ଆମ ଜିଲା ଖବର

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ – କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲା ନିର୍ବାଚନ ଅଧିକାରୀ  ଜ୍ଞାନରଞ୍ଜନ...

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ଏହାକୁ କାର୍ଯ୍ୟକ୍ଷମ କରାଯିବା ଦିଗରେ କୌଣସି ପଦକ୍ଷେପ ନିଆଯାଉ...

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ

ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| କନ୍ଧମାଳ ଲୋକ ସଭା ଅଧୀନ ୭ ବିଧାନସଭା  ନିର୍ବାଚନମଣ୍ଡଳୀରେ ସନ୍ଧ୍ୟା ୫ଟା ସୁଦ୍ଧା ମତଦାନ ହାର ୫୭.୪ ରହିଛି। ଫୁଲବାଣୀ ବିଧାନସଭାରେ ୫୯%, ବାଲିଗୁଡା ବିଧାନସଭାରେ...

୬୩ନଂ. ବୁଥ୍‌ରେ ସାନି ମତଦାନ: ୯୯୬ରୁ ୫୩୯ଜଣ ଦେଲେ ଭୋଟ

ବ୍ରହ୍ମପୁର ଅଫିସ୍‌,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍‌ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍‌ରେ ମତଦାନ ଗ୍ରହଣ କରାଯାଇଥିଲା। ଏହି ବୁଥ୍‌ରେ ମୋଟ ୯୯୬ଜଣ ଭୋଟର୍‌ ଅଛନ୍ତି । ସେଥିରୁ ୫୩୯ଜଣ ଭୋଟ୍‌...

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ ଶତ୍ରୁତାରୁ ସଦାଶିବଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ଭାଇ ହାଡ଼ୁ ଥାନାରେ...

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର ଥାନା ଅନ୍ତର୍ଗତ ଆସ୍କା ରୋଡ ରଘୁପତି ନଗର ଦ୍ୱିତୀୟ ଲେନ୍‌  ବୋଲି ପୋଲିସ...

ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ

ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି ଓ ସୋରଡ଼ା ବିଧାନସଭା କ୍ଷେତ୍ରରେ ଗୁରୁବାର ମତଦାନ ହୋଇଯାଇଛି। ଲୋକ ସଭା...

ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର...

କୃଷିଭିତ୍ତିକ ପର୍ବ ବିହନ ଛିନା

ଚନ୍ଦାହାଣ୍ଡି, ୧୮ା୪ (ଡି.ଏନ.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ମୋହରା ପଞ୍ଚାୟତ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମରେ କୃଷିଭିତ୍ତିକ ପର୍ବ ବିହନ ଛିନା ପାଳନ କରାଯାଇଛି । ଏହି ବ୍ଲକରେ ବିଭିନ୍ନ ଗ୍ରାମରେ ଭିନ୍ନ ଭିନ୍ନ ଭାବରେ ତିଥି ବାର ଦେଖି ପୂଜାରୀଙ୍କ...

ବିପଦ ଆଶଙ୍କା: ଟ୍ରେନ ଯାଉଛି, ଲେଭଲ କ୍ରସିଂ ଗେଟ ପଡୁନି

କାଶୀନଗର, ୧୮।୪(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ଏନଏସିର ପଟେଲରୋଡରେ ଏକ ଲେଭଲ କ୍ରସିଂ ରହିଛି। ଏହି ଲେଭଲ କ୍ରସିଂ ଦେଇ ଦିନକୁ ୭ଥର ଟ୍ରେନ ଯିବା ଆସିବା କରେ। ଦ୍ରୁତଗାମୀ ରାଜ୍ୟରାଣୀ ଏକ୍ସପ୍ରେସ ସହ ପୁରୀ-ଗୁଣୁପୁର, ବିଶାଖାପାଟଣା- ଗୁଣୁପୁର ପାସେଞ୍ଜର ଏହି...

ଚର୍ଚ୍ଚାରେ ଶିବଲିଙ୍ଗ ଆକୃତିର ପଣସ

ବୈପାରୀଗୁଡ଼ା,୧୮।୪(ଡି.ଏନ୍‌.ଏ.): ମହାଦେବଙ୍କ ଲିଙ୍ଗ ଆକୃତିର ପଣସକୁ ନେଇ ଏବେ ବୈପାରୀଗୁଡ଼ା ଅଞ୍ଚଳରେ ଚର୍ଚ୍ଚା । ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ପଞ୍ଚାୟତ ମୁଣ୍ଡାଗୁଡ଼ାର ଜଣେ ଯୁବକଙ୍କ ବଗିଚାରେ ଏଭଳି ଆକୃତିର ପଣସ ଫଳିଛି। ତାହାକୁ ତୋଳିଆଣି ପରିବାର ଲୋକଙ୍କୁ ଦେଖାଇବା ପରେ...

ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର

କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍‌ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ ନେଇଯାଇଥିବା ଅଭିଯୁକ୍ତ ଜଣଙ୍କୁ ମଙ୍ଗଳବାର ସହରବାସୀ କାବୁକରି ଟାଉନଥାନା ଜିମା ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri