ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ-ଢେଙ୍କାନାଳ ଗସ୍ତ ଆଜି: ୫ ନିର୍ବାଚନୀ ସଭାରେ ଯୋଗଦେବେ

ଅନୁଗୋଳ ଅଫିସ/ବନ୍ତଳା/ଢେଙ୍କାନାଳ ଅଫିସ, ୧୮।୪- ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ନିର୍ବାଚନ ପ୍ରଚାର କରିବେ। ଦୁଇ ଜିଲାର ୫ ନିର୍ବାଚନୀ ସଭାରେ ସେ ଯୋଗଦେଇ ଦଳୀୟ ଏମ୍‌ପି ଓ ବିଧାୟକ...

ନବୀନଙ୍କ ଗସ୍ତ ପୂର୍ବରୁ ବିଜେଡିକୁ ଝଟକା: ବିଧାୟକଙ୍କ ଗାଁରୁ ପଦ୍ମ ଧରିଲେ ଶତାଧିକ କର୍ମୀ

ଅନୁଗୋଳ ଅଫିସ, ୧୮।୪- ଅନୁଗୋଳ ବିଜେଡିକୁ ବୁଧବାର ପୁଣି ଲାଗିଛି ଝଟକା। ୩ ଥରର ବିଧାୟକ ତଥା ୪ର୍ଥ ଥର ପାଇଁ ପ୍ରାର୍ଥୀ ହୋଇଥିବା ଜିଲା ସଭାପତି ରଜନୀକାନ୍ତ ସିଂଙ୍କ ଗାଁ ଗୋତମରାରୁ ଶତାଧିକ କର୍ମୀ ବିଜେଡି ଛାଡ଼ି ଭାଜପାରେ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆଉ ୪ ଦିନ: ଭୋଟରଙ୍କୁ ମନାଇବାକୁ ଜୋରଦାର କସରତ

ଅନୁଗୋଳ ଅଫିସ, ୧୮।୪- ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ତେଣୁ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୪ ଦିନ ସମୟ। ଏହା ଭିତରେ ସେମାନେ ଯେମିତି ହେଉ ଭୋଟରଙ୍କୁ ମନାଇବାକୁ ଲକ୍ଷ୍ୟ...

ଆଜିଠାରୁ ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା

ତାଳଚେର,୧୮ା୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା ଉତ୍ସବ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ତାଳଚେର ସହ କଳମଛୁଇଁ, ସୋଲଡ଼ା, ଗୋପାଳପ୍ରସାଦ, ଡଅଁରା ଆଦି ଗ୍ରାମ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତବର୍ଷ ମା’ଙ୍କ...

ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ ଢେଙ୍କାନାଳର କଳ୍ପନା ଦାଶ। ଏଥିପାଇଁ ସେ ବୁଧବାର ପହଞ୍ଚତ୍ଛନ୍ତି ନେପାଳର ଲୁକଲାରେ।  ଏହି...

ବାଟବନା ହେଇଛେ ଆମ ଗାଁ ଆମ ବିକାଶ ଯୋଜନା:ମଉଲିକ ସୁବିଧାରୁ ବଁଚିତ କୁଡ଼ାପଡ଼ାବାସୀ

ଜାମଟିକ୍ରା, ୧୮।୪ (ଡି.ଏନ.ଏ):  ଗାଁଗଁଲିର ବିକାଶ ଲାଗି ଚଲତି ବଛର ପଞ୍ଚାୟତିରାଜ ଦିବସଠାନୁ ରାଏଜ୍‌ ସରକାର ‘ଆମ ଗାଁ ଆମ ବିକାଶ’ କାଯ୍‌କରମ ଆରମ୍‌ କରିଛନ୍‌। ଇ କାଯ୍‌କରମ ଜରିଆରେ ମୁଖ୍ୟମନ୍ତ୍ରୀ ଭିନେ ଭିନେ ସମିଆରେ ନିରବାଚିତ ପଁଚେତ୍‌ ପରତିନିଧିମାନକର...

ଲେଠ୍‌ରଉଛେ ନାରାୟଣ ସାଗର ମାଏଟ୍‌ କାମ୍‌

ଲୋଇସିଂହା,୧୮।୪(ଡି.ଏନ.ଏ):  ବଲାଙ୍ଗୀର ଜିଲା ଲୋଇସିଂହାର ନାରାୟଣ ସାଗରର ମାଏଟ୍‌ କାମ୍‌ ଚାଲିଛେ। ହେଲେ ପଁକ୍‌ ଉଧାର କାମ୍‌ ଧିରେସୁସ୍‌ତେ ଚାଲିଥିବାର ଅଭିଯୋଗ ହେଉଛେ। ଆଗ୍‌କେ ବର୍ଷା ଦିନ୍‌ ଆସୁଛେ, ତାର ଆଗ୍‌ରୁ ଇ ଉନ୍‌ନତିକରନ୍‌ କାମ୍‌ ସରବା କି ନାଇଁ...

ସୌଭାଗ୍ୟ ଯୋଜନାରେ ଜଣକ ଘରକୁ ହୋଇନି ବିଦ୍ୟୁତ ସଂଯୋଗ

ପାପଡାହାଣ୍ଡି, ୧୮।୪,(ଡି.ଏନ.ଏ)-  ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଘାଟଗୁଡ଼ା ପଞ୍ଚାୟତ ବିସମପଦର ଗ୍ରାମବାସୀ ସମସ୍ୟା ଭିତରେ ଗତି କରୁଛନ୍ତି। ରାସ୍ତା ନ ଥିବାରୁ ବର୍ଷା ଦିନେ ଗାଁକୁ ଆମ୍ବୁଲାନ୍ସ ଆସି ପାରେନି। ଏବେ ଖରା ଦିନେ ଗାଁରେ ଉତ୍କଟ ହେଲାଣି...

ଦିଗପହଣ୍ଡିରେ ଖୋଲିବ ସବ୍‌ଜଜ୍‌ କୋର୍ଟ

ଦିଗପହଣ୍ଡି,୧୮ା୪(ଡି.ଏନ.ଏ.)- ଦିଗପହଣ୍ଡିରେ ଖୁବଶୀଘ୍ର ଅତିରିକ୍ତ ଦେୱାନୀ ବିଚାରପତି (ବରିଷ୍ଠ) ତଥା ଆସିଷ୍ଟାଣ୍ଟ ସେସନ୍‌ ଜଜ୍‌ କୋର୍ଟ ଖୋଲିବାକୁ ଯାଉଥିବା ଜଣାପଡ଼ିଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏ ସମ୍ପର୍କିତ ଏକ ଚିଠି ମଙ୍ଗଳବାର ଆସି ପହଞ୍ଚତ୍ବା ପରେ ଓକିଲ ସଂଘ...

୪୮୩ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ

ଭଞ୍ଜନଗର,୧୮।୪(ଡି.ଏନ.ଏ)- ଯେଉଁ ଅଞ୍ଚଳରେ ଚାଷ ଜମିକୁ କେନାଲ ପାଣି ସୁବିଧା ନାହିଁ, ସେଠି ବୃହତ୍‌ ଉଠା ଜଳସେଚନ ମାଧ୍ୟମରେ ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏହିଭଳି ଗଞ୍ଜାମ ଜିଲାରେ ୧୪ ବୃହତ୍‌ ଉଠା ଜଳସେଚନ...

ମାଓବାଦୀପ୍ରବଣ, ସୀମାନ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ନଜର

ଛତ୍ରପୁର,୧୮ା୪(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଗୁରୁବାର  ଦ୍ୱିତୀୟ ପର୍ଯ୍ୟାୟରେ ଆସିକା ଲୋକ ସଭା ଆସନ ଓ ଏହା ଅଧୀନରେ ଥିବା ଆସିକା, କବିସୂର୍ଯ୍ୟନଗର, ସୋରଡା, ସାନଖେମୁଣ୍ଡି, ହିଞ୍ଜିଳି, ପୋଲସରା, ଖଲ୍ଲିିକୋଟ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। କନ୍ଧମାଳ ଲୋକ...

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ

କେନ୍ଦୁଝର, ୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ ବୁଧବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ବହୁ ଅଞ୍ଚଳରେ କୁଆପଥର ମାଡ଼ ହୋଇଥିଲା। ବ୍ୟାପକ ଫସଲ ନଷ୍ଟ ହୋଇଛି। ସଦର ବ୍ଲକର ଶଙ୍କିରୀ ଗ୍ରାମ ପଞ୍ଚାୟତର ପୋଟଳ ଗଁାରେ ପବନ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri