ଆମ ଜିଲା ଖବର

ଶିଖାଇଲେ, ନିଜେ ଶିଖିଲେନି : ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ

ଭଦ୍ରକ ଅଫିସ, ୨।୬ – ପ୍ରତି ନିର୍ବାଚନରେ ପୋଷ୍ଟାଲ ଭୋଟକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ। ଚଳିତ ସାଧାରଣ ନିର୍ବାଚନରେ ଭଦ୍ରକ ଜିଲାର ସଂସଦୀୟ କ୍ଷେତ୍ରରେ ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ ହୋଇଛି। ନିର୍ବାଚନ ପ୍ରକ୍ରିୟାରେ ସହଯୋଗ କରୁଥିବା ସରକାରୀ...

କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

  ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ ଦେବା ନଁାରେ ବଳାତ୍କାର ଉଦ୍ୟମ କରିଥିବା ଗତ ୨୨ ତାରିଖରେ ଗଞ୍ଜାମ ଥାନାରେ...

ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ପୁରୁଷୋତ୍ତମପୁର,୧।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)। ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା...

ଅଗ୍ନିକାଣ୍ଡରେ ଦୋକାନ ଜଳିଗଲା

ଖଲ୍ଲିକୋଟ,୧ା୬(ଡି.ଏନ.ଏ.)- ଖଲ୍ଲିକୋଟ ସହର ଧରାକୋଟ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇଣ୍ଡିଙ୍ଗ୍‌ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ସାମଗ୍ରୀ ପୋଡି ନଷ୍ଟ ହୋଇଛି। ପ୍ରକାଶ ଯେ, ଧରାକୋଟ ସାହିର ଶରତ ଚନ୍ଦ୍ର ମାହାନ୍ତି...

୩ ଭରଣ ଭେଣ୍ଡି ପଦର ନଷ୍ଟ ଅଭିଯୋଗ

ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଥାନା କାଞ୍ଜିଆପଲ୍ଲୀରେ ପ୍ରାୟ ୩ ଭରଣ ଭେଣ୍ଡି ପଦରକୁ କୌଣସି ଦୁର୍ବୃତ୍ତ ନଷ୍ଟ କରିଥିବା ନେଇ ରଙ୍କନିଧି ଗୌଡ଼ ଶନିବାର ବୁଗୁଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ କୌଣସି ମାମଲା ରୁଜୁ ହୋଇନଥିବା ଜଣାପଡ଼ିଛି। କାଞ୍ଜିଆପଲ୍ଲୀର...

ଜଳଛତ୍ରରୁ ପାଣି ପିଉନାହାନ୍ତି ଲୋକେ

ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଏନଏସିର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲାଯାଇଛି। କିନ୍ତୁ ରକ୍ଷଣାବେକ୍ଷଣ ଅଭାବରୁ ଲୋକେ ଏହି ପାଣି ପିଇବାକୁ ଅମଙ୍ଗ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଜଳଛତ୍ର ଉପରେ ନଡ଼ା ଛପର ନଥିବା ଯୋକୁ ଖରାପଡି ପାଣି ଗରମ ହୋଇଯାଉଛି। ଫଳରେ...

ବିଦ୍ୟୁତ୍‌ ଖୁଣ୍ଟରୁ ଖସି ଯୁବକ ମୃତ:ସାଉଥ୍‌କୋ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ସ୍ତ୍ରୀ

ଭଞ୍ଜନଗର,୧।୬(ଡି.ଏନ.ଏ.): ତାରସିଂ ଥାନା କୁଡୁତାଇ ସୋସାଇଟି ନିକଟରେ ଶନିବାର ସକାଳେ ଜଣେ ଯୁବକଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଥାନା ବାଙ୍କତରାର ଯୋଗେନ୍ଦ୍ର ନାୟକ (୨୭)। ଯୋଗେନ୍ଦ୍ର ଶନିବାର କୁଡୁତାଇ ସୋସାଇଟି ନିକଟରେ ଥିବା ଏକ...

ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବା

ବଇଣ୍ଡା, ୧।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଇପାରୁନାହାନ୍ତି ଅଞ୍ଚଳବାସୀ। ଡାକ୍ତର ସକାଳୁ ୨ରୁ ୩ ଘଣ୍ଟା ରହି ପଳାଉଛନ୍ତି। ମଧ୍ୟାହ୍ନ ୧୨ଟା ପରେ ଆଉ ଡାକ୍ତରଙ୍କ ଦେଖାମିଳୁନି। ଫଳରେ ଏହା ଉପରେ ନିର୍ଭର...

କାଳବୈଶାଖୀର ତାଣ୍ଡବ : ଗଛ ଭାଙ୍ଗି ରାସ୍ତା ଅବରୋଧ

ମୁରିବାହାଲ, ୧।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ଝଡତୋଫାନ ଓ ବର୍ଷା ହେବା ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମାତ୍ର ୩୦ମିନିଟ ପାଇଁ ହୋଇଥିବା ଝଡତୋଫାନରେ ମୁରିବାହାଲ-ଗୁଡିଘାଟ,...

ମୁଖ୍ୟ ବନ ସଂରକ୍ଷକଙ୍କ ଡାଳିଯୋଡା ଗସ୍ତ

ଛତିଆ,୧ା୬(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର ମୁଖ୍ୟ ବନ ସଂରକ୍ଷକ ସଞ୍ଜୀବ କୁମାର ତ୍ରିପାଠୀ ଶୁକ୍ରବାର ଡାଳିଯୋଡା ବନାଞ୍ଚଳର ଚଣ୍ଡିଖୋଲ ସେକ୍ସନ୍‌ ଗସ୍ତରେ ଆସିଥିଲେ। ମହାବିନାୟକ ନର୍ସରୀ ଓ ମହାବିନାୟକ ସଂରକ୍ଷିତ ଜଙ୍ଗଲରେ ବାତ୍ୟା କ୍ଷତିଗ୍ରସ୍ତ ଜଙ୍ଗଲ ପରିଦର୍ଶନ କରିଥିଲେ।...

ସାବିତ୍ରୀ ପାଇଁ ଫଳ ଦର ବୃଦ୍ଧି

ରତ୍ନଗିରି,୧ା୬(ଡି.ଏନ.ଏ.)- ଦିନକ ପରେ ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିବାହିତ ମହିଳା ଏହି ବ୍ରତ ରଖିଥାନ୍ତି। ସାବିତ୍ରୀ ପାଇଁ ବଜାରରେ ଶାଢୀ ଦୋକାନଠାରୁ ଆରମ୍ଭ କରି ଚୁଡି ଦୋକାନ ପର୍ଯ୍ୟନ୍ତ ମହିଳାଙ୍କ ଭିଡ ପରିଲକ୍ଷିତ ହେଉଛି। ସେହିଭଳି...

ପରଲୋକରେ ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ

ବାହାନଗା, ୧।୬(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତର କହଁରାଗୋହିରୀ ଗ୍ରାମର ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ ନାୟକ(୯୫)ଙ୍କ ଶନିବାର ସକାଳେ ପରଲୋକ ହୋଇଛି। ସେ ଦୀର୍ଘଦିନ ହେଲା ଆଜମ୍। ରୋଗରେ ଆକ୍ରାନ୍ତ ହୋଇଥିଲେ। କିଛିଦିନ ହେଲା ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri