ଭଞ୍ଜନଗର,୧୨।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ତହସିଲ ଅନ୍ତର୍ଗତ ଗାୟଗଣ୍ଡାରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୬ ବଖରା ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଏଥିରେ ରଞ୍ଜୁ ବେହେରା,...
ବଅଁରପାଳ, ୧୨।୫- ଦୁର୍ଘଟଣାରେ ସ୍ବାମୀ ଆଖିବୁଜିବା ବେଳେ କୋଳରେ ଥିଲେ ଦୁଇ କୁନି ସନ୍ତାନ। ନୂଆଣିଆ ଘର ଖଣ୍ଡିକୁ ଛାଡ଼ିଦେଲେ ଆଉ କିଛି ନ ଥିଲା ପାଖରେ। ସେତେବେଳେ ବୃଦ୍ଧ ଶାଶୁ ଶ୍ୱଶୁର ଓ ପିଲା ହିଁ ଥିଲେ ବଡ଼...
ଢେଙ୍କାନାଳ ଅଫିସ, ୧୨।୫- ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଦୀର୍ଘଦିନ ଧରି ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତା ହାତୀକୁ ଶୁକ୍ରବାର ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ ଗଇଲୋ ଅଞ୍ଚଳରେ ଠାବ କରାଯାଇଛି। ଏହାକୁ ନେଇ ସାଧାରଣରେ ଭୟ ଆତଙ୍କର...
Page 5,846 of 5,881« First«...102030...5,8445,8455,8465,8475,848...5,8605,8705,880...»Last »
Archives
Model This Week
ପିଲାଙ୍କ ଧରିତ୍ରୀ