାରଣା

ଯୋଡ଼ା, ୧୭।୫ (ଢି.ଏନ.ଏ.) – କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ୧୫ ବର୍ଷରୁ ଉର୍ଦ୍ଧ୍ୱ ସମୟ ବିତିଯାଇଛି। ଏଯାଏ ମୃତକଙ୍କ ପରିବାରକୁ ନ୍ୟାୟ ମିଳିନାହିଁ। ଏହି ଅଭିଯୋଗ...

ଚୋରା ଲୁହାପଥର ବୋଝେଇ ଟ୍ରକ ଜବତ

ଯୋଡ଼ା,୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ଖଣିଜ ଚୋରା କାରବାର ଥମିବାର ନାଁ ନେଉନାହିଁ। ଯୋଡ଼ା ଥାନା ତଥା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଲହଣ୍ଡା ଠାରେ ଗୁରୁବାର ୧୧ଟା ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଯାଉଥିବା ୨ଟି ବାହାର ରାଜ୍ୟ ନଂ ୟୁପି...

ଭୋଗ ପ୍ରସ୍ତୁତିରେ ବ୍ୟତିକ୍ରମ: ସ୍ବାଦ ହରାଇଛି ବଳଦେବଜୀଉଙ୍କ ଖେଚୁଡ଼ି; ମଇଁଷି ଘିଅ ବ୍ୟବହାର ହେଉନି

କେନ୍ଦୁଝର, ୧୭ା୫ କେନ୍ଦୁଝରର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପୀଠକୁ ଘିଅ ପାଇଁ ପାହାଡ଼ର ୮ଟି ସ୍ଥାନରେ ମଇଁଷି ଗୋଠ ଥିଲା। ମଇଁଷି କ୍ଷୀରରୁ ଠାକୁରଙ୍କ ପାଇଁ ଘିଅ ପ୍ରସ୍ତୁତ କରାଯାଉଥିଲା। ବେଲ ବାହାଳି (ଆନନ୍ଦପୁର)ରୁ ଗୁଡ଼ ଓ...

ଜଳିଗଲା ଲିଚୁ ବୋଝେଇ ଗାଡ଼ି

ଭଦ୍ରକ ଅଫିସ, ୧୭।୫ – ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ଲିଚୁ ବୋଝେଇ ଗାଡ଼ି ଜଳିଯାଇଛି। ଖବର ପାଇ ଭଣ୍ଡାରିପୋଖରୀ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ଏଥିପାଇଁ କିଛି ସମୟ...

ଗୋଚର ଜମିରେ ଚିଙ୍ଗୁଡିଘେରି ପ୍ରସଙ୍ଗ: ୩ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବାହାନଗା, ୧୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ବାଉଁଶଆଡ଼ିଆ, ଉପରଆଡ଼ିଆ ଅଞ୍ଚଳରେ ଥିବା ସରକାରୀ ଗୋଚର ଜମିରେ ଚିଙ୍ଗୁଡି ଘେରି ନିର୍ମାଣ ପ୍ରସଙ୍ଗ ଗତ ୪ ମାସ ଧରି କୋର୍ଟରେ ବିଚାରାଧୀନ ରହିଛି। ହାଇକୋର୍ଟ ୩ ମାସ ମଧ୍ୟରେ...

ନାବାଳକଙ୍କ ପତ୍ତା ମିଳୁନି, ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ

କେନ୍ଦୁଝର,୧୬ା୫(ସ୍ବ.ପ୍ର.): ଦୀର୍ଘ ଆଠଦିନ ହେଲା ଜଣେ ନାବାଳକ ଘରୁ କେଉଁଆଡ଼େ ଚାଲିଯାଇଛନ୍ତି। ପରିବାର ଲୋକେ ଚାରିିଆଡ଼େ ଖୋଜାଖୋଜି କରିଥିଲେ ହେଁ ପାଇ ନ ଥିବାରୁ ପ୍ରଶାସନର ସହାୟତା ଲୋଡ଼ିଛନ୍ତି। ପ୍ରକାଶ ଯେ, କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ତଳକମ୍ପଡ଼ି କୁସୁମିତା...

ଜମି ଦେବା ନାଁରେ ଠକେଇ : ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୧୬ା୫: ଜମି ଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ବୁଧବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ଲୋଚପଡ଼ା ଶକ୍ତିନଗର ୫ ସାରଣୀର ଅଯୋଧ୍ୟା ପାଣିଗ୍ରାହୀ (୪୨)। ଗୁରୁବାର ଅଯୋଧ୍ୟାଙ୍କୁ କେସ ନମ୍ବର...

ସେବାୟତଙ୍କ ମଧ୍ୟରେ ବିବାଦ: ୪ ଦିନ ଧରି ବନ୍ଦ ରହିଥିଲା ମା’ ହରଚଣ୍ଡୀ ମନ୍ଦିର, ଦେବୋତ୍ତର ବିଭାଗ ହସ୍ତକ୍ଷେପ ପରେ ନୀତିକାନ୍ତି ଆରମ୍ଭ

ନିଶ୍ଚିନ୍ତକୋଇଲି,୧୬।୫(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଛପଚିକଣା ମା’ ହରଚଣ୍ଡୀଙ୍କ ପୀଠରେ ନାଜିବନ୍ତ ସେବାୟତଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱକୁ କେନ୍ଦ୍ରକରି ଗତ ସୋମବାରଠାରୁ ମନ୍ଦିରରେ ତାଲା ପଡ଼ିଥିଲା। ଗୁରୁବାର ଦେବୋତ୍ତର ବିଭାଗର ହସ୍ତକ୍ଷେପ ପରେ ମନ୍ଦିର ଖୋଲାଯାଇ ନୀତିକାନ୍ତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri