ଆମ ଜିଲା ଖବର

ଲୋପ୍‌ ପାଉଛେ ଧାନଖଣି, ପୁଡୁଗ୍‌ ବଁଧା ପରମ୍ପରା

ଭବାନୀପାଟଣା, ୪ା୬ (ଡି.ଏନ୍‌.ଏ): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍‌। ରାଏଜର ବଡ଼ଭାଗି ଲୋକ୍‌ ଚାଷ୍‌ବାସ କାରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା ଚାଷୀ ଆଘ ଧାନ, ଚାଉଲକେ ବେଉଁତ କରି ରଖବାର ଲାଗି ଅନେକ ପରକାର...

ପୁରନା ବଁଧ୍‌କଟାର ପୁନଃରୁଧାର ଦାବି

ଅତାବିରା, ୪।୬ (ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗଁାଗଁଲିରୁ ସହର ତକ୍‌ ଲୁକ୍‌କର ଲାଗି ପିଇଲା ପାଏନ୍‌ର ବେବସ୍‌ତା କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଗଁାଗଁଲିରେ ଥିବାର ପୁରାତନ ବଁଧ୍‌କଟାର ପୁନଃରୁଧାର ନାଇଁ କରାଯିବାର।...

ଶିକ୍ଷା ହିଁ ସାମାଜିକ ବିପର୍ଯ୍ୟୟରୁ ମୁକ୍ତିର ବାଟ

ବଲାଙ୍ଗୀର ଅଫିସ, ୪ା୬ ଆମ ସମାଜରେ ଅନେକ ବିପର୍ଯ୍ୟୟ ଦେଖିବାକୁ ମିଳୁଛି ା ଏହା ଆମ ସାମାଜିକ ଜୀବନକୁ ପ୍ରଭାବିତ କରୁଛି ା ତେବେ ଏଥିରୁ ମୁକ୍ତିର ଏକମାତ୍ର ବାଟ ହେଉଛି ଉପଯୁକ୍ତ ଶିକ୍ଷା ବ୍ୟବସ୍ଥା ଦ୍ୱାରା ବ୍ୟକ୍ତି ଜୀବନକୁ...

୨ ଗାଡ଼ିରୁ ଜବତ ହେଲା ୧୮୭ କେଜି ଗଞ୍ଜେଇ: ବିହାରର ୨, ଉତ୍ତରପ୍ରଦେଶର ଗିରଫ

ମାଲକାନଗିରି/ଗୋବିନ୍ଦପାଲି, ୩।୬(ଡି.ଏନ୍‌.ଏ./ସ୍ବ.ପ୍ର.) ମାଲକାନଗିରି ଜିଲା ମାଥିଲି ଥାନା ପୋଲିସ ରବିବାର ରାତିରେ ଗୋବିନ୍ଦପାଲି ଛକରେ ଯାଞ୍ଚ କରିବାବେଳେ ଦୁଇଟି ଗାଡିରୁ ୧୮୭କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ ପରେ କାର୍ଟ ଚାଲାଣ କରାଯାଇଛି...

ମାଓବାଦୀ ଗିରଫ: ୪ ବଡ ଧରଣର ହିଂସାକାଣ୍ଡରେ ସମ୍ପୃକ୍ତି

ମାଲକାନଗିରି, ୩।୬(ଡି.ଏନ୍‌.ଏ./ସ୍ବ.ପ୍ର.) ମାଥିଲି ଥାନା ପୋଲିସ ଓ ବିଏସ୍‌ଏଫ୍‌ ରବିବାର ରାତିରେ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମାଥିଲି ଥାନା ତୁଳସୀ ପାହାଡ ଅଞ୍ଚଳ କଟିପାଲୀ ଗାଁର ତ୍ରିନାଥ ଭୂମିଆ(୨୫)। ତ୍ରିନାଥ ଗତ ୨ ବର୍ଷ ମଧ୍ୟରେ...

ଅଗ୍ନିକାଣ୍ଡରେ ଜଣଙ୍କ ଘର ଧୂଳିସାତ

ବେଗୁନିଆପଡା,୩।୬(ଡି.ଏନ.ଏ.)-ରବିବାର ବିଳମ୍ବିତ ରାତିରେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ଓଡ଼ନଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗ୍ରାମର ଜଣଙ୍କ ଘର ନିଆଁରେ ପୋଡି ସମ୍ପୂର୍ଣ ଧ୍ୱଂସ ହେବା ସହ ଆସବାବପତ୍ର ନଷ୍ଟ ହୋଇଯାଇଛି । ବିପନ୍ନ ଜଣଙ୍କ ହେଉଛନ୍ତି ଗୋପୀ...

ଧର୍ମଗଡ଼ ବିଧାୟକଙ୍କ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

କୋକସରା,୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ନିର୍ବାଚନମଣ୍ଡଳୀର ନବନିର୍ବାଚିତ ବିଧାୟକ ମୌଷୋଧି ବାଗ ସୋମବାର କୋକସରା ବ୍ଲକ ଗସ୍ତ କରିଛନ୍ତି। ଦଳୀୟ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଉପସ୍ଥିତ କର୍ମକର୍ତ୍ତାମାନେ ବିଧାୟକଙ୍କୁ ସ୍ବାଗତ କରିଥିଲେ। ଏହା ପରେ ବିଧାୟକ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର...

ଧାନ ବିକି ପ୍ରାପ୍ୟ ପାଉନାହାନ୍ତି ଚାଷୀ

ବନ୍ତ, ୩।୬ (ଡି.ଏନ.ଏ.) – ଚାଷୀମାନଙ୍କଠାରୁ ଉଚିତ୍‌ ମୂଲ୍ୟରେ ଧାନକ୍ରୟ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ହେଲେ ଚଳିତ ଖରିଫ ଋତୁରେ ଶତାଧିକ ଚାଷୀ ଧାନ ବିକ୍ରୟ କରି ପ୍ରାପ୍ୟ ଅର୍ଥ ପାଇବାରୁ ବଞ୍ଚିତ ହୋଇଛନ୍ତି।...

ମାଙ୍କଡ଼ପଡ଼ା ଅଞ୍ଚଳରେ ହାତୀ ଉପଦ୍ରବ

କପ୍ତିପଦା,୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ର ମାଙ୍କଡ଼ପଡ଼ା ପଞ୍ଚାୟତରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ଏଥିନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଦିନ ଅପେକ୍ଷା ରାତି ହେଲେ ହାତୀ ଚିନ୍ତା ବଢୁଛି।...

ବେଆଇନ ବାଲି ଚାଲାଣ ବନ୍ଦ ଦାବି

ଭୁବନ, ୩।୬(ଡି.ଏନ.ଏ.)-ଭୁବନ ରାଜସ୍ବ ବିଭାଗ ପକ୍ଷରୁ ନିଲାମ ଦିଆଯାଇଥିବା ବାଲି ଖାଦାନଗୁଡ଼ିକରୁ ବେଆଇନ ବାଲି ଚାଲାଣ ବଢ଼ିବାରେ ଲାଗିଛି। ସରକାରୀ ନୀତିନିୟମକୁ ବେଖାତିର କରି ହାଇଓ୍ବା, ଟ୍ରକ୍‌ରେ ମନଇଚ୍ଛା ବାଲି ଚାଲାଣ କରାଯାଉଛି। ବାଲିଘାଟରେ ମୂଲ୍ୟ ସମ୍ପର୍କିତ ଫଳକ ଲଗାଯାଇନାହିଁ...

କାଳବୈଶାଖୀ: ଆଠମଲ୍ଲିକରେ ବ୍ୟାପକ କ୍ଷତି

ବଇଣ୍ଡା,୩।୬(ଡି.ଏନ.ଏ.)-କିଶୋରନଗର ବ୍ଲକରେ ରବିବାର ହୋଇଥିବା କାଳବୈଶାଖୀରେ ବଇଣ୍ଡା ଜନତା କଲେଜର ବ୍ୟାପକ କ୍ଷତି ହୋଇଛି। କଲେଜରେ ଥିବା ଅନେକ ଶ୍ରେଣୀ ଗୃହରୁ ଆଜବେଷ୍ଟସ ଉଡ଼ିଯାଇଛି। ସେହିପରି ଗଛ ଡାଳ ଭାଙ୍ଗି ବିଦ୍ୟୁତ୍‌ ବିଭ୍ରାଟ ସୃଷ୍ଟି ହୋଇଥିବାବେଳେ ଅନେକ ଷ୍ଟ୍ରିଟ୍‌ ଲାଇଟ...

କିଡ୍‌ନୀ ଆକ୍ରାନ୍ତଙ୍କ ଚିକିତ୍ସା, ପାଣି ଯୋଗାଣ ଦାବି, ଏଡିଏମଙ୍କୁ ଭେଟିଲା ଗାଁ କମିଟି

ଛତ୍ରପୁର,୩।୬(ଡି.ଏନ.ଏ.)-ଛତ୍ରପୁର ବ୍ଲକ କାଳିପଲ୍ଲୀ ପଞ୍ଚାୟତ ପି.ଲକ୍ଷ୍ମୀପୁର ଗାଁରେ କିଡନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଅଭିଯୋଗ ହେଉଛି। ଏହାର ନିରାକରଣ ପାଇଁ ପଦକ୍ଷେପ ନେବା ଦୂରର କଥା ଏହି ରୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri