ଆମ ଜିଲା ଖବର

ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼...

ଜି.ଉଦୟଗିରି ଏନ୍‌ଏସିର ବିଭିନ୍ନ ବୁଥରେ ବିଳମ୍ବରେ ମତଦାନ

ଜି.ଉଦୟଗିରି,୧୮ା୪(ଡି.ଏନ୍‌.ଏ.) : ଜି. ଉଦୟଗିରି ଓ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବାବେଳେ ବିଳମ୍ବରେ ମତଦାନ ହୋଇଛି। ଜି.ଉଦୟଗିରି ଏନଏସିର ହାଟପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ ନଂ ମଡେଲ...

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ ବନ୍ଦ ରହିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ସହର ରଙ୍ଗଢ଼ିପା ଗଁାର ୨୧୩ ନଂ ବୁଥ୍‌ରେ...

ବରଗଡ଼ ମତଦାନ: ଦିନ ୧୧ଟା ସୁଦ୍ଧା ଅତାବିରାରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼ ଅଫିସ୍‌,୧୮।୪: ବରଗଡ଼ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀର  ସମୁଦାୟ ୧୩୭୮ ଭୋଟ କେନ୍ଦ୍ରରେ ଗୁରୁବାର ସକାଳ ୭ଟାରୁ ମତଦାନ ଗ୍ରହଣ ଆରମ୍ଭ ହୋଇଛି। କେତେକ ସ୍ଥାନକୁ ଛାଡ଼ି ଦେଲେ ବର୍ତ୍ତମାନ ସୁଦ୍ଧା ମତଦାନ ଶୃଙ୍ଖଳିତ ରହିଛି।  ଦିନ ୧୧ଟା...

ସାନଖେମୁଣ୍ଡିରେ ଶାନ୍ତିଶୃଙ୍ଖଳା ସହ ମତଦାନ

ଦିଗପହଣ୍ଡି,୧୮।୪(ଡି.ଏନ.ଏ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ଅଧିନ ଗୌତମୀ ଗଁ।ର ମତଦାନ କେନ୍ଦ୍ର-୨୪୩ରେ ଗୁରୁବାର ସକାଳୁ ମତଦାନ ଆରମ୍ଭ ହୋଇଛି। ସମୁଦାୟ ୮୬୩ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ବହୁ ଉତ୍ସାହର ସହ ନିଜ ପ୍ରତିନିଧିଙ୍କୁ ବାଛିଛନ୍ତି। ଏଥିରେ...

୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ

ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସେଥିମଧ୍ୟରୁ ଅଧିକାଂଶ ନାବାଳିକା। ସୂଚନାଯୋଗ୍ୟ, ଆମେରିକାର ଲୁଇସିୟାନା ସହରରେ ବାସ କରୁଥିବା ଫାଉଣ୍ଟେନ...

ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ...

ପୋଲସରାରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ

ପୋଲସରା,୧୮।୪: ଗଞ୍ଜାମ ଜିଲା ପୋଲସରା ବିଧାନସଭା ମଣ୍ଡଳୀର ପୋଲସରା ସ୍ଥିତ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ୨୧୬ ନଂ ଆଦର୍ଶ ବୁଥରେ ଭୋଟରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସକାଳେ ମକ ପୋଲ ପରେ ପରେ ଇଭିଏମ୍‌ରେ ଯାନ୍ତ୍ରିକ ତୃଟି...

ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି। ତୃଟି ସୁଧାର ପରେ ମଧ୍ୟ ଲୋକଙ୍କ ମଧ୍ୟରେ ମତଦାନକୁ ନେଇ ଉତ୍ତେଜନା...

ଭଞ୍ଜନଗରରେ ମତଦାନ ଆରମ୍ଭ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ ଉତ୍ସାହର ସହ ନିଜର ପ୍ରତିନିଧିଙ୍କୁ ଭୋଟ ଦେଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲା ୧୨୩...

ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସଦାଶିବ ରାତି ପ୍ରାୟ ୩ଟାରେ ନିଜ ଘର ନିକଟରେ ବୁଲୁଥିଲେ।...

୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୋମାମାଡ଼

ଭୁବନେଶ୍ୱର,୧୮।୪(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ମଧ୍ୟ ଭୁବନେଶ୍ୱର ଡେଲଟା କଲୋନୀ ନିକଟ ୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୁଧବାର ରାତିରେ ବୋମାମାଡ଼ ହୋଇଛି। ରାତି ପ୍ରାୟ ସାଢ଼େ ୯ଟାରେ କର୍ମୀମାନଙ୍କର ବୈଠକ ଚାଲିଥିବା ବେଳେ ବୁଲେଟ ଓ ପଲ୍‌ସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri