ଆମ ଜିଲା ଖବର

ଆଜି ଜାତୀୟ ଡେଙ୍ଗୁ ଦିବସ : ଫନୀ ପରେ ସତର୍କ ରହିବାକୁ ପରାମର୍ଶ

ତିହିଡ଼ି,୧୬ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସଭାଗୃହରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଡା.ଦେବସ୍ମିତା ତ୍ରିପାଠୀ ପୌରୋହିତ୍ୟ କରିଥିଲେ। ଏଥିରେ ଡା.ମଧୁସ୍ମିତା ଦାସ, ଡା. ପୁଷ୍ପଲତା ସ୍ବାଇଁ, ଡା.ସୌମ୍ୟରଞ୍ଜନ...

ବଳାରଙ୍ଗ ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ସୋନପୁର,୧୬।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବଳାରଙ୍ଗ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ପ୍ରେମୀ ଯୁଗଳ ବିଷପାନ କରି ଆତ୍ମହତ୍ୟା କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଗ୍ରାମର ଅଚ୍ୟୁତ ଭୋଇ(୨୨)ଙ୍କର ଜଣେ ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ମାତ୍ର...

ଝାଡ଼କୁସୁମି ଗ୍ରାମରେ ପାନୀୟ ଜଳ ସମସ୍ୟା: ୨୬ନଂ ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ, କଳାହାଣ୍ଡି-ନବରଙ୍ଗପୁରକୁ ଯାତାୟାତ ଠପ୍‌

ପାପଡ଼ାହାଣ୍ଡି,୧୬।୫(ଡି.ଏନ୍‌.ଏ.): ପାନୀୟ ଜଳ ସମସ୍ୟା ନେଇ ଗୁରୁବାର ପାପଡ଼ାହାଣ୍ଡି ବ୍ଲକ ଝାଡ଼କୁସୁମି ଗ୍ରାମବାସୀ ୨୬ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ କଳାହାଣ୍ଡିଠାରୁ ନବରଙ୍ଗପୁର ଜିଲାକୁ ଯାତାୟାତ ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ଗ୍ରାମରେ...

ନୂଆ ଟ୍ରାନ୍ସଫର୍ମର ଲଗାଯାଉନି: ମାସେ ହେଲା ଜଳ ଯୋଗାଣ ବନ୍ଦ

ବଇଣ୍ଡା, ୧୬ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଡରପାଳ ପଞ୍ଚାୟତ ନତଡା ଗ୍ରାମରେ ଥିବା ଟ୍ରାନ୍ସଫର୍ମରଟି ମାସେ ହେଲା ପୋଡିଯାଇଛି। ହେଲେ ସେଠାରେ ନୂତନ ଟ୍ରାନ୍ସଫର୍ମର ଲଗାଯାଉ ନ ଥିବାରୁ ଗ୍ରାମକୁ ମାସେ ହେଲାଣି ଜଳଯୋଗାଣ ବନ୍ଦ ରହିଛି। ଏଥିଯୋଗୁ...

ତାତିଲେ ରାଣୀଗୋଡ଼ାବାସୀ : ବିଜୁଳି ଦିଅ, ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ, ୧୬।୫- ଅନୁଗୋଳ ଉପକଣ୍ଠ ରାଣୀଗୋଡ଼ା ନାୟକ ସାହିର ଲୋକେ ଅନୁଗୋଳ ସେସୁ କାର୍ଯ୍ୟାଳୟ ଆଗରେ ବୁଧବାର ଧାରଣା ଦେଇଥିଲେ। ଗ୍ରାମରେ ଲୋ ଭୋଲଟେଜ୍‌ ଯୋଗୁ ଉପଭୋକ୍ତାମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପିଲାମାନଙ୍କ ପାଠ ପଢ଼ାରେ ମଧ୍ୟ ସମସ୍ୟା...

ଅର୍ଥ ଅମଳ କରୁଛି ପୌରପାଳିକା : ବସିବାଯୋଗ୍ୟ ନୁହେଁ ତାଳଚେର ବସ୍‌ଷ୍ଟାଣ୍ଡ

ତାଳଚେର,୧୬ା୫(ନି.ପ୍ର.)- କଳାହୀରାର ସହର ତାଳଚେର। ଏଠାରେ ଅଛି ଏକାଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ। ଅର୍ଥର ଆଦୌ ଅଭାବ ନାହିଁ କହିଲେ ଚଳେ। ଜିଲା ଖଣିଜ ପାଣ୍ଠି ଅର୍ଥ ବି ପଡ଼ିରହିଛି ବର୍ଷ ବର୍ଷ ଧରି। ତଥାପି ଅବହେଳିତ ହୋଇପଡ଼ିଛି ତାଳଚେର ବସ୍‌ଷ୍ଟାଣ୍ଡ।...

ନୂଆଗାଁକୁ ମିଳୁନି ବିକାଶର ନୂଆ ଚିତ୍ର: ମୌଳିକ ସମସ୍ୟା ଭିତରେ ଛନ୍ଦି ହୋଇପଡ଼ିଛନ୍ତି ଗାଁର ୩୨ ପରିବାର

ପାରଳାଖେମୁଣ୍ଡି,୧୬ା୫(ସ୍ବ.ପ୍ର.) ଗ୍ରାମର ନାମ ନୂଆଗାଁ। କିନ୍ତୁ ଏଠି ପ୍ରଶାସନିକ ଅବ୍ୟବସ୍ଥାର ପୁରୁଣା ଚିତ୍ର। ବିକାଶ ଏମାନଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, ବିଜୁଳି। ସବୁ ପ୍ରକାର ମୌଳିକ ସମସ୍ୟା ଭିତରେ ଛନ୍ଦି ହୋଇପଡ଼ିଥିବା...

୯୩୬ଜଣ ଭୋଟଗଣତି କର୍ମଚାରୀଙ୍କୁ ତାଲିମ

ବ୍ରହ୍ମପୁର ଅଫିସ୍‌,୧୬ା୫-ଚଳିତ ସାଧାରଣ ନିର୍ବାଚନର ଭୋଟ୍‌ଗଣତି ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ। ଗଞ୍ଜାମ ଜିଲାର ୧୩ଟି ବିଧାନସଭା ଆସନ ଏବଂ ୨ଟି ଲୋକ ସଭା ଆସନର ଭୋଟ୍‌ଗଣତି ସକାଳ ୮ଟାରୁ ହେବ। ପ୍ରଥମେ ପୋଷ୍ଟାଲ୍‌ ବାଲଟ୍‌ ଏବଂ ପରେ ଇଭିଏମ୍‌ର...

ଆଂଗ୍‌ଠି ନାଇଁ ଲେଖାପଢ଼ା କରମି କେନ୍‌ତା: ମୋର ଜୀବନ୍‌ଟା ମାଏଟ୍‌ କରିଦେଲା

ମନମୁଣ୍ଡା, ୧୬।୫ (ଡି.ଏନ.ଏ)-  ସବୁ ଛୁଆ ଛୋଟବେଲେ ଖାଇପିଇ ଖେଲକୁଦ କରସନ୍‌। ସ୍କୁଲରେ ପାଠ୍‌ପଢ଼ା ବାହାରେ ସାଂଗସରସାକର  ସଂଗେ ମିଶି ହସି ମଜାକ୍‌ରେ ସମିଆ ବିତାସନ୍‌। ଇତାର ବାହାରେ ତାକର କିଛି ଅଲଗ୍‌ କାମ୍‌ କି ଚିନ୍‌ତା ନାଇଁଥାଏ। ହେଲେ...

ଜିଁବାର ଖାଏବାର ବାଟଖୁଛନ୍‌ ଶାଶ୍‌ବହ

ଲାଠୋର, ୧୬ା୫ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଖଇରାପଡ଼ାର ବୁରୁଧ୍‌ ମନୁ ଭୋଇ(୮୦)କଁର ମୁର୍‌ତୁରେ ପରିବାରଟା ପୂରାପୂରି ବେସାହାରା ହେଇଯାଇଛନ୍‌। ସୂଚନା ଅନ୍‌ସାରେ ମନୁ ଭୋଇକଁର ମାଏକିନା ଗମ୍ଭାରୀ ଭୋଇ, ଝି’ କଲାବତୀ ଆର ପୁଓ ଶଙ୍କରକେ ନେଇ...

ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାପତ୍ର

ଛତ୍ରପୁର,୧୬ା୫(ଡି.ଏନ.ଏ)-ରାଜ୍ୟରେ ଫନୀ ବାତ୍ୟା ବିପନ୍ନଙ୍କୁ ବିଭିନ୍ନ ସହାୟତା ଯୋଗାଇଥିବାରୁ ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ପ୍ରଂଶସାପତ୍ର ମିଳିଛି। ପୁରୀ ଜିଲାର ବାତ୍ୟା ବିପନ୍ନଙ୍କୁ ରିଲିଫ ବଣ୍ଟନଠାରୁ ଆରମ୍ଭ କରି ସେଠାରେ ଚାଲିଥିବା ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟରେ ଗଞ୍ଜାମ...

ଖୁଦପେଜ ଗାଁର ମହିଲା ସ୍ବୟଂ ସହାୟକ ଗୋଷ୍ଠୀର କରାମତି: ଧାନରେ ତିଆରୁଛନ୍‌ ସଉଖିନ କଳାକୁରତି

ନୂଆପଡା ଅଫିସ,୧୬ା୫:  ସରକାର ଗାଁରୁ ସହର ତକ୍‌ ମହିଲାମାନେ କେନ୍‌ଥେଇ ନିଜେର ଗୁଡ଼େ ନିଜେ ଠିଆ ହେଇପାରବେ, ଦୁଇପଏସା ରୁଜଗାର କରବେ ସେଥିରଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଇ ଯୋଜନା ବିଫଲ ହେଉଥିବାର ଦେଖ୍‌ବାକେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri