ଆମ ଜିଲା ଖବର

ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ୍‌,୭ା୬- ମଡର୍ଣ୍ଣ ୟୁଥ୍‌ କ୍ଲବ ତରଫରୁ ତଥା ବିଏମ୍‌ସି ସହଯୋଗରେ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଯୋଗ ଦେଇଥିଲେ। କ୍ରୀଡ଼ାରେ...

ଅର୍ଥ ବାଧକ : ଅଧାରୁ ପାଠ ଛାଡ଼ିଲେ ଦୁଷ୍ମନ୍ତ

ଚମ୍ପୁଆ, ୭ା୬(ଡି.ଏନ.ଏ.): ସଭିଏଁ ପଢନ୍ତୁ ଓ ସଭିଏଁ ବଢନ୍ତୁ କାର୍ଯ୍ୟକ୍ରମ ଅନୁଯାୟୀ ଶିକ୍ଷିତହାର ବୃଦ୍ଧି କରିବା ଓ ବିଶେଷ ଭାବେ ଆଦିବାସୀ ହରିଜନ ଏବଂ ଆର୍ଥତ୍କ ଦୁର୍ବଳ ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷାଦାନ କରିବା ଉପରେ ସରକାରୀ ସ୍ତରରେ ବହୁ ପଦକ୍ଷେପ...

ବୈତରଣୀ ନଦୀ ସେତୁରୁ ବେରିଂ ଖସିବା ଘଟଣା: ବର୍ଷେ ପରେ ବି ବିଳମ୍ବ ମରାମତି

ଆନନ୍ଦପୁର, ୭।୬(ସ୍ବ.ପ୍ର.)- ଆନନ୍ଦପୁର ବୈତରଣୀ ନଦୀ ସେତୁକୁ ଦଇବ ସାହା। ବିପଦସଙ୍କୁଳ ଅବସ୍ଥାରେ ରହିଥିବା ଏହି ସେତୁର ଏକ ପିଲାରରୁ ୨୦୧୮ ଜୁଲାଇ ୬ ତାରିଖରେ ଏକ ବେରିଂ ଖସିଥିବା ଘଟଣା ଦୃଷ୍ଟିକୁ ଆସିଥିଲା। ଏହି ବେରିଂ କେବେ ଖସିଥିଲା...

ଆଜି ଦେବଦମ୍ପତିଙ୍କ ବିବାହ:ବୈଦିକ ରୀତିରେ ସରିଲା ମଙ୍ଗଳକୃତ୍ୟ

ଆରଡ଼ି, ୭।୬ (ଡି.ଏନ.ଏ.)- ଶୁକ୍ରବାର ଦେବଦମ୍ପତିଙ୍କ ବିବାହ। ଦେବ ଦେବ ମହାଦେବ ସାଜିବେ ବର ଆଉ ମାତା ପାର୍ବତୀ କନିଆ। ବାଣ ରୋଶଣି ସାଙ୍ଗକୁ ଯୋଡ଼ି ମହୁରି, ମାଦଳ ବାଜା, ଶଙ୍ଖଧ୍ୱନି, ଖୋଳ କରତାଳ, ଢୋଲ, ମୃଦଙ୍ଗ ଆଦି ବାଦ୍ୟରେ...

ବେଆଇନ ବାଲି ଉତ୍ତୋଳନ ନେଇ ଗ୍ରାମବାସୀଙ୍କ ରାସ୍ତାରୋକୋ, ଉତ୍ତେଜନା

ଜଳେଶ୍ୱର, ୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ସରଡ଼ିହା ରାଜସ୍ବ ସର୍କଲ ଅଧୀନ ସୁବର୍ଣ୍ଣରେଖା ନଦୀର ଶିଖରପୁର ବାଲି ସୈରାତରୁ ପରିବେଶ ତଥା ରାଜସ୍ବ ଆଇନକୁ ଉଲ୍ଲଘଂନ କରାଯାଇ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଉଛି। ନଦୀକୂଳ ଶିଖରପୁର ଗ୍ରାମର ଶତାଧିକ...

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ...

ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍‌

ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍‌ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ...

ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁବାର ଭଞ୍ଜନଗର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ବିଜେଡ଼ି କର୍ମୀମାନେ ବାଇକ ଶୋଭାଯାତ୍ରାରେ...

ତାଲା ଭାଙ୍ଗି ଚୋରି

ଆସିକା,୬।୬(ଡି.ଏନ୍‌.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍‌ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍‌ ଦୋକାନ ତାଲା ନଗଦ ଟଙ୍କା ଲୁଟି ନେଇଛନ୍ତି। ସେଲୁନ୍‌ଠାରୁ ପ୍ରାୟ ଶହେ ଫୁଟ ଦୂର ମାଲସାହିରେ...

କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ: ପାତ୍ରପାଲି ଚାମ୍ପିୟନ

ଅମରପାଲି, ୬।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇଠାରେ ଚାଲିଥିବା ଅଷ୍ଟମ କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଉଲୁଣ୍ଡାକୁ ୨-୦ରେ ହରାଇ ପାତ୍ରପାଲି ଚାମ୍ପିୟନ ହୋଇଛି। ଗୁରୁବାର ଖେଳାଯାଇଥିବା ପ୍ରଥମ ଫର୍ମାଟରେ ପାତ୍ରପାଲି ପ୍ରଥମେ ବ୍ୟାଟିଂ...

ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ

କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍‌ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କର୍ଲାମୁଣ୍ଡା ବିଡିଓଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଶତାଧିକ ଶ୍ରମିକ...

ପୋଖରୀ କାମରେ ଅନିୟମିତତା ଅଭିଯୋଗ: ପ୍ରତିବାଦରେ କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ଘେରାଉ

କୋକସରା,୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ପଦ୍ମ ସାରର ପୋଖରୀ ପଙ୍କ ଉଦ୍ଧାର ଓ ମାଟି କାମ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଦ୍ୱାରା ଚାଲିଛି । କିନ୍ତୁ ପୋଖରୀ ପଙ୍କ ଉଦ୍ଧାର କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri