ଆମ ଜିଲା ଖବର

ପ୍ରସୂତି, ଶିଶୁ ମୃତ୍ୟୁର କାରଣ ଖୋଜିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୪(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ଏକ ସମୀକ୍ଷା ବୈଠକ ରବିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରି ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଥିଲେ।...

ବେଆଇନ ଜମିରେ ନିର୍ମିତ ହୋଇଛି ନବୀନ ନିବାସ

ବ୍ରହ୍ମପୁର ଅଫିସ୍‌,୨୯ା୪-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସସ୍ଥାନ ନବୀନ ନିବାସ ଜମିକୁ ନେଇ ବିବାଦ ଦେଖାଦେଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଏ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ଆସନ୍ତା...

ଆତଙ୍କ ଖେଳାଇଛନ୍ତି କୁଲଡ଼ିହା ହାତୀ: ଜଣଙ୍କୁ କଚାଡ଼ି ମାରିଲେ

ନୀଳଗିରି/ସଜନାଗଡ଼, ୨୯।୪(ଡି.ଏନ.ଏ.)-କିଛିମାସ ହେଲା ନୀଳଗିରି ବ୍ଲକ ଅଧୀନ କୁଲଡ଼ିହା ଅଭୟାରଣ୍ୟର ହାତୀପଲ ବନାଞ୍ଚଳ ନିକଟସ୍ଥ ଗ୍ରାମରେ ପଶି ବହୁ ଘର, ବିଭିନ୍ନ ପ୍ରକାର ଫସଲ ନଷ୍ଟ କରିଆସୁଛନ୍ତି। ଏଥିପ୍ରତି ବନବିଭାଗର ଚେତା ପଶୁନି। ରବିବାର ଏକ ହାତୀ ଜଣେ ବ୍ୟକ୍ତିଙ୍କୁ...

ରହସ୍ୟଘେରରେ ଆଦିତ୍ୟଙ୍କ ମୃତ୍ୟୁ

ବାରିପଦା ଅଫିସ,୨୯।୪- ବାରିପଦା ସହର ୨୫ ନମ୍ବର ୱାର୍ଡ ଛାଞ୍ଚ ଅଞ୍ଚଳର ଆଦିତ୍ୟ ନାରାୟଣ ପଣ୍ଡା ନାମକ ଜଣେ ଯୁବକଙ୍କୁ  ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ହରିଶ୍ଚନ୍ଦ୍ର ପଣ୍ଡା ରବିବାର ବାରିପଦା ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ମୃତ...

ନିର୍ବାଚନ ଲାଗି ମୟୂରଭଞ୍ଜରେ ସୁରକ୍ଷା କଡ଼ାକଡ଼ି ; ୫ ଶହରୁ ଊର୍ଦ୍ଧ୍ୱ ବୁଥ୍‌ରେ ସିସି ଟିଭି କ୍ୟାମେରା

ବାରିପଦା ଅଫିସ,୨୯।୪- ମୟୂରଭଞ୍ଜ ଲୋକ ସଭା ଆସନ ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ବାଲେଶ୍ୱର ଲୋକ ସଭା ଆସନରେ ସାମିଲ ହୋଇଥିବା ଏହି ଜିଲାରେ ବଡସାହି ନିର୍ବାଚନମଣ୍ଡଳୀରେ ସୋମବାର  ଅନୁଷ୍ଠିତ ହେଉଥିବା ନିର୍ବାଚନ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା...

ଧୂଳିଧୂଆଁରେ ଲୋକେ ଅତିଷ୍ଠ

ଯୋଡ଼ା, ୨୯।୪(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳର ୨ନଂ ରାଜ୍ୟ ରାଜପଥର ଜୁରୁଡି-ବାମେବାରୀ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତା ଦେଇ ଦୈନିକ ଶତାଧିକ ଟ୍ରକ୍‌ ଓ ଡମ୍ପର ବିଭିନ୍ନ ଖଣି କମ୍ପାନୀର ଖଣିଜ ବୋଝେଇ କରି ପରିବହନ କରୁଛି। ରାସ୍ତାର...

ଜିଲାରେ ୭୫ ଆଦର୍ଶ ମତଦାନ କେନ୍ଦ୍ର

ଭଦ୍ରକ ଅଫିସ, ୨୯ା୪- ଜିଲାରେ ମୋଟ ୧୨୯୨ଟି ପୋଲିଂ ଷ୍ଟେଶନ ମଧ୍ୟରୁ ୭୫ଟି ମତଦାନ କେନ୍ଦ୍ରକୁ ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ପୋଲିଂ ବୁଥ୍‌) ଭାବେ ଘୋଷଣା କରାଯାଇଛି। ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି...

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ ଚମ୍ପୁଆ ଓ ପାଟଣା ନିର୍ବାଚନମଣ୍ଡଳୀର ଇଭିଏମ୍‌ ରଖାଯାଇଥିବାରୁ କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆତଯାତ...

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗାଁର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଆଁ ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ ଜିନିଷପାତି ପୁଡ଼ି ଖାର ହେଇଯାଇଥିବାର ଜନାପଡ଼ିଛେ। ସୂଚନା ହିସାବେ ହେମ ସଖାଲୁ...

ଦର୍ଶକଙ୍କୁ ବାନ୍ଧିରଖିଲା ମଞ୍ଚନାଟକ ମିଛ ସଂସାର

ବୀରମହାରାଜପୁର, ୨୯ା୪(ଡି.ଏନ.ଏ.)  ବର୍ତ୍ତମାନର ସିନେମା, ଟେଲିଭିଜନ ଓ ଇଣ୍ଟରନେଟ୍‌ ଯୁଗରେ ମଧ୍ୟ ମଞ୍ଚନାଟକର ଆଦର କିମ୍ବା ଆକର୍ଷଣ କମିନାହିଁ।  ଏହା ପ୍ରତିପାଦିତ କରିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିକଟବର୍ତ୍ତୀ କମଳପୁର ଗ୍ରାମ ଯୁବନାଟ୍ୟ ସଂସଦର ସୌଖୀନ କଳାକାର ଗଣ।  ସେମାନେ...

ଅଶୋକକୁଁ ଉଧାର କଲା ସ୍ବାସ୍ଥ୍ୟ ବିଭାଗ

ଲାଠୋର,୨୯ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ର ସାନଗୁର୍ଜିଭଟା ଗାଁର ପାଲିପଡ଼ାର ଅଶୋକ ବର୍ଗେ(୩୦)। ଗଲା ୫ ବଛର ହେଲା ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଥିଲେ। ସେ ଟଁକା ପଏସା ଅଭାବୁ ଚିକିତ୍ସିତ...

୪୦ ବଛର ହେଲା ଝୁପଡ଼ି ଘରେ ବିତୁଛେ ଜୀବନଆବାସ ଯୋଜନାରୁ ବଁଚିତ୍‌ ୧୨ ପରିବାର

ଅତାବିରା, ୨୯।୪ (ଡି.ଏନ୍‌.ଏ.) :  କେନ୍ଦ୍ର ଆର ରାଏଜ ସରକାର ଗରିବ୍‌ ଦୁଖିକୁ ପକା ଘର ଯୁଗେଇ ଦେବାର ଲାଗି ଭିନେ ଭିନେ ଯୋଜନା କରି ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ବହୁତ୍‌ ଜାଗାରେ ହକ୍‌ଦାର ହିତାଧିକାରୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri