ଆମ ଜିଲା ଖବର

ଗରିବ୍‌ ଦୁଖିକର ଲାଗି ଦୁରଲଭ ହେଲାନ ପଖାଲ

ଜାମଟିକ୍ରା, ୨୭।୪ (ଡି.ଏନ୍‌.ଏ.): ଓଡ଼ିଶାରେ ଗଁାଗଁଲିନୁ ଆରମ୍‌ କରି ସହର ତକ୍‌ ସମକର ପସନ୍‌ ପଖାଲ। ଖରାଦିନ୍‌ ଆରମ୍‌ ହେଲେ ସମ୍‌କର ମନ୍‌ ପଖାଲ ଖାଏବାକେ ଘିଚି ହେସି। ହେଲେ ଦିନୁଦିନ୍‌କେ ସାମାଜିକ ଥିତି ବଦଲିବାର ସଂଗେ ଆମର ଖାଏଦ୍‌ପାନ୍‌...

ପିଇଲା ପାଏନ୍‌ ଲାଗି ହଟହଟା ବିନିକା ସହରବାସୀ

ବିନିକା,୨୭ା୪(ଡି.ଏନ୍‌.ଏ): ଏହେଦ୍‌କା ସାରା ରାଏଜେ ଖରାର ତେଜ୍‌ ବଢ଼ତେଲ ଯାଉଛେ। ବଡ଼ଭାଗି ସହରମାନକର ତାପମାନ ୪୦ ଡିଗ୍ରୀ ଉପରେ ରହୁଛେ। ଏନ୍‌ତାଥି ବିନିକା ସହରର ତାପ୍‌ମାନ ବି ଦିନାକେତେ ହେଲା ୪୦ ଡିଗ୍ରୀ ଉପରେ ରହୁଛେ। ଲୋକ୍‌ ଦିନର ୧୦...

ଆକାଉଣ୍ଟରେ ଟଙ୍କା ପଠାଇଲେ ଯୁକ୍ତ ୨ ପାସ୍‌ : ଫୋନ୍‌ରେ ଦାବି କରାଯାଉଛି ୩ରୁ ୬ ହଜାର ଟଙ୍କା

ନୟାଗଡ଼ ଅଫିସ,୨୭ା୪- ନୟାଗଡ଼ ଜିଲାର ଯୁକ୍ତ ୨ ପରୀକ୍ଷା ଦେଇଥିବା ବିଭିନ୍ନ ପିଲାଙ୍କ ନିକଟକୁ ଆସୁଛି ଫୋନ୍‌ କଲ୍‌। ପରୀକ୍ଷାରେ ଗୋଟିଏ ବିଷୟରେ ତୁମେ ଫେଲ୍‌ ହୋଇଯାଇଛ, ପାସ୍‌ କରିବା ପାଇଁ ଆକାଉଣ୍ଟରେ ୩ରୁ ୬ ହଜାର ଟଙ୍କା ପଠାଇବାକୁ...

ନାଲ୍‌କୋ ହସ୍ପିଟାଲରେ ଡାକ୍ତର ଅଭାବ: ୫ ବର୍ଷ ହେଲା ନାହାନ୍ତି ଅସ୍ଥିଶଲ୍ୟ ବିଶେଷଜ୍ଞ

ବଅଁରପାଳ, ୨୭।୪ (ଡି.ଏନ୍‌.ଏ.)- ନବରତ୍ନ ଲାଭଦାୟକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ହସ୍ପିଟାଲରେ ଲାଗି ରହିଛି ଡାକ୍ତର ଅଭାବ ସମସ୍ୟା। ଦୀର୍ଘ ଦିନ ହେଲା ଏଠାରେ ବିଭିନ୍ନ ବିଭାଗରେ ଡାକ୍ତର, ବିଶେଷଜ୍ଞ ପଦବୀ ଖାଲିପଡିଥିବାରୁ ଏହା ଉପରେ ନିର୍ଭର କରୁଥିବା ଅଞ୍ଚଳବାସୀ...

ବିମୋହିତ କଲା ଶିବ ତାଣ୍ଡବ

ତାଳଚେର,୨୭ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋସତ୍ବର ଅଷ୍ଟମ ସନ୍ଧ୍ୟା ବେଶ ଚିତ୍ତାକର୍ଷକ ଥିଲା। ମୁଖ୍ୟଅତିଥି ଭାବରେ ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନ, ସମ୍ମାନିତ ଅତିଥି ଭାବରେ କଣିହାଁ ତହସିଲଦାର ଅଂଶୁମାନ ଶତପଥୀ, କଣିହଁା...

ସରିଲା ମା’ ହିଙ୍ଗୁଳାଙ୍କ ଶୀତୁଳା ପୂଜା: ଅନ୍ତିମ ଦିନରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ତାଳଚେର,୨୭ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନ ବ୍ୟାପୀ ଚାଲିଥିବା ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା ଶୁକ୍ରବାର ଶେଷ ହୋଇଛି। ଅନ୍ତିମ ଦିବସରେ ମା’ଙ୍କ ଶୀତୁଳା ପୂଜା ସମ୍ପନ୍ନ ହୋଇଛି। ଅପରାହ୍ନରେ ହିଙ୍ଗୁଳାଙ୍କ ଚଳନ୍ତି ପ୍ରତିମା ଆଲମକୁ ଶୋଭାଯାତ୍ରାରେ ଦିଅଁଘରୁ ପୀଠକୁ...

କୁଶୁପଦାକୁ ଜଳଯନ୍ତ୍ରଣା

ଢେଙ୍କାନାଳ ଅଫିସ, ୨୭।୪- ‘ସକାଳୁ ଉଠିଲେ ସେହି ଗୋଟିଏ ଚିନ୍ତା, ଘରକୁ ପାଣି ଆସିବ କେମିତି। ଅନ୍ୟଦିନ କଥା ଅଲଗା, କିନ୍ତୁ ଖରାଦିନ ଆସିଲେ ଚଡ଼କ ପଡୁଛି। ମହିଳାମାନେ ଖଇଫୁଟା ଖରା, ଝାଞ୍ଜିମାଡ଼ ସହି ଦେଢ଼ କିଲୋମିଟର ଯାଇ ନାଳରୁ...

ରିଲାଏନ୍ସ ଜୁଏଲ୍‌ସର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୭।୪- ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍‌ସ ପକ୍ଷରୁ ଅନୁଗୋଳର ଅମଲାପଡ଼ାଠାରେ ଥିବା ଅନୁଶପିଙ୍ଗ ମଲରେ ଏହାର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ୩୨ ଶହ ବର୍ଗଫୁଟ ପରିବ୍ୟାପ୍ତ ଏହି ଶୋ ରୁମ୍‌ରେ ଆକର୍ଷଣୀୟ ସୁନା ଓ...

ଅସାଧୁ କର୍ମଚାରୀଙ୍କ ଆଖିରେ ତାମଡା ପାଣ୍ଠି: ଆର୍‌ଏସିପି ଅର୍ଥ ଲୁଟିବାକୁ ଉଦ୍ୟମ

ଅନୁଗୋଳ ଅଫିସ, ୨୭।୪- ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଡେଭଲପମେଣ୍ଟ ଅଥରିଟି (ତାମଡା) ପାଣ୍ଠିରେ ପଡ଼ିଛି କେତେଜଣ ଅସାଧୁ କର୍ମଚାରୀଙ୍କ ନଜର। ଆର୍‌ଏସିପି (ରିଭାଇଜଡ ଆସ୍ୟୁୟର କ୍ୟାରିୟର ପ୍ରୋଗ୍ରେଶନ) ଅର୍ଥ ପାଇବାକୁ ସରକାରୀ ଅନୁମୋଦନ ମିଳି ନ ଥିଲେ ହେଁ ପାଣ୍ଠିରେ ଥିବା ଅର୍ଥକୁ...

ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ  ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୧.୯ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ମଧ୍ୟାହ୍ନରେ ଜନଗହଳି ପୂର୍ଣ୍ଣ ସହର ଖାଁ...

ରକ୍ତ ଅଭାବ ଦୂର ପାଇଁ ଆଗକୁ ଆସିଲେଣି ବିଭିନ୍ନ ସଂଗଠନ

ବ୍ରହ୍ମପୁର ଅଫିସ୍‌,୨୭ା୪-  ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ରକ୍ତ ସଂଗ୍ରହ ବହୁ ପରିମାଣରେ କମିଯାଇଛି। ଆବଶ୍ୟକ ଅନୁଯାୟୀ ରକ୍ତ ସଂଗ୍ରହ ହୋଇପାରୁନି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀଙ୍କୁ...

ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ

ଆସିକା,୨୭ା୪(ଡି.ଏନ୍‌.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ। ଅପହୃତ ଠିକାଦାର ଜଣକ କୋଟିବାଡି ଗ୍ରାମର ପ୍ରଶାନ୍ତ ଗୌଡ (୪୭) ଓ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri