ଆମ ଜିଲା ଖବର

ବିଦ୍ୟୁତ୍‌ ଖୁଣ୍ଟପଡି ଜଣେ ଗୁରୁତର: ୧ଘଣ୍ଟା ଧରି ଜାତୀୟ ରାଜପଥରେ ଯାନବାହନ ଚଳାଚଳ ଠପ୍‌

ବଅଁରପାଳ,୨୬।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅନ୍ତର୍ଗତ ନୂଆହତା ନିକଟର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବାରୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ । ତେବେ ସେ ସାଇକେଲରେ ଯାଉଥିବା...

ପୋଲିସ ଇନ୍‌ଫର୍ମର ଦର୍ଶାଇ କଂଗ୍ରେସ କର୍ମୀଙ୍କୁ ହତ୍ୟା

ମାଲକାନଗିରି,୨୬ା୫(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଭେରମଗଡ଼ ଥାନା ଅନ୍ତର୍ଗତ କେସତାପରା ଗ୍ରାମରେ ଶନିବାର ରାତିରେ ୨୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି ଜଣେ କଂଗ୍ରେସ କର୍ମୀଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ମାଓବାଦୀମାନେ କଂଗ୍ରେସ କର୍ମୀଙ୍କ ଘରକୁ...

ବନବିଭାଗର ଅବହେଳା: ଅସୁସ୍ଥ ମାଈ ହାତୀର ଜୀବନ ଗଲା

ଦେବଗଡ଼,୨୬ା୫(ସ୍ବ.ପ୍ର.): ଦେବଗଡ଼ ରେଞ୍ଜ ତଥା କଂସର ଫରେଷ୍ଟ ସେକ୍ସନ ଅଧୀନ ହିରନ୍‌ ଗ୍ରାମରେ ଗତ ଏପ୍ରିଲ ୬ ତାରିଖରୁ ଆଶ୍ରୟ ନେଇଥିବା ଅସୁସ୍ଥ ହାତୀର ସ୍ବାସ୍ଥ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଘଟିଥିବା ବେଳେ ଶନିବାର ରାତିରେ ନାଳହିଡରୁ ଖସିପଡ଼ି ପୁଣିଥରେ ଅସୁସ୍ଥ...

ବ୍ରହ୍ମପୁର ବଡ଼ ମେଡିକାଲସ୍ଥିତ ରକ୍ତଭଣ୍ଡାରରେ ରକ୍ତ ଅଭାବ: ସମସ୍ୟାର ମୁକାବିଲା ପାଇଁ ଅଣ୍ଟାଭିଡିଲା ବିଭିନ୍ନ ସଙ୍ଗଠନ

ବ୍ରହ୍ମପୁର ଅଫିସ,୨୬।୫: ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ ମେଡ଼ିକାଲସ୍ଥିତ ରକ୍ତଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖା ଦେଉଛି। ଏଣୁ ରକ୍ତ ଅଭାବ ଯୋଗୁ ଗୁରୁତର ରୋଗୀଙ୍କୁ ଆବଶ୍ୟକ ସ୍ଥଳେ ରକ୍ତ ଦିଆଯାଇପାରୁନି। ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ରକ୍ତଦାନ ଶିବିର ଆୟୋଜନ...

ଗ୍ୟାସ୍‌ ଲିକ୍‌ରୁ ନିଆଁ : ୪ ଗୁରୁତର

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବହାଡ଼ାଝୋଲା ଢିପିସାହିରେ ଜଣେ ବ୍ୟକ୍ତିଙ୍କ ଘରେ ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ୪ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ଗୋଟିଏ ପରିବାର ସଦସ୍ୟ ହୋଇଥିବାବେଳେ ଅନ୍ୟଜଣେ ତାଙ୍କ ସମ୍ପର୍କୀୟ । ଗୁରୁତର...

ନିରାକାରପୁର ଅଞ୍ଚଳରେ ଖୋଲିଲା ୬ ଏଟିଏମ୍‌, ପ୍ରବଳ ଭିଡ଼: ଏସ୍‌ବିଆଇ ଏଟିଏମ୍‌ ନ ଖୋଲିବାରୁ ଅସନ୍ତୋଷ

ନିରାକାରପୁର,୨୬ା୫(ଡି.ଏନ.ଏ.)-ଫନୀ ବାତ୍ୟା ପରେ ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିଲା। ଏଥିଯୋଗୁ ଗ୍ରାହକଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଥିଲା। ଚଳିତ ମାସ ୨୩ ତାରିଖରେ ‘ଏଟିଏମ୍‌ ସେବା ଠପ୍‌ ଯୋଗୁ ଅସନ୍ତୋଷ’...

ବୋଲଗଡ଼ ବ୍ଲକ : ଖରିଫ୍‌ ଧାନ ଫସଲ ପାଇଁ ଜମି ପ୍ରସ୍ତୁତି, ୧୪,୪୫୦ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟଧାର୍ଯ୍ୟ

ବୋଲଗଡ଼,୨୬ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଞ୍ଚଳଟି ବୃଷ୍ଟିିପ୍ରବଣ ଅଞ୍ଚଳ ଭାବେ ପରିଚିତ। ଏଠାରେ ଚାଷୀମାନଙ୍କ ପ୍ରମୁଖ ଆୟକାରୀ ଫସଲ ଭାବେ ଖରିଫ ଧାନଚାଷ ପରିଚିତ। ଅନିୟମିତ ପ୍ରବଳ ବର୍ଷା, ବାତ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସହ ଜଳସେଚନର ଅଭାବ ସତ୍ତ୍ୱେ...

ଡାବୁଗାଁ-କୋଡ଼ିଙ୍ଗା ରାସ୍ତା ମରଣଯନ୍ତା

ପାପଡାହାଣ୍ଡି, ୨୬।୫(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ହାତୀବେଢା ପଞ୍ଚାୟତ ଦେଇଯାଇଥିବା ଗ୍ରାମ୍ୟ ଉନୟନ ବିଭାଗର ଡାବୁଗାଁ ଠାରୁ କୋଡ଼ିଙ୍ଗା ରାସ୍ତା ଦୀର୍ଘ ଦିନ ହେଲା ମରାମତି ଅଭାବରୁ ଏବେ ମରଣଯନ୍ତା ପାଲଟିଛି । ଦୀର୍ଘ ୧୩ କିମି ରାସ୍ତା ଖାଲ...

ଲୁଟିଥିବା ମୂର୍ତ୍ତି ରଖିପାରିଲେନି : ମନ୍ଦିରରେ ରଖି ଲୁଟେରା ଫେରାର

ଢେଙ୍କାନାଳ ଅଫିସ, ୨୫।୫- ଢେଙ୍କାନାଳ ସଦର ଥାନା ଅଧୀନ ହରିପୁର-ବେଶାଳିଆ ଗ୍ରାମ ନିକଟ ସବୁଜିମାଭରା ପାହାଡ଼ ଖୋଲ ମଧ୍ୟରେ ପୂଜା ପାଉଥିବା ଶ୍ରୀମହାକାଳେଶ୍ୱର ଶୈବପୀଠରୁ ଲୁଟ୍‌ ହୋଇଥିବା ପ୍ରାଚୀନ ମୂର୍ତ୍ତି ଶନିବାର ମିଳିଛି। ଲୁଟେରାମାନେ ମୂର୍ତ୍ତି ସମେତ ଅନ୍ୟ ମୂଲ୍ୟବାନ...

ହାତୀଙ୍କ ଜଳକ୍ରୀଡ଼ା

ଭାପୁର, ୨୬।୫(ଡି.ଏନ.ଏ.)- ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ଏହା କେବଳ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି ତାହା ନୁହେଁ, ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ବନ୍ୟଜନ୍ତୁ। ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବାକୁ ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲରେ...

ବାଘ ଚମଡ଼ା ଜବତ ଘଟଣା : ତନ୍ତ୍ର ସାଧନାରେ ବ୍ୟବହୃତ ହେଉଥିଲା

ପରଜଙ୍ଗ, ୨୬।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଲେଇ ଗ୍ରାମ ତାଳେଶ୍ୱର ଶିବମନ୍ଦିରରୁ ଜବତ କଲରାପତରିଆ ବାଘ ଚମଡ଼ା ତନ୍ତ୍ରସାଧନାରେ ବ୍ୟବହୃତ ହେଉଥିଲା। ଏଥିରେ ବିଧିବଦ୍ଧ ଭାବେ ଏକ ର଼୍ୟାକେଟ କାମ କରୁଛି, ଯାହାର ଚେର ଜିଲା ବାହାରକୁ...

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ: ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୬।୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗାଁର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଅବସ୍‌ତା ଏନ୍‌ତା ଯେ, ସେ ସବୁବେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri