ଆମ ଜିଲା ଖବର

ସେବାରେ ସମରପିତ ଗୁଞ୍ଜ ମା’ର ଜୀବନ୍‌

ଲାଠୋର,୧୫।୫ (ଡି.ଏନ.ଏ.): ବଏସ୍‌ ପାଖାପାଖି ଶହେ। ଜୀବନ୍‌ର ଶେଷ ମୁଡ଼ସାକେ ଛିଁ ସାରିଛନ୍‌। ହେଲେ ଆଏଜ୍‌ ବି ସେ ସେବା ମନ୍‌ବୁରତିକେ ଛାଡ଼ି ନାଇଁପାରି। ଆସେପାସେ ଯାହାର ଯେନ୍‌ ସୁବିଧା ଅସବିଧା, ଡାକ୍‌ଦେଉନ କି ନାଇଁ ଦେଉନ ସେଠାନେ ଯାଇ...

ଚିକିତ୍ସା ଲାଗି ଟଁକା ବାଧକ୍‌: ଗୁରୁତର ହେଉଛେ ସ୍ବାଧୀନର ଅବସ୍‌ତା

ବିନିକା,୧୫ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଧୀନ ମହଦା ଗଁାର ଶ୍ରୀରାମ ନଗର ପଡ଼ାର ଉତ୍ତମ ବିଶ୍ୱାଳକଁର ପୁଓ ସ୍ବାଧୀନ ବିଶ୍ୱାଳ(୪)। ସେ ଜନମ ବେଲେ ଠିକ୍‌ଠାକ୍‌ ଥିଲେ। ହେଲେ କେହେନ୍‌ସି କାରନ୍‌ରୁ ତାକର ମେରୁହାଡ଼ରେ ଅସବିଧା ଦେଖାଦେଇ ଦିନୁଦିନ୍‌କେ...

୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ ଏବେ ବାହାର ରାଜ୍ୟରେ କାମ କରିବାକୁ ଚାଲିଯାଇଛନ୍ତି। କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ...

ଝରକା ବାଟେ ବାହାରକୁ ଗରମ ପାଣି ଫିଙ୍ଗିଲେ ସହାୟିକା, ଅଙ୍ଗନଓ୍ବାଡି ଶିଶୁ ଗୁରୁତର

ସୋନପୁର/ବୀରମହାରାଜପୁର,୧୪।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଜଟିଆପାଲି ଅଙ୍ଗନୱାଡି କେନ୍ଦ୍ରରେ ମଙ୍ଗଳବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। କେନ୍ଦ୍ରର ସହାୟିକା ବେଦମତୀ ମହାକୁର ଶିଶୁକନ୍ୟା ପ୍ରୀତିମୟୀ ମହାକୁର(୩)ଙ୍କ ଉପରକୁ ଗରମ ପାଣି ଫିଙ୍ଗି ଦେବାରୁ ତାଙ୍କ ଶରୀରର ୬୦...

ଓଡ଼ଗାଁ: ଜବରଦଖଲରେ ମୂଲ୍ୟବାନ ଜମି

ଓଡ଼ଗାଁ,୧୪।୫(ସ୍ବ.ପ୍ର.)-ନୟାଗଡ ଜିଲାର ପ୍ରମୁଖ ତହସିଲ ଓଡ଼ଗାଁ ଓ ଏନଏସି ଅଞ୍ଚଳରେ ବହୁ ମୂଲ୍ୟବାନ ଜମି ଜବରଦଖଲରେ ରହିଥିବା ଅଭିଯୋଗ ହେଉଛି । ଏନେଇ ପ୍ରଶାସନିକ ଅଧିକାରୀ ଅବଗତ ଥିଲେ ସୁଦ୍ଧା ସେମାନଙ୍କ ନୀରବତା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ମୁଖ୍ୟତଃ...

ରଣପୁରରେ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା

ରଣପୁର,୧୪ା୫ (ସ୍ବ.ପ୍ର.)- ପୁରୀ ଶ୍ରୀମନ୍ଦିରରେ ଠାକୁରଙ୍କ ନୀତିକାନ୍ତି ସହ ସାମଞ୍ଜସ୍ୟ ରହୁଥିବା ରଣପୁର ଜଗନ୍ନାଥ ମନ୍ଦିରରେ ମଧ୍ୟ ବାରମାସରେ ତେରପର୍ବ ପାଳିତ ହୋଇଥାଏ। ତନ୍ମଧ୍ୟରୁ ଚନ୍ଦନ ଯାତ୍ରା ଅନ୍ୟତମ। ଠାକୁରଙ୍କ ଜଳକ୍ରୀଡାକୁ ଚନ୍ଦନ ଯାତ୍ରା କୁହାଯାଏ। ଅକ୍ଷୟ ତୃତୀୟାଠାରୁ ଆରମ୍ଭ...

ବାଲିଗୁଡ଼ାରେ ଉପସ୍ଥିତି ଜାହିର କଲେ ମାଓବାଦୀ: ଗଛ ପକାଇ ରାସ୍ତା ଅବରୋଧ କଲେ

ବାଲିଗୁଡ଼ା,୧୪ା୫(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ପୁଣି ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସୋମବାର ମଧ୍ୟ  ରାତିରେ ବାଲିଗୁଡ଼ା- କଣ୍ଟାମାଳ ମୁଖ୍ୟରାସ୍ତାର ପରୁଭଟ୍ଟା ଘାଟିରେ ଗଛକାଟି ରାସ୍ତା ଅବରୋଧ କରିଛନ୍ତି। ସେଠାରେ ପୋଷ୍ଟର ମଧ୍ୟ ଛାଡି ଯାଇଥିଲେ। ମଙ୍ଗଳବାର...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କରାଯିବ ଚାରା ରୋପଣ

ଛତ୍ରପୁର,୧୪ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ଗଞ୍ଜାମ ଜିଲାରେ ବହୁ ଗଛର କ୍ଷତି ହୋଇଯାଇଛି ା ତେଣୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଚାରା ରୋପଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପରିଷଦ...

ତିହିଡି, ଚାନ୍ଦବାଲି ମଦମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଗଣଧାରଣା, ପ୍ରତିବାଦ ସଭା

ତିହିଡ଼ି, ୧୪।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାର  ତିହିଡ଼ି ଓ ଚାନ୍ଦବାଲିରେ ବିଷାକ୍ତ ମଦ ପିଇ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପୋଲିସ ଓ ପ୍ରଶାସନ ଏଯାଏ କୌଣସି ପଦକ୍ଷେପ ନେଇ ନାହିଁ । ମଦମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗରିଫ...

ନାବାଳିକାଙ୍କ ବିବାହ ରୋକିଲା ଶିଶୁ ସୁରକ୍ଷା କମିଟି

କେନ୍ଦୁଝର, ୧୪ା୫ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସୁଲେଇଖମାର ଗ୍ରାମରେ ସୋମବାର ଜଣେ ନାବାଳିକାଙ୍କ ବିବାହ ଚାଲିଥିଲା। ଖବର ପାଇ ଶିଶୁ ସୁରକ୍ଷା କମିଟି ପକ୍ଷରୁ ପୋଲିସ ସହାୟତାରେ ବିବାହ ବନ୍ଦକରି କନ୍ୟାକୁ ଉଦ୍ଧାର କରାଯାଇଛି। ଝିଅର ବୟସ...

ସିଆରଆରଆଇ-କନ୍ଦରପୁର ୩୩କେଭି ଫିଡର କାମ ଅଧାପନ୍ତରିଆ : ୩ ବ୍ଲକର ବିଦ୍ୟୁତ୍‌ ଉପଭୋକ୍ତା ହନ୍ତସନ୍ତ

କଟକ ସଦର, ୧୩ା୫(ଡି.ଏନ୍‌.ଏ.): କଟକ ସଦର ବ୍ଲକ ସମେତ ପଡୋସୀ ଜଗତ୍‌ସିଂହପୁର ଜିଲା ଅଧୀନ ରଘୁନାଥପୁର ଓ ବିରିଡି ବ୍ଲକ ଅଞ୍ଚଳର ବିଦ୍ୟୁତ୍‌ ସେବାକୁ ତ୍ୱରାନ୍ବିତ କରିବା ଲକ୍ଷ୍ୟରେ ସିଆରଆରଆଇ-କନ୍ଦରପୁର ୩୩ କେଭି ନୁତନ ଫିଡରର କାମ ୨୦୧୪ରେ ଆରମ୍ଭ...

ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା : ନବବଧୂ ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ୧୩।୫: ଭଦ୍ରକ ସହର ଉପକଣ୍ଠ ଉଗାଳପୁର ମାଝିସାହିରେ ରବିବାର ମଧ୍ୟାହ୍ନରେ ଭୟାଭୟ ଅଗ୍ନିକାଣ୍ଡ ଘଟି ପଙ୍କଜିନୀ ଟୁଡୁ (୨୨) ନାମ୍ନୀ ଜଣେ ନବବଧୂ ଜୀବନ୍ତଦଗ୍ଧ ହୋଇଛନ୍ତି। ୧୮ ଦିନ ପୂର୍ବେ ତାଙ୍କର ବିବାହ ହୋଇଥିଲା। ଘରେ ନିଆଁ ଲାଗିଯିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri