ଆମ ଜିଲା ଖବର

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା ପାଇଁ ଓଡ଼ିଶା ଦଳର ଚୟନ ଶିବିର ଗତ ରବିବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଆୟୋଜିତ...

ସ୍ବତନ୍ତ୍ର ପରିଚୟ ଦେଇଛି ଲିଚୁ, ଆମ୍ବ ଚାଷ

ଦାରିଙ୍ଗବାଡି,୫।୬(ଡି.ଏନ.ଏ)- ଦାରିଙ୍ଗବାଡି ଅଞ୍ଚଳକୁ ଏବେ ଲିଚୁ ଏବଂ ଆମ୍ବ ଚାଷ ସ୍ବତନ୍ତ୍ର ପରିଚୟ ଦେଇଛି। ଦାରିଙ୍ଗବାଡିର ଲିଚୁ ଏବଂ ଆମ୍ବର ଚାହିଦା ଜିଲା ତଥା ଜିଲା ବାହାରେ ରହିଛି। ଜୈବିକ ପଦ୍ଧତିରେ ଏହି ଚାଷ କରାଯାଉଥିବାରୁ ଏହାର ଚାହିଦା ବଢୁଛି।...

ଆଗରୁ ପଢ଼ାଉଥିଲେ, ଏବେ କାଢ଼ି ନେବେ

ଫୁଲବାଣୀ ଅଫିସ, ୫ା୬- କନ୍ଧମାଳ ଜିଲାରେ ଅନ୍ବେଷା ଯୋଜନାରେ ବ୍ୟାପକ ଜାଲିଆତି ଚାଲିଛି। ୩ ବର୍ଷ ଧରି ଜିଲା ମଙ୍ଗଳ ବିଭାଗ ପକ୍ଷରୁ ସରକାରୀ ଗାଇଡ ଲାଇନକୁ ଉଲ୍ଲଂଘନ କରାଯାଇଛି।ଆରମ୍ଭରୁ ଚଳିତ ଶିକ୍ଷାବର୍ଷ ପର୍ଯ୍ୟନ୍ତ ଜିଲାର ୧୦ଟି ସ୍କୁଲରେ ଅନ୍ବେଶା...

୪ ବର୍ଷ ଧରି ପାନୀୟ ଜଳ ପ୍ରକଳ୍ପ ଅଚଳ

ଫିରିଙ୍ଗିଆ,୫ା୬- ଫିରିଙ୍ଗିଆ ବ୍ଲକ କାଶିନିପଦର ପଞ୍ଚାୟତରେ ହୋଇଥିବା ଏକ ପାନୀୟ ଜଳ ପ୍ରକଳ୍ପ ୪ ବର୍ଷ ଧରି ଅକାମୀ ହୋଇ ପଡିଛି। ଫଳରେ ପାନୀୟ ଜଳ ପାଇଁ ମାଝିପଡା ଏବଂ ତଳପଡାବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ରକ୍ତଭଣ୍ଡାର ରକ୍ତ ଶୂନ୍ୟ

ଚମ୍ପୁଆ, ୫ା୬(ଡି.ଏନ.ଏ.)-ଜରୁରିକାଳୀନ ଚିକିତ୍ସାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ରେଡକ୍ରସ ରକ୍ତ ଭଣ୍ଡାରର ସମସ୍ୟା ବଢିବାରେ ଲାଗିଛି। ଅନେକ ସମୟରେ ଏହି ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହେଉଛି। ଚମ୍ପୁଆ ଉପଖଣ୍ଡରେ ରକ୍ତଜନିତ ସମସ୍ୟାର ଦୂରୀକରଣ...

ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ

କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି ଆନ୍ତରିକତା ଥିବା ମନେ ହେଉନାହିଁ ା କେନ୍ଦୁଝର ଜିଲାର ଜଳବାୟୁ ଓ ଜଳାଭାବକୁ...

୧୫ ଫୁଟ ତଳକୁ ଓଲଟିଲା ଡିଜେଲ ଟ୍ୟାଙ୍କର

କୁଳିଅଣା,୫ା୬(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ. ଜାତୀୟ ରାଜପଥର ଚିରଗାଲଡିହି ଛକଠାରେ ମଙ୍ଗଳବାର ଭୋର ସମୟରେ ଏକ ଡିଜେଲ ବୋଝେଇ ଟ୍ୟାଙ୍କର ରାସ୍ତାଠାରୁ ୧୫ ଫୁଟ ତଳକୁ ଭାରସାମ୍ୟ ହରାଇ ଓଲଟି ପଡିଛି। ପାରାଦୀପରୁ ୨୪ ହଜାର...

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୩ ଆହତ

ବାରିପଦା ଅଫିସ,୫।୬- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଧୀନ ବାରିପଦା- ବାଘଡା ରାସ୍ତା ହାତୀମରା ସ୍ଥିତ ପାକଟିଆ ଜଙ୍ଗଲଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁଘର୍ଟଣା ଘଟିଛି। ଏକ କୁକୁଡା ବୋଝେଇ ପିକଅପ ଭ୍ୟାନ (ଓଡ଼ି୧୧କ୍ୟୁ ୮୧୯୫) ଗୋଟିଏ...

ଖନ୍ତାପଡ଼ା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ:ଭଙ୍ଗା ଚାବି, ଶାବଳ ଜବତ

ବାହାନଗା, ୫।୬(ଡି.ଏନ.ଏ.)-ବାହାନଗା ବ୍ଲକ ଖନ୍ତାପଡା ବଜାରରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କରୁ ସୋମବାର ବିଳମ୍ବିତ ରାତିରେ କେତେଜଣ ଯୁବକ ଚୋରି ଉଦ୍ୟମ କରୁଥିବା ବଳେ ପୋଲିସ ଭ୍ୟାନ ଦେଖି ଦୌଡି ପଳାଇଥିଲେ। ତେବେ ପୋଲିସ ବ୍ୟାଙ୍କ ନିକଟକୁ ଆସି ଦୁଇଟି...

ନଈ ପାଖ ଗାଁରେ ପିଇବା ପାଣି ଚିନ୍ତା

ବାଲେଶ୍ୱର ଅଫିସ, ୫।୬-ଚଳିତବର୍ଷ ଗ୍ରୀଷ୍ମ ପ୍ରକୋପ ଦିନକୁ ଦିନକୁ ବଢ଼ି ବଢ଼ି ଚାଲିଥିବା ବେଳେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ବାଲେଶ୍ୱର ସହରଠାରୁ ମାତ୍ର ୧୫ କି.ମି. ଦୂର ବୁଢ଼ାବଳଙ୍ଗ ନଦୀକୂଳରେ ଥିବା ଗୋପୀନାଥପୁର ପଞ୍ଚାୟତର ନୂଆପୋଖରୀ,...

କେନ୍ଦୁପତ୍ର ଫଡ଼ିରେ ନିୟମକୁ ଫୁ: ଶିଶୁ ଶ୍ରମିକ ନିୟୋଜିତ କରି ଅର୍ଥ ଆତ୍ମସାତ ମସୁଧା

ବାଲିଗୁଡ଼ା,୪ା୬(ଡି.ଏନ୍‌.ଏ.)-ସରକାରଙ୍କ ନିର୍ଦ୍ଦେଶକୁ ଫୁ କରି ବାଲିଗୁଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଶିଶୁ ଶ୍ରମିକ ନିୟୋଜନ ଚାଲିଛି। କୋମଳମତି ପାଠ ପଢ଼ୁଆ ପିଲାଙ୍କୁ ଟଙ୍କା ଲୋଭ ଦେଖାଇ କାମରେ ନିୟୋଜିତ କରାଯାଉଛି। ପ୍ରଶାସନ ଆଢ଼ୁଆଳରେ ଏଭଳି କାମ ଚାଲିଛି। କିଛି ଦିନ...

୧୦ ଗାଡ଼ିରୁ ଜରିମାନା ଆଦାୟ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.)- ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଏବଂ ବିଭିନ୍ନ ପାହାଡ଼ରୁ ମୋରମ ଓ ମାଟି ଚୋରାଚାଲାଣ ହେଉଥିବା ବେଳେ ହିଞ୍ଜିଳିକାଟୁ ତହସିଲ ପକ୍ଷରୁ ଚଢ଼ାଉ କରାଯାଇ ୧୦ ଗାଡ଼ିକୁ ଜବତ କରାଯାଇଛି। ମଙ୍ଗଳବାର ହିଞ୍ଜିଳିକାଟୁ ତହସିଲଦାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri