ଆମ ଜିଲା ଖବର

କଲରାପତରିଆ ବାଘ ଗଣିବେ ନବୀନ ସରକାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ): ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା କରିବେ। ଆସନ୍ତା ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରାଯିବ। ରାଜ୍ୟର ସବୁ ଅଞ୍ଚଳରେ କଲରାପତରିଆ ଗଣନା ହେବ ବୋଲି ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ...

୩ ମେଗା ପ୍ରକଳ୍ପ ଦିଗହରା: ଅବଧି ସରିଲାଣି, ସରୁନି କାମ

ରାୟଗଡ଼ା,୨।୩(ଭାଗ୍ୟଶ୍ରୀ ମିଶ୍ର): ପ୍ରତ୍ୟେକ ଘରକୁ ଟ୍ୟାପ୍‌ ଯୋଗେ ବିଶୁଦ୍ଧ ଜଳ ଯୋଗାଣ ଲକ୍ଷ୍ୟ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଜଳ ଜୀବନ ମିଶନ କାର୍ଯ୍ୟକାରୀ ହେଉଛି। ଏହି ମିଶନ ଅଧୀନରେ ଜଳ ଯୋଗାଣର ମେଗା ପ୍ରୋଜେକ୍ଟ...

ପାର୍ଟି ନୁହେଁ, ଏଥର ଚାଷୀ ସରକାର ଦରକାର

ଜଗତ୍‌ସିଂହପୁର,୨ା୩(ପ୍ରମୋଦ କୁମାର ନାୟକ): ଚାଷୀଙ୍କ ୮୦ ପ୍ରତିଶତ ଭୋଟରେ ଭାଜପା କେନ୍ଦ୍ର ଓ ବିଜେଡି ରାଜ୍ୟରେ ସରକାର ଚଳାଇଛି। ଦୀର୍ଘ ୨୪ ବର୍ଷ ହେଲା ବିଜେଡି ଓଡ଼ିଶାରେ ଶାସନ କରି ଚାଲିଛି। ଏହା ସତ୍ତ୍ୱେ ଚାଷୀମାନେ ଉପେକ୍ଷିତ ହେଉଛନ୍ତି। ଏନେଇ...

ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର ଜିଲାର ଭାଜପା ନେତା ତିରୁପତି କୋଟଲା ଶୁକ୍ରବାର ତୋଏନାର ଗାଁକୁ ଏକ ବାହାଘର...

ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍‌

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅନ୍ତର୍ଗତ ବାଙ୍ଗିରିପୋଷି ବନାଞ୍ଚଳର ଯୋକା ବିଟ୍‌ ଅଞ୍ଚଳରେ ଏହି...

ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର: ବନ୍ଧା ହେଲେ ଯୁବକ 

ନିରାକାରପୁର,୨ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ବାରମ୍ବାର ବଳାତ୍କାର କରିବା ଘଟଣାରେ ଜଙ୍କିଆ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଅଞ୍ଚଳର ବାପି...

ଦିଲ୍ଲୀ ହୁରିକେନ୍ସକୁ ପରାସ୍ତ କରି ଓଡ଼ିଶା ମହିଳା ରଗ୍‌ବୀ ଦଳ ଚାମ୍ପିୟନ

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ, ଓଡ଼ିଶା ରଗ୍‌ବୀ ଫୁଟବଲ ଆସୋସିଏଶନ (ଓଆରଏଫ୍‌ଏ), ରାଜ୍ୟ କ୍ରୀଡ଼ା ବିଭାଗ ଓ କିଟ୍‌ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ୧୫ଏସ୍‌ ମହିଳା ଡିଭିଜନ-୧ ରଗ୍‌ବୀ ଚାମ୍ପିୟନଶିପ୍‌ ଶେଷ ହୋଇଛି। କିଟ୍‌ର ରାହୁଲ...

ଏଥର କିଡ୍‌ନୀ ବାହାରକୁ ଯାଉନାହିଁ

କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍‌ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍‌ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ ଚନ୍ଦ୍ର ଦାସ ଓ ରଶ୍ମିତା ଦାସଙ୍କ ପୁଅ ଶିବୁଙ୍କର ମୁଣ୍ଡ ବିନ୍ଧିବା ସହ...

ଭାଜପା ଫୋକସ୍‌ରେ ଭଦ୍ରକ ଲୋକ ସଭା ଆସନ

ଭଦ୍ରକ,୨।୩ (ସନାତନ ରାଉତ): ୨୦୧୯ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ଭାଜପା ଭଦ୍ରକ ସଂରକ୍ଷିତ ଲୋକ ସଭା ଆସନ ହରାଇଥିଲା। ଏଥର ଦଳ ଏହି ନିର୍ବାଚନମଣ୍ଡଳୀ ଉପରେ ଅଧିକ ଫୋକସ୍‌ କରୁଥିବା ଆଭାସ ମିଳିଲାଣି। ୧୯୯୮ଠାରୁ ଲଗାତର ବିଜେଡି ଦଖଲରେ ଭଦ୍ରକ...

ମାର୍ଣ୍ଡିଙ୍କ ପାଇଁ ଚ୍ୟାଲେଞ୍ଜ ମକରଧ୍ୱଜ

ବାଙ୍ଗିରିପୋଷି,୨ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ। ଏଠାକାର ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପୁଣି ବିଜେଡି ଟିକେଟରେ ନିର୍ବାଚନ ଲଢ଼ିବା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ...

ଜଗନ୍ନାଥଙ୍କୁ ଜଗନ୍ନାଥ ଅଡ଼ୁଆ

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ରାଜନୀତି ଦୁଇ ଜଗନ୍ନାଥଙ୍କୁ ନେଇ ଚଳଚଞ୍ଚଳ ହୋଇଯାଇଛି। ଜଣେ ଜଗନ୍ନାଥ ସାରକା ଓ ଆଉ ଜଣେ ଜଗନ୍ନାଥ ନୁଣ୍ଡୃକା। ଉଭୟ ବିଜେଡିରେ ରହିଆସିଥିବା ବେଳେ ଶୁକ୍ରବାର ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରରେ ବିଧିବଦ୍ଧ...

ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ

ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri