ଆମ ଜିଲା ଖବର

ଗ୍ରାମ୍ୟ ରାସ୍ତା ନିର୍ମାଣ ନେଇ ବିବାଦ

ଝୁମ୍ପୁରା, ୨୫ା୪(ଡି.ଏନ.ଏ.)- ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତର ଟାଙ୍ଗରାଣୀ ମୌଜାରେ ଗ୍ରାମ୍ୟରାସ୍ତା ନିର୍ମାଣ ଆଳରେ ଅନୁସୂଚିତ ଜନଜାତି ପ୍ରଜାଙ୍କ ପଟ୍ଟାଭୁକ୍ତ ଜମିରେ ବହୁ ପରିମାଣରେ ମାଟି ପକାଇବା, ପଟ୍ଟାଭୁକ୍ତ ଜମି ଉପରେ ଜୋରଜବରଦସ୍ତ ରାସ୍ତା ତିଆରି କରାଯିବା ନେଇ...

ଗୋଦାମ ଅଭାବ, ଲକ୍ଷ୍ୟଧାର୍ଯ୍ୟ କମିଲା: ୧୦ ହଜାର କମ୍‌ ଷ୍ଟାଣ୍ଡାର୍ଡ ବ୍ୟାଗ କେନ୍ଦୁପତ୍ର କିଣାଯିବ

ନବରଙ୍ଗପୁର,୨୫।୪(ବି.ପ୍ର.)-କେନ୍ଦୁପତ୍ର ଗୋଦାମ ଓ ରପ୍ତାନୀର ଅଭାବ ଲାଗି ନବରଙ୍ଗପୁର ଜିଲାରେ କେନ୍ଦୁପତ୍ର ସଂଗ୍ରହ ଲକ୍ଷ୍ୟଧାର୍ଯ୍ୟ ଚଳିତ ବର୍ଷ କମାଯାଇଛି।  ଜିଲାରେ ଗତ ବର୍ଷ ଠାରୁ ଚଳିତ ବର୍ଷ ୧୦ ହଜାର କମ ଷ୍ଟାଣ୍ଡାର୍ଡ ବ୍ୟାଗ କେନ୍ଦୁପତ୍ର ତୋଲାଯିବ ବୋଲି ଜଣାପଡିଛି।...

ଚେନ୍ନାଇରେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବବାହକ ଗାଡ଼ି ଅଟକ

ଚାନ୍ଦବାଲି, ୨୫।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଭୂଇଁବୃତି ପଞ୍ଚାୟତ ନୂଆଗଁାର ଜଳଧର ଦାସ(୫୨) ଚେନ୍ନାଇରେ ଏଲ୍‌ ଆଣ୍ଡ୍‌ ଟି କମ୍ପାନୀରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଗତ ୨୦ ତାରିଖରେ କମ୍ପାନୀ ପରିସରରେ...

୩ ପ୍ରମୁଖ ଦଳର ପ୍ରଚାର ଜୋର୍‌ଦାର: ମୁଖ୍ୟ ପ୍ରସଙ୍ଗ ମେଡିକାଲ କଲେଜ

ଭଦ୍ରକ ଅଫିସ, ୨୫।୪ – ଭଦ୍ରକ ଲୋକ ସଭା ଓ ବିଧାନସଭା ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ସ୍ବାଧୀନ ପ୍ରାର୍ଥୀ। ୪ର୍ଥ ପର୍ଯ୍ୟାୟ ମତଦାନକୁ ଆଉ ମାତ୍ର ୪ ଦିନ...

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ

ବାରିପଦା ଅଫିସ,୨୫।୪- ମୟୂରଭଞ୍ଜ ଜିଲା ଅଧୀନ ଲୋକସଭା ଓ ୭ ଟି ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା...

ବଡ଼ସାହିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ଼ ଶୋ

ବଡ଼ସାହି/ବତନଟୀ, ୨୫ା୪(ସ୍ବ.ପ୍ର.)-ବଡ଼ସାହି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପ୍ରଚାର ପାଇଁ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବସ୍‌ ଯୋଗେ ରୋଡ଼ ଶୋରେ ମାରାଥନ ପ୍ରଚାର କରିଛନ୍ତି ା ମୁଖ୍ୟମନ୍ତ୍ରୀ ବସ ଉପରୁ ‘ଜୟ ଜଗନ୍ନାଥ’ କହି ଓଡ଼ିଶାର ବିକାଶ...

ଗର୍ଭବତୀ ଥିବା ଭିନ୍ନକ୍ଷମ ଝିଅକୁ ଘରୁ ତଡ଼ିଦେଲେ ପରିବାର: ଅଳିଆଗଦାରେ ଶିଶୁପୁତ୍ର ପ୍ରସବ

କୋରାପୁଟ,୨୪ା୪(ସ୍ବ.ପ୍ର.) ଗର୍ଭବତୀ ଥିବା ଜଣେ ମୂକ ବଧିର ମହିଳାଙ୍କ ପ୍ରସବ ବେଦନା ହେବା କ୍ଷଣି ପରିବାର ଲୋକେ ତାଙ୍କୁ ଘରୁ ତଡ଼ିଦେଲେ। ମହିଳା ଜଣକ ଘର ସାମ୍ନା ଅଳିଆଗଦାରେ ପଡ଼ିରହି ସନ୍ତାନ ଜନ୍ମ କଲେ। ଗାଁଲୋକେ ମଧ୍ୟ କିଛି ସହାୟତା...

ଯୁବତୀଙ୍କ ବେକ କାଟି ହତ୍ୟା ଉଦ୍ୟମ:ଗୁରୁତର ଅବସ୍ଥାରେ ମାଲକାନଗିରିରେ ଚିକିତ୍ସାଧୀନ

କାଲିମେଳା,୨୪ା୪(ଡି.ଏନ.ଏ.)-ମାଲକାନଗିରି ଜିଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତ ଏମଭି-୮୨ ଗ୍ରାମରେ ଗତ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବତୀଙ୍କୁ କେତେକ ଦୁର୍ବୃତ୍ତ ହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ବେକ କାଟି ଦେଇଥିବା ଜଣାପଡିଛି। ଯୁବତୀ ଜଣକ ହେଉଛନ୍ତି ଏମଭି-୮୨...

ଚିତ୍ରକୋଣ୍ଡାରେ ବିଏସ୍‌ଏନ୍‌ଏଲ୍‌ ନେର୍ଟ୍‌ୱକ ଫେଲ୍‌

ଚିତ୍ରକୋଣ୍ଡା, ୨୪।୪(ଡି.ଏନ୍‌.ଏ.): ଡିଜିଟାଲ ଇଣ୍ଡିଆ ସେବା ମାଧ୍ୟମରେ ପ୍ରତ୍ୟେକ ଅଞ୍ଚଳକୁ ଅନ୍ତଃସଂଯୋଗ ପାଇଁ ହୋଇଥିବା ଯୋଜନା ଚିତ୍ରକୋଣ୍ଡାବାସୀଙ୍କ ପାଇଁ ସ୍ବପ୍ନ। ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ମାଓବାଦୀ ପ୍ରବଣ ଆଦିବାସୀ ବହୁଳ ମାଲକାନଗିରି ଜିଲା ଅଧୀନ ଚିତ୍ରକୋଣ୍ଡାରେ ବିଏସ୍‌ଏନ୍‌ଏଲ୍‌ ନେଟୱାର୍କ...

ବିକାଶଠାରୁ ଦୂରରେ ନୂଆଗୁଡ଼ା

କୋରୁକୋଣ୍ଡା, ୨୪।୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ କେନ୍ଦୁଗୁଡା ନିକଟସ୍ଥ ନୂଆଗୁଡା ଗ୍ରାମ ଏଯାଏ ଅବହେଳିତ ହୋଇ ରହିଛି। ୧୦ ପରିବାରର ୪୫ ଜଣ ରହୁଥିବା ଏହି ଗ୍ରାମରେ ବିକାଶ ଅପହଞ୍ଚ। ଗ୍ରାମବାସୀ ପାହାଡ ଉପରେ...

ପାଣି ପାଇଁ ଡହଳବିକଳ ବିଶୁଭଟ୍ଟାବାସୀ

କୁନ୍ଦୁରା,୨୪।୪(ଡି.ଏନ୍‌.ଏ.):କୁନ୍ଦୁରା ସଦରରୁ ୨୫ କିମି ଦୂର ଫୁଲଭଟ୍ଟା ପଞ୍ଚାୟତ ବିଶୁଭଟ୍ଟାରେ ୨ ମାସ ହେଲା ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଗତ ମାର୍ଚ୍ଚରୁ ଗ୍ରୀଷ୍ମ ପ୍ରକୋପ ଦେଖାଦେଇଛି। ଫୁଲଭଟ୍ଟା ପଞ୍ଚାୟତ ଅଧୀନରେ ଥିବା ବିସୁଭଟ୍ଟା, କାଉଁଝରନ୍‌, ଭଟ୍ଟାପାଣି,...

କେନ୍ଦୁପତ୍ର ତୋଳାଳିଙ୍କ ପ୍ରାପ୍ୟ ଦେଉନାହାନ୍ତି କ୍ରୟକାରୀ ସଂସ୍ଥା: ଲାଇସେନ୍ସ ରଦ୍ଦ ପାଇଁ ଡିଏଫ୍‌ଓଙ୍କ ଚିଠି

ଜୟପୁର,୨୪।୪(ଡି.ଏନ୍‌.ଏ.) – ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ ଗ୍ରାମର କେନ୍ଦୁପତ୍ର ତୋଳାଳି ଏ ନେଇ ଡିଏଫ୍‌ଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri