ଆମ ଜିଲା ଖବର

ବିଜେଡି ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡା ହାଇସ୍କୁଲ ପଡ଼ିଆରେ ବୁଧବାର ପୂର୍ବାହ୍ନରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ୧୫ହଜାର ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହାପରେ...

ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ ଅଣ୍ଡ୍ରାହାଲ, ପଣସପୁଟ, ଜଡାମ୍ବ, ଗାଜଲମାମୁଡି ଓ ଯନ୍ତ୍ରୀ ଗ୍ରାମର ପ୍ରାୟ ୧୦ ହଜାରରୁ...

ବଢୁଛି ତାପମାତ୍ରା, ଘରୁ ବାହାରି ପାରୁନାହାନ୍ତି ଲୋକେ

ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ଗଜପତି ଜିଲା ଏକ ଜଙ୍ଗଲ ପରିବେଷ୍ଟିତ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଗ୍ରୀଷ୍ମତାତି ଦିନକୁ ଦିନ ବଢ଼ୁଛି। ଗ୍ରାମାଞ୍ଚଳ ଏବଂ ସହରଞ୍ଚଳରେ କଂକ୍ରିଟ ରୋଡମାନ ବୃଦ୍ଧି ପାଉଥିବାରୁ ଏହା ତାପମାତ୍ରା ବୃଦ୍ଧିର ପ୍ରମୁଖ ଏକ କାରଣ...

ସୀମାନ୍ତବର୍ତ୍ତୀ ଅଞ୍ଚଳରେ ହାତୀ

ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟର ଅମରା ଓ ରାଟିଣୀ ଅଞ୍ଚଳରେ କେତେକ ଜଙ୍ଗଲୀ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳ ସୁଦ୍ଧା ଏହି ହାତୀଗୁଡିକ ଆନ୍ଧ୍ରର ବସନ୍ଧରା ଏବଂ ଓଡିଶାର...

କାଳିଆ ଯୋଜନା ବନ୍ଦ ପାଇଁ ହୀନଚକ୍ରାନ୍ତ : ମୁଖ୍ୟମନ୍ତ୍ରୀ

ଠାକୁରମୁଣ୍ଡା,୧୭ା୪(ଡି.ଏନ୍‌.ଏ.): କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀର ଠାକୁରମୁଣ୍ଡା ପଣସଡିହା ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏମ୍‌ପି ଓ ବିଧାୟିକା ପ୍ରାର୍ଥତ୍ନୀଙ୍କୁ ଭୋଟ୍‌ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି...

ପୋଲିଂ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍‌କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା ମାଓପ୍ରବଣ ଅଞ୍ଚଳ ହୋଇଥିବାରୁ ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ତେବେ...

ସ୍ବାମୀଙ୍କୁ ପଥରରେ ଛେଚି ମାରିଦେଲେ ସ୍ତ୍ରୀ

କପ୍ତିପଦା, ୧୭।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗାଡ଼ିଆ ପଞ୍ଚାୟତ ମହୁଲପଙ୍ଖା ଗାଁରେ ଜଣେ ମହିଳା ମଙ୍ଗଳବାର ରାତିରେ ତାଙ୍କ ସ୍ବାମୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକ ହେଲେ ଟୁନା ବେସ୍ରା। ତାଙ୍କ ଅଭିଯୁକ୍ତ ସ୍ତ୍ରୀ ହେଲେ...

ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି ବିଜୁ ସ୍ମୃତି ସଂସଦ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହା ପୂର୍ବରୁ...

ଲଣ୍ଡା ପଡ଼ିଆକୁ ସବୁଜ କଲେ ଦିବ୍ୟାଙ୍ଗ ବୃଦ୍ଧ

ଦଶମନ୍ତପୁର,୧୭ା୪(ଡି.ଏନ୍‌.ଏ.): ପୂର୍ବପୁରୁଷର ଗୋଟିଏ ଏକର ଜମି ପଡ଼ିଆ ପଡ଼ିଥିଲା। ପାଖରେ ଜଳସେଚନ ବ୍ୟବସ୍ଥା ବି ନଥିଲା। କିନ୍ତୁ ନିଜ ଉଦ୍ୟମ ବଳରେ ଜମିକୁ ପାଣି ମଡ଼ାଇ ଲଣ୍ଡା ପଡ଼ିଆକୁ ସବୁଜିମାରେ ଭରିଦେଇଛନ୍ତି ଜଣେ ଦିବ୍ୟାଙ୍ଗ ବୃଦ୍ଧ। ସେଇ ଗୋଟିଏ ଏକର...

ରେଳ ଧାରଣାରୁ ଯୁବକ, ମହିଳାଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୧୭ା୪-ରେଳବାଇ ପୋଲିସ ସ୍ଥାନୀୟ ନାରୀ ସେବା ସଦନ ନିକଟ ରେଳ ଧାରଣାରୁ ମଙ୍ଗଳବାର ସକାଳେ ଜଣେ ଯୁବକ ଓ ଜଣେ ମହିଳାଙ୍କ ମୃତଦେହ ଜବତ କରିଥିଲା। ସେଠାରୁ ମିଳିଥିବା ମୋବାଇଲ ଫୋନରୁ ଯୁବକଙ୍କ ପରିବାର ସହ ପୋଲିସ ଯୋଗାଯୋଗ...

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ୭ ଗିରଫ

ଗୋପାଳପୁର/କନିଷି,୧୭ା୪(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ସୋମବାର ରାତିରେ ଏକ ବ୍ୟାଙ୍କରୁ ଡକାୟତି ଯୋଜନା କରୁଥିବା ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁନା ବେହେରା, ସୁରଜ ପରିଡା, ତୋଫାନ ଦାସ, ଲିଲୁ ଦଳେଇ, ଅମର କୁମାର ଦଳେଇ, ବିକ୍ରମ ଦାସ...

ରକ୍ତଭଣ୍ଡାର ଖାଲି, ଆବଶ୍ୟକଠାରୁ ସଂଗ୍ରହ କମ୍‌

ବ୍ରହ୍ମପୁର ଅଫିସ୍‌,୧୭ା୪-ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତ ଖାଲି ହେବାରେ ଲାଗିଛି । ଏପରିକି ଅତ୍ୟାବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ଦେବା ପାଇଁ ରକ୍ତ ନାହିଁ । ପ୍ରତି ବର୍ଷ ଗ୍ରୀଷ୍ମରେ ଏଭଳି ରକ୍ତ ସଂକଟ ଦେଖାଦେଇଥାଏ ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri